୨୮ ଲକ୍ଷର ବ୍ରାଉନସୁଗାର ଜବତ,୨ ଗିରଫ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜଧାନୀରୁ ବ୍ରାଉନସୁଗାର ଜବତ। ୟୁନିଟ ୮ ନାରାୟଣୀ ବସ୍ତିରୁ ୨୮୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ। ଏଥିରେ ଦୁଇ ଭାଇଙ୍କୁ ଗିରଫ କରାଯାଇଛି। ଏମାନେ ଖୋର୍ଦ୍ଧାରୁ ବ୍ରାଉନସୁଗାର ଆଣି ଭୁବନେଶ୍ୱରରେ ବିକ୍ରି କରୁଥିଲେ। ତେବେ ଜବତ ହୋଇଥିବା ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୮ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଟ୍‌ନେସ୍‌ ପରୀକ୍ଷା କରିବ ମେଶିନ

ଭୁବନେଶ୍ୱର୧୨।୧୦(ବ୍ୟୁରୋ): ରାଜ୍ୟ ପରିବହନ ବିଭାଗ ଦ୍ୱାରା ଚଳିତ ମାସ ୨୩ ତାରିଖରୁ ଅଟୋମେଟେଡ୍‌ ଇନ୍ସପେକ୍ସନ ଆଣ୍ଡ ସାର୍ଟିଫିକେଶନ ସେଣ୍ଟର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସବୁ...

ଯୁକ୍ତ୨ ନାମଲେଖା ଆବେଦନ ଅବଧି ପୁଣି ବଢ଼ିଲା

ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା)- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଉଚ୍ଚ ମାଧ୍ୟମିକ ବିଧ୍ୟାଳୟଗୁଡ଼ିକରେ ଏକାଦଶ ବା ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧି ଦ୍ୱିତୀୟଥର...

ସାନ୍ତରାପୁରରେ ହାତୀ ଆତଙ୍କ

ବଅଁରପାଳ, ୨୪।୩(ଡି.ଏନ.ଏ.): ବଅଁରପାଳ ବ୍ଲକ ସାନ୍ତରାପୁର ପଞ୍ଚାୟତରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ରାତିରେ ଏକ ହାତୀ ଜନବସତିରେ ପଶି ବ୍ୟାପକ କ୍ଷୟକ୍ଷତି କରିଛି। ହାତୀଟି...

ବଦଳି ପରେ ତଦନ୍ତ ଚେପା

ଭୁବନେଶ୍ୱର,୧୦।୯: ଥାନାକୁ ଯାଉଥିବା ଅଭିଯୋଗକୁ କେଉଁ ଅଫିସର ବୁଝିବେ ତାହା ସ୍ଥିର କରିଥାନ୍ତି ଆଇଆଇସି। ଏପରିକି ଚୋରି ଓ ଦୁର୍ଘଟଣା ଭଳି ଛୋଟଛୋଟ ମାମଲା ଏଏସ୍‌ଆଇଙ୍କୁ...

ପ୍ରଶଂସକଙ୍କ ସହଯୋଗ ଲୋଡିଲେ ଅନୁଭବ ମହାନ୍ତି

କଟକ ଅଫିସ୍‌,୧୧।୯: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବୈବାହିକ ଜୀବନକୁ ନେଇ ଉଠିଥିବା ବିବାଦ ସମାଧାନ ହେବାର ସମ୍ଭାବନା...

ସ୍ବାମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରସୁଲଗଡ଼ ଅଞ୍ଚଳରେ ୨୦୧୨ରେ ଯୌତୁକ ଦାବିକରି ସ୍ତ୍ରୀଙ୍କୁ କାଠଫାଳିଆରେ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ଭୁବନେଶ୍ୱର ଅତିରିକ୍ତ ଜିଲାଜଜ୍‌-୩...

ରାସ୍ତାରେ ଚାହିଁ ରହିଥିଲା ମୃତ୍ୟୁ, ଚାଲିଗଲା ୬ ଜୀବନ

ନୂଆପଡା ଅଫିସ,୧।୩: ମହାଶିବରାତ୍ରିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକା ବେଳକେ ଚାଲିଯାଇଛି ୬ ଜଣଙ୍କ ଜୀବନ। ଏଭଳି ଭୟଙ୍କର ଘଟଣା ଘଟିଛି ନୂଆପଡା ଜିଲାର।...

ସୁସ୍ଥ ହେଲେ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୮।୩ : ରାଜ୍ୟରେ ସୋମବାର ୮୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

Advertisement
Archives

Model This Week