ଆଜି ରାଜ୍ୟରୁ ୨୮୦୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୯୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୨୦୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୧ ଏବଂ ମୟୂରଭଞ୍ଜରୁ ୧୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୯୭, ବାଲେଶ୍ୱର ୧୫୫, ବରଗଡ଼ ୧୭, ଭଦ୍ରକ ୧୩୧, ବଲାଙ୍ଗୀର ୩, ବୌଦ୍ଧ ୨୧, ଦେବଗଡ଼ ୯, ଢେଙ୍କାନାଳ ୬୭, ଗଜପତି ୧୦, ଗଞ୍ଜାମ ୨୦, ଜଗତସିଂହପୁର ୧୧୭, ଯାଜପୁର ୧୫୩, ଝାରସୁଗୁଡ଼ା ୭, କଳାହାଣ୍ଡି ୧୫, କନ୍ଧମାଳ ୨୦, କେନ୍ଦ୍ରାପଡ଼ା ୧୧୯, କେନ୍ଦୁଝର ୬୪, କୋରାପୁଟ ୬୫, ମାଲକାନଗିରି ୫୫, ନବରଙ୍ଗପୁର ୧୫, ନୟାଗଡ଼ ୧୧୫, ନୂଆପଡ଼ା ୮, ପୁରୀ ୧୫୪, ରାୟଗଡ଼ା ୫୪, ସମ୍ବଲପୁର ୩୨, ସୋନପୁରରୁ ୧୮ ଏବଂ ସୁନ୍ଦରଗଡ଼ରୁ ୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୯୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୯,୨୪,୬୯୯ରେ ପହଞ୍ଚିଥିବା ବେଳେ ୮,୯୦,୭୭୮ଜଣ ସୁସ୍ଥ ହୋଇଛନ୍ତି। ୨୬,୬୨୦ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?