ଭୁବନେଶ୍ୱରରୁ ଆଜି ପୁଣି ୨୮ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୭୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୦୦୮୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୧୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ ୧୪ା୧୨: ପୌଷ ମାସ କୃଷ୍ଣପକ୍ଷ ଷଷ୍ଠୀ ତିଥି ବୁଧବାର ଅବସରରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ...

ଭାରତ-ବାଂଲାଦେଶ ଫାଇନାଲ ଆଜି

ଭୁବନେଶ୍ୱର,୫।୮ (କ୍ରୀଡ଼ା ପ୍ରତିନିଧି):କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୨୦ ବର୍ଷରୁ କମ୍‌ ସାଫ୍‌ (ସାଉଥ ଏସିଆନ ଫୁଟବଲ ଫେଡେରେଶନ) ଫୁଟବଲ ଟୁର୍ନାମେଣ୍ଟର ଫାଇନାଲ ଶୁକ୍ରବାର ଭାରତ ଓ...

ବଇଣ୍ଡା ୭୨ ଘଣ୍ଟା ଶଟ୍‌ଡାଉନ; ଜିଲାପାଳ କ୍ଷମତା ବ୍ୟବହାର କଲେ ସରପଞ୍ଚ

ବଇଣ୍ଡା, ୧୧ା୫ (ଡି.ଏନ.ଏ.): ଅନୁଗୋଳ ଜିଲାରେ ରବିବାର ୧୩ କରୋନା ସଂକ୍ରମିତ ଚିହ୍ନଟ ପରେ ସଂକ୍ରମଣ ରୋକିବାକୁ ନୁନୁକାପଶି ସରପଞ୍ଚ ଜଳଧର ସାହୁ ଜିଲାପାଳଙ୍କ କ୍ଷମତା...

ସଂଗ୍ରହାଳୟରେ ସହରର ଐତିହ୍ୟ

ସୁପ୍ରିୟା ପ୍ରିୟଦର୍ଶିନୀ କଟକ ଅଫିସ, ୨୪।୧୧: ହଜାର ବର୍ଷର ପୁରୁଣା ସହର କଟକ। ମଧ୍ୟପ୍ରଦେଶର ଉଜ୍ଜୟିନୀ ସହର ପରେ ଏହା ଭାରତର ଦ୍ୱିତୀୟ ସର୍ବ ପୁରାତନ...

ରାତି ୧୦ରୁ ସକାଳ ୫ ଯାଏ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର,୩।୪(ବ୍ୟୁରୋ): ବଢ଼ିବାରେ ଲାଗିଛି କରୋନାର ଲେଉଟାଣି ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟ ସରକାର ୧୦ଟି ଜିଲାରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ...

ସ୍କୁଲ ଖୋଲୁ ଖୋଲୁ ୩୩ପିଲା କରୋନାରେ ଆକ୍ରାନ୍ତ

ଚଣ୍ଡିଗଡ଼,୧୩।୮: କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରକୋପ ହ୍ରାସ ପାଇବା ପରେ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅନେକ ରାଜ୍ୟରେ ବର୍ତ୍ତମାନ ସ୍କୁଲ ଖୋଲାଯାଇଛି। ତେବେ...

ରାଜ୍ୟରେ ନିଯୁକ୍ତ ହେବେ ୭,୫୪୦ ଶିକ୍ଷକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ଆଉ ୭,୫୪୦ ଶିକ୍ଷକ ନିଯୁକ୍ତ ହେବେ । ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଓଏସ୍‌ଏସ୍‌ସି ଓ୍ବେବସାଇଟ୍‌ରେ ଏହି ନିଯୁକ୍ତି ସଂକ୍ରାନ୍ତୀୟ...

ହସ୍ପିଟାଲ ପାଇଁ ନୂଆ ନିର୍ଦ୍ଦେଶନାମା: ପ୍ରତି ହସ୍ପିଟାଲରେ ସ୍ବତନ୍ତ୍ର ଫିଭର କ୍ଲିନିକ୍‌

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ପାଖାପାଖି ପହଞ୍ଚତ୍ଥିବାବେଳେ ଏବେ ଏହି ଲଢ଼େଇରେ ସାମିଲ୍‌ ହୋଇଥିବା...

Advertisement
Archives

Model This Week