Posted inUncategorized

୪ ଦିନ ପାଇଁ ୨୮ ଟ୍ରେନ୍‌ ବାତିଲ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣା ପରେ ଦକ୍ଷିଣ ପୂର୍ବ ରେଳପଥ ଓ ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ୪ ଦିନ ଲାଗି ଉକ୍ତ ରୁଟ୍‌ରେ ଚଳାଚଳ କରୁଥିବା ୨୮ ଟ୍ରେନ୍‌କୁ ବାତିଲ କରାଯାଇଥିବାବେଳେ ବହୁ ଟ୍ରେନ୍‌ର ଗତପଥ ବଦଳାଯାଇଛି। ରବିବାର ପର୍ଯ୍ୟନ୍ତ ବାତିଲ ହୋଇଥିବା ଟ୍ରେନ୍‌ଗୁଡିକ ହେଲା ୧୨୦୭୩ ହାଓଡା-ଭୁବନେଶ୍ୱର ଜନଶତାବ୍ଦୀ ଏକ୍ସପ୍ରେସ୍‌୍‌, ୧୨୦୭୪ ଭୁବନେଶ୍ୱର-ହାଓଡା ଜନଶତାବ୍ଦୀ ଏକ୍ସପ୍ରେସ୍‌,୧୨୮୨୨ ପୁରୀ-ଶାଲିମାର ଧଉଳି ଏକ୍ସପ୍ରେସ୍‌,୧୨୮୨୧ ଶାଲିମାର-ପୁରୀ ଧଉଳି ଏକ୍ସପ୍ରେସ୍‌, ୨୨୮୯୬ ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ୍‌, ୨୨୮୯୫ ହାଓଡା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌,୧୨୨୭୮ ପୁରୀ-ହାଓଡା ଶତାବ୍ଦୀ ଏକ୍ସପ୍ରେସ୍‌, ୧୨୨୭୭ ହାଓଡା-ପୁରୀ ଶତାବ୍ଦୀ ଏକ୍ସପ୍ରେସ୍‌, ୦୮୦୬୩ ଖଡଗପୁର-ଭଦ୍ରକ ସ୍ପେଶାଲ, ୦୮୦୬୪ ଭଦ୍ରକ-ଖଡଗପୁର ସ୍ପେଶାଲ, ୦୮୦୩୧ ବାଲେଶ୍ୱର-ଭଦ୍ରକ ସ୍ପେଶାଲ, ୦୮୦୩୨ ଭଦ୍ରକ-ବାଲେଶ୍ୱର ସ୍ପେଶାଲ, ୦୮୦୧୨ ପୁରୀ-ଭଞ୍ଜନଗର ସ୍ପେଶାଲ, ୧୨୮୯୧ ବାଙ୍ଗିରିପୋଷି-ଭୁବନେଶ୍ୱର ଏକ୍ସପ୍ରେସ୍‌, ୧୨୮୯୨ ଭୁବନେଶ୍ୱର- ବାଙ୍ଗିରିପୋଷି ଏକ୍ସପ୍ରେସ୍‌, ୧୮୦୨୧ ଖଡଗପୁର-ଖୋର୍ଦ୍ଧା ଏକ୍ସପ୍ରେସ୍‌,୧୨୦୭୩ ହାଓଡା-ସିକନ୍ଦରାବାଦ ଏକ୍ସପ୍ରେସ୍‌, ୨୨୮୫୨ ବେଙ୍ଗାଲୁରୁ-ସନ୍ତରାଗାଚ୍ଛି ଏକ୍ସପ୍ରେସ୍‌,୧୮୦୨୨ ଖୋର୍ଦ୍ଧା-ଖଡଗପୁର ଏକ୍ସପ୍ରେସ୍‌, ୦୮୪୧୨ ଭୁବନେଶ୍ୱର-ବାଲେଶ୍ୱର ସ୍ପେଶାଲ, ୧୮୦୪୮ ଭାସ୍‌କୋଡାଗାମା-ଶାଲିମାର ଏକ୍ସପ୍ରେସ୍‌, ୧୨୮୭୬ ଆନନ୍ଦ ବିହାର-ପୁରୀ ନୀଳାଚଳ ଏକ୍ସପ୍ରେସ୍‌। ସେହିପରି ୬ ଓ ୭ ତାରିଖ ଲାଗି ୧୨୫୧୦ ଗୁଆହାଟୀ-ବେଙ୍ଗାଲୁରୁ ଏକ୍ସପ୍ରେସ୍‌ ଓ ୧୨୨୫୨ କାମାକ୍ଷା-ବେଙ୍ଗାଲୁରୁ ଏକ୍ସପ୍ରେସ୍‌କୁ ବାତିଲ କରାଯାଇଛି। ଅନ୍ୟପଟେ ଗତିପଥ ପରିବର୍ତ୍ତନ ହୋଇଥିବା ଟ୍ରେନ୍‌ ମଧ୍ୟରେ ୦୭୦୪୭ ଗୁଆହାଟୀ-ବେଙ୍ଗାଲୁରୁ ଏକ୍ସପ୍ରେସ୍‌, ୧୨୫୫୨କାମାକ୍ଷା-ବେଙ୍ଗାଲୁରୁ ଏକ୍ସପ୍ରେସ୍‌, ୦୭୦୪୭ ଦିବ୍ରୁଗଡ-ସିକନ୍ଦରାବାଦ ଏକ୍ସପ୍ରେସ୍‌, ୧୮୪୭୮ କଳିଙ୍ଗ ଏକ୍ସପ୍ରେସ୍‌, ୨୨୮୦୩ ଶାଲିମାର-ସମ୍ବଲପୁର ଏକ୍ସପ୍ରେସ୍‌, ୧୨୮୦୨ ପୁରୁଷୋତ୍ତମ ଏକ୍ସପ୍ରେସ୍‌,୧୨୮୭୫ ନୀଳାଚଳ ଏକ୍ସପ୍ରେସ୍‌ ଓ ୨୨୮୧୧ ରାଜଧାନୀ ଏକ୍ସପ୍ରେସ୍‌। ଏ ସଂକ୍ରାନ୍ତ ଅଧିକ ସୂଚନା ପାଇବାକୁ ରେଲ୍‌ଓ୍ବେ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ସ୍ତ୍ରୀ ଆଗରେ ମହିଳାଙ୍କୁ କଲେ ବଳାତ୍କାର, ନଗ୍ନ ଫଟୋ ଦେଖାଇ ଧର୍ମ ବଦଳାଇବାକୁ କଲେ ବ୍ଲାକମେଲ୍

ନୂଆଦିଲ୍ଲୀ, ୨୨।୪: କର୍ଣ୍ଣାଟକରେ ୨୮ ବର୍ଷ ବୟସ୍କା ବିବାହିତା ମହିଳାଙ୍କୁ କିଛି ବ୍ୟକ୍ତି ତାଙ୍କ ନଗ୍ନ ଫଟୋ ଦେଖାଇ ବ୍ଲାକମେଲ ମାଧ୍ୟମରେ ଇସଲାମ ଧର୍ମ ଗ୍ରହଣ...

ଏମ୍ସ ଡାକ୍ତରଙ୍କ ସହ ୪୦ ମିନିଟ କଥା ହେଲେ କେଜରିଓ୍ବାଲ, ଉଠିଲା ନାହିଁ ଇନସୁଲିନ ପ୍ରସଙ୍ଗ!

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏଆଇଆଇଏମଏସର ବରିଷ୍ଠ ଡାକ୍ତରଙ୍କ ସହ ଭିଡିଓ ପରାମର୍ଶର ସୁବିଧା ଦିଆଯାଇଥିଲା। ଯେଉଁଥିରେ ତାଙ୍କୁ ନିଶ୍ଚିତ କରାଯାଇଥିଲା ଯେ ତାଙ୍କ...

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri