୧୦ ଡିଗ୍ରୀ ତଳେ ରାଜ୍ୟର ୨୮ ସହର: ଟ୍ବିନ୍‌ସିଟିରେ ଅସମ୍ଭାଳ ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଭୁବନେଶ୍ୱର,୧୦ା୧: ଟ୍ବିନସିଟି କଟକ ଓ ଭୁବନେଶ୍ବରରେ ଅସମ୍ଭାଳ ଶୀତ ଅନୁଭୂତ ହେଉଛି। କଟକରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ଥିବାବେଳେ ଭୁବନେଶ୍ୱରରେ ୯.୨ ଡିଗ୍ରୀ ତାପମାତ୍ରା ରହିଛି। ଶୀତର ପ୍ରକୋପ ଯୋଗୁ ଲୋକେ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଘରୁ ବାହାରି ପାରୁନାହାନ୍ତି।

ଅନ୍ୟପକ୍ଷରେ ରାଜ୍ୟର ୨୮ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଜି. ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର ଭାବେ ପରିଗଣିତ ହୋଇଛି। ସେହିପରି ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୪.୧ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୪.୫ ଡିଗ୍ରୀ ଏବଂ ଚିପିଲିମାରେ ତାପମାତ୍ରା ୫.୫ ଡିଗ୍ରୀ ରହିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୩୩ ପ୍ରଶ୍ନ ପାଇଁ ପ୍ରସ୍ତୁତ ରୁହ: ଏପ୍ରିଲ ୧୬ରୁ ଘର ଗଣନା

ଭୁବନେଶ୍ୱର,୨୪।୧ (ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନଗଣନା ନେଇ ନିର୍ଦ୍ଦେଶନାମା ଜାରି ହେବା ପରେ ଏବେ ରାଜ୍ୟ ସରକାରଙ୍କ ପକ୍ଷରୁ ଘର ଗଣନା ପାଇଁ ପ୍ରସ୍ତୁତି…

ଘର ଆଗରେ ଖେଳୁଥିବା ସମୟରେ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର କଲେ ୨ ଯୁବକ, ଖୋଜି ଖୋଜି ପହଞ୍ଚିଗଲେ ମା’

ରଣପୁର, ୨୪ା୧(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳରେ ଗୁରୁବାର ଏକ ଲଜ୍ଜାଜନକ ଘଟଣା ଘଟିଯାଇଛି। ଜଣେ ନାବାଳିକାଙ୍କୁ ୨ଜଣ ଦୁଆରୁ ଡାକି ନେଇ…

ଫଳକରେ ନାମ ନ ରଖିବା ରାଜ୍ୟ ସଭା ପ୍ରତି ଅପମାନ: ଦେବାଶିଷ

କଟକ,୨୪।୧(ଶିଳ୍ପା ପ୍ରିୟଦର୍ଶିନୀ): ନେତାଜୀ ଜୟନ୍ତୀ ଅବସରରେ ଓଡ଼ିଆ ବଜାରସ୍ଥିତ ନେତାଜୀ ସଂଗ୍ରହାଳୟ ପରିସରରେ ପୋଷ୍ଟାଲ ଗ୍ୟାଲେରି ଓ ନିକଟରେ ଥିବା ସଂସ୍କୃତି ଭବନକୁ ଉପରାଷ୍ଟ୍ରପତି ଉଦ୍‌ଘାଟନ କରିଥିଲେ।…

ପିଏମ୍‌-ସ୍ବନିଧି ଋଣ ପ୍ରଦାନ କାର୍ଯ୍ୟକ୍ରମରେ ସାମିଲ ହେଲା ଓଡ଼ିଶା

ଭୁବନେଶ୍ୱର,୨୪ା୧ (ବନ୍ଦନା ସେଠୀ): ‘ପିଏମ୍‌-ସ୍ବନିଧି’ ଋଣ ପ୍ରଦାନ କାର୍ଯ୍ୟକ୍ରମରେ ସାମିଲ ହେଲା ଓଡ଼ିଶା। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କୃଷି ଭବନଠାରେ ଏକ ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଆସନ୍ତା ସାଧାରଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ

କୋରାପୁଟ,୨୩।୧(ଅମିତାଭ ବେହେରା ): ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲାପ୍ରଶାସନ ପକ୍ଷରୁ କଟକଣା…

ବସ୍‌ ଧର୍ମଘଟ ଡାକରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପ୍ରତ୍ୟାହୃତ ହେଲା…

ଭୁବନେଶ୍ୱର,୨୩।୧: ବସ୍‌ ଧର୍ମଘଟ ଡାକରା ପ୍ରତ୍ୟାହୃତ। ଶନିବାର ଠାରୁ ବସ୍‌ ଧର୍ମଘଟ  ଡାକରା ଦେଇଥିଲା ଘରୋଇ ବସ୍‌ ମାଲିକ ସଂଘ। ମାଲିକ ସଂଘ ବୈଠକ ପରେ ଏହି…

ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!

ଭୁବନେଶ୍ୱର,୨୩।୧: ବିଜେଡିକୁ ଭାରି ପଡ଼ିଲାକି ଅରବିନ୍ଦ ସମର୍ଥକଙ୍କ ମେଳି। ପୁନର୍ବିଚାର କରାଯିବ କହିଲେ ସମର୍ଥକ। ଶଙ୍ଖଭବନରେ ବରିଷ୍ଠ ନେତାଙ୍କୁ ଭେଟିବା ପରେ ଅରବିନ୍ଦଙ୍କ ସମର୍ଥକ ପ୍ରତିକ୍ରିୟା ରଖିଛନ୍ତି।…

କେଉଁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରନ୍ତି ଅଧିକ ଟଙ୍କା? ଲିଷ୍ଟରେ ଓଡ଼ିଶାର ସ୍ଥାନ…

ନୂଆଦିଲ୍ଲୀ,୨୩।୧: ଜାନୁଆରୀ 2026 ରୁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ଯୋଜନା କାର୍ଯ୍ୟକାରୀ କରି ପଞ୍ଜାବ ସରକାର ସ୍ୱାସ୍ଥ୍ୟ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri