Posted inଖେଳ

ମୋହାଲିରେ ଆଇପିଏଲର ୨୭ତମ ମ୍ୟାଚ: ପିବିକେଏସ-ଆରସିବି ଲଢ଼େଇ…

ମୋହାଲି,୨୦।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୨୭ତମ ମ୍ୟାଚ ଗୁରୁବାର ଅପରାହ୍ନ ସାଢ଼େ ୩ଟାରେ ରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ଏବଯ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ଖେଳାଯିବ। ମୋହାଲିର ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ ବିନ୍ଦ୍ରା ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ପଞ୍ଜାବ କ୍ରମାଗତ ଦ୍ୱିତୀୟ ବିଜୟ ଉପରେ ନଜର ରଖିଛି। ଦଳ ଶେଷ ମ୍ୟାଚରେ ଲକ୍ଷ୍ନୌସୁପର ଜ୍ୟାଣ୍ଟସକୁ ପରାସ୍ତ କରିଥିଲା। ସିଜିନରେ ତିନୋଟି ବିଜୟ ଏବଂ ଦୁଇଟି ପରାଜୟ ସହିତ ପଞ୍ଜାବ ଦଳ ୬ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ପଞ୍ଚମ ସ୍ଥାନରେ ରହିଛି। ଏଥି ସହିତ ଦୁଇଟି ବିଜୟ ଏବଂ ତିନୋଟି ପରାଜୟ ପରେ ଆରସିବି ଅଷ୍ଟମ ସ୍ଥାନରେ ରହିଛି। ଏହାର ପଏଣ୍ଟ ୪ ରହିଛି। ଯଦି ଏହି ମ୍ୟାଚରେ ପଞ୍ଜାବ ଦଳ ଆରସିବିକୁ ପରାସ୍ତ କରେ ତେବେ ଏହା ଆଠ ପଏଣ୍ଟ ପାଇବ।

ପଞ୍ଜାବ କିଙ୍ଗ୍ସର ପ୍ଲେଇଙ୍ଗ ୧୧ରେ ଶିଖର ଧାୱନ (ଅଧିନାୟକ), ପ୍ରଭାସୀମରନ ସିଂ, ମାଥ୍ୟୁ ସର୍ଟ / ଲିଆମ ଲିଭିଙ୍ଗଷ୍ଟୋନ, ହରପ୍ରୀତ ସିଂ ଭାଟିଆ, ସିକନ୍ଦର ରଜା, ସାମ କରଣ, ଜିତେଶ ଶର୍ମା (ୱିକେଟ କିପର), ଶାହରୁଖ ଖାନ, ହରପ୍ରୀତ ବ୍ର, କାଗିସୋ ରାବାଡା, ଅର୍ଶଦୀପ ସିଂ ପ୍ରମୁଖ ରହିଛନ୍ତି।

ସେହିପରି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ପ୍ଲେଇଙ୍ଗ ୧୧ରେ ବିରାଟ କୋହଲି, ଫାଫ ଡୁପଲେସିସ ( ଅଧିନାୟକ), ମହିପାଲ ଲୋମୋର, ଗ୍ଲେନ ମ୍ୟାକ୍ସୱେଲ, ଶାହାବାଜ ଅହମ୍ମଦ, ଦୀନେଶ କାର୍ତ୍ତିକ (ଓ୍ବିକେଟ କିପର), ହର୍ଷଲ ପଟେଲ, ୱାନିନ୍ଦୁ ହାସରାଙ୍ଗା, ୱେନ ପାର୍ନେଲ, ବିଜୟକୁମାର ୱାଇସକ, ମହମ୍ମଦ ସିରାଜ ପ୍ରମୁଖ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri