ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୭୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୦୦୮୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୧୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।
ଭୁବନେଶ୍ୱରରୁ ଆଜି ପୁଣି ୨୮ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍
Posted inHome Left, କରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ
ଭୁବନେଶ୍ବର,୧୭।୨: ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…
ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ
ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…
ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…
ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…
ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର
ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…
ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍
ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…
ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ
ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…
ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ
ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…
ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି
ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…
Archives

