ଭୁବନେଶ୍ୱରରୁ ଆଜି ପୁଣି ୨୮ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୭୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୦୦୮୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୧୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା କର୍ଫ୍ୟୁ: ଅଟକିଲା ୧୭ ଶହ ବାହାଘର

ଅହମଦାବାଦ୍‌,୨୧।୧୧:ଗୁଜରାଟରେ କରୋନା ମହାମାରୀ ପୁଣି ଥରେ ଲୋକଙ୍କୁ ଆତଙ୍କିତ କରିବା ଆରମ୍ଭ କରିଛି। ସଂକ୍ରମଣରେ ରୋକ ଲଗାଇବା ଲାଗି ସରକାରଙ୍କ ପକ୍ଷରୁ କର୍ଫ୍ୟୁ ଜାରି ହୋଇଛି।...

ବ୍ଲୁ ଫ୍ଲାଗ ବିଚ୍‌: ପରୀକ୍ଷା ପାଇଁ ଗଲା ସମୁଦ୍ର ପାଣି

ପୁରୀ ଅଫିସ,୧୬ା୧: ପୁରୀରେ ବ୍ଲୁ ଫ୍ଲାଗ ବିଚ୍‌ କାମ ଦ୍ରୁତଗତିରେ ଚାଲିଛି। ସମ୍ପୂର୍ଣ୍ଣ ହୋଇ ନ ଥିଲେ ମଧ୍ୟ ଏହା ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟିଲାଣି। ପ୍ରତ୍ୟହ...

ଅଗ୍ନିକାଣ୍ଡରେ ୨ ବଖରା ଜଳିଗଲା

ବୁଗୁଡ଼ା,୬ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ଜେକ ଗ୍ରାମରେ ଅଗ୍ନିକାଣ୍ଡ ଘଟି ଶୁକ୍ରବାର ସକାଳେ ଦୁଇ ପରିବାରର ୨ ବଖରା ଜଳିଯାଇଛି। ବିଶ୍ୱନାଥ ବେହେରାଙ୍କ କୁମ୍ଭାର ଶାଳରେ ହାଣ୍ଡି...

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌-୨୦୨୧ ରାଜ୍ୟ ସଭାରେ ଗୃହୀତ

ଭୁବନେଶ୍ୱର, ୧୦।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଜ୍ୟ ସଭାରେ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ)...

ସୁସ୍ଥ ହେଲେ ୧୫୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯ା୧- ଓଡ଼ିଶାରେ ଶୁକ୍ରବାର ୧୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତ ସଂଖ୍ୟା ୩,୩୧,୮୨୪ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ...

ରାଜ୍ୟ ମନ୍ତ୍ରିମଣ୍ଡଳରେ ୬୨ ପ୍ରତିଶତ ନେତା କୋଟିପତି : ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ରାଜ୍ୟ ମନ୍ତ୍ରିମଣ୍ଡଳର ୬୨ପ୍ରତିଶତ ସଦସ୍ୟ କୋଟିପତି ରାଜନେତା। ମୁଖ୍ୟମନ୍ତ୍ରୀଙ୍କ ସମେତ ଏକାଧିକ କୋଟିପତି ରାଜନେତା ମନ୍ତ୍ରୀପରିଷଦରେ ସ୍ଥାନ ପାଇଛନ୍ତି। ୨୦୧୪ ନିର୍ବାଚନ ପରେ...

କେନ୍ଦୁଝରକୁ ୩୦ରୁ ଚାଲିବ ମେମୁ ଟ୍ରେନ

କେନ୍ଦୁଝର, ୨୩।୩(ସ୍ବ.ପ୍ର.)- ଦୀର୍ଘ ଦିନର ବ୍ୟବଧାନ ପରେ ଭୁବନେଶ୍ୱର-କେନ୍ଦୁଝର ମେମୁ ଟ୍ରେନ୍‌ ଆସନ୍ତା ୩୦ରୁ ଆରମ୍ଭ ହେବ। କରୋନା କଟକଣା ପାଇଁ ପାଖାପାଖି ଏକ ବର୍ଷ...

ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ

ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ...

Advertisement
Archives

Model This Week