Posted inଫୁରସତ

ଜେଜେବାପା ବୟସର ବ୍ୟକ୍ତିଙ୍କ ପ୍ରେମରେ ପଡ଼ି ବିବାହ କଲେ ଏହି ୨୮ ବର୍ଷୀୟ ଯୁବତୀ; ଟ୍ରୋଲ ହେବା ପରେ କହିଲେ-‘ମୋ ପ୍ରେମ ଶାଶ୍ୱତ’

କଥାରେ ଅଛି ପ୍ରେମ ମାନେନା ବୟସ। ଠିକ୍‌ ସେଭଳି ଏକ ଘଟଣାକ୍ରମରେ ୭୦ ବର୍ଷୀୟ ବୃଦ୍ଧଙ୍କୁ ଭଲପାଇ ବସିଛନ୍ତି ୨୮ ବର୍ଷୀୟ ଯୁବତୀ। ଆଶ୍ଚର୍ଯ୍ୟ ଲାଗିଲେ ବି କଥାଟି ସତ। ଏକ ଡେଟିଂ ଆପ୍‌ରେ ଯୁବତୀଜଣଙ୍କ ବୃଦ୍ଧଙ୍କୁ ଭେଟିଥିଲେ। ଧିରେ ଧିରେ କଥାବାର୍ତ୍ତା ହେବା ପରେ ବୃଦ୍ଧଙ୍କ ପ୍ରେମରେ ପଡ଼ିଯାଇଥିଲେ ସେ। ଏହାପରେ ସମ୍ପର୍କକୁ ଆଗକୁ ନେଇ ସେ ବୃଦ୍ଧଙ୍କୁ ବିବାହ କରିନେଇଛନ୍ତି।

Age Gap Relation, girl fell in love, 28 year old girl, young girl love with old man, unique love story, online dating website

ଯୁବତୀଜଣଙ୍କ ହେଲେ ଜ୍ୟାକି। ସେହିଭଳି ବ୍ୟକ୍ତିଜଣଙ୍କ ହେଉଛନ୍ତି ଜ୍ୟାକି। ୨୦୧୮ରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଥିଲା। ଉଭୟଙ୍କର ଫଟୋ ଏବଂ ପ୍ରେମକାହାଣୀ ସାମ୍ନାକୁ ଆସିବା ପରେ ଅନେକେ ଯୁବତୀଙ୍କୁ ଟ୍ରୋଲ କରିବା ଆରମ୍ଭ କରିଥିଲେ। କିଛି ଲୋକେ ବୃଦ୍ଧଙ୍କୁ ଟଙ୍କା ଲାଗି ସେ ବିବାହ କରିଥିବା କହିଥିଲେ। ସେହିଭଳି ଆଉ କିଛି ତାଙ୍କୁ ‘ଗୋଲ୍ଡ ଡିଗର୍‌’ କହିବାକୁ ପଛାଇ ନ ଥିଲେ।

Age Gap Relation, girl fell in love, 28 year old girl, young girl love with old man, unique love story, online dating website

ହେଲେ ଏସବୁର ଫରକ ଯୁବତୀଙ୍କ ଉପରେ ପଡ଼ି ନ ଥିଲା। ସେ ନିଜର ଭଲପାଇବା ଶାଶ୍ୱତ ବୋଲି କହିଥିଲେ। ଏବେ ଦୁହେଁ ସୁଖୀ ଦାମ୍ପତ୍ୟଜୀବନ ଅତିବାହିତ କରୁଛନ୍ତି।

Age Gap Relation, girl fell in love, 28 year old girl, young girl love with old man, unique love story, online dating website

ଦେଖନ୍ତୁ ଦୁହିଁଙ୍କ କାହାଣୀ:

 


Enter your email to get our daily news in your inbox.

All Right Reserved By Dharitri.Com

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri