ଭୁବନେଶ୍ୱର,୧୦।୧(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ରାଜ୍ୟରେ ସୋମବାର ପୁଣି ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି।
ଭୁବନେଶ୍ୱର,୧୦।୧(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ରାଜ୍ୟରେ ସୋମବାର ପୁଣି ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି।
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍ଫାୟାର୍) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…