ଚିଡ଼ିଆଖାନାରେ ଜନ୍ମଦିନ ପାଳିଲେ କାଜଲ ଅଗ୍ରଓ୍ବାଲ, ଭାଇରାଲ ହେଉଛି ସିମ୍ପାଞ୍ଜି ସହ ଉଠାଇଥିବା ଫଟୋ

ମୁମ୍ବାଇ: ବଲିଉଡ ଏବଂ ଦକ୍ଷିଣ ଭାରତୀୟ ଫିଲ୍ମର ଲୋକପ୍ରିୟ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ୧୯ ଜୁନ୍‌ରେ ତାଙ୍କର ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସେ କିଛି ଫଟୋ ନିଜର ସୋସିଆଲ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହା ଏବେ ଭାଇରାଲ ହେବାରେ ଲାଗିଛି।

କାଜଲ ନିଜର ଜନ୍ମଦିନ ଦୁବାଇର ଏକ ଚିଡ଼ିଆଖାନାରେ ପାଳନ କରିଛନ୍ତି। ଏହି ସମୟରେ ସେ ସିମ୍ପାଞ୍ଜି, ଭାଲୁ ଓ ଜିରାଫ ସହ ସମୟ ଅତିବାହିତ କରିବା ସହ ଫଟୋ ଉଠାଇଛନ୍ତି। ବିଶେଷକରି ସିମ୍ପାଞ୍ଜି ସହ ଫଟୋ ଉଠାଇବା ସମୟରେ ଉଭୟ ହସିଥିବା ଦେଖିବାକୁ ମିଳିଛି। ଫଟୋଟିକୁ କାଜଲଙ୍କ ପ୍ରଶଂସକ ବେଶ ପସନ୍ଦ କରିବା ସହ ଜୀବଜନ୍ତୁମାନଙ୍କୁ ସେ ଏତେ ସ୍ନେହ କରୁଥିବାକୁ ନେଇ ତାଙ୍କର ପ୍ରଶଂସା ମଧ୍ୟ କରୁଛନ୍ତି।


All Right Reserved By Dharitri.Com

ଭାଇରାଲ ହେଲା ନୁସରତଙ୍କ ଫଟୋ

ମୁମ୍ବାଇ: ନାୟିକା ତଥା ଏମ୍‌ପି ନୁସରତ ଜାହାଁ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ। ଏଥର ସେ ଟ୍ରାଡିଶନାଲ ଶାଢି ପିନ୍ଧି ଚର୍ଚ୍ଚାକୁ ଆସିଥିବା ଜଣାପଡିଛି। ନାୟିକା ଭାବେ...

ପିଲାଦିନେ ଫ୍ରିଜ୍‌ ଭିତରେ ଲୁଚୁଥିଲେ ଏହି ଅଭିନେତା, ନିକଟରେ ପାଇଛନ୍ତି ଜାତୀୟ ପୁରସ୍କାର

ପିଲାଦିନେ ବହୁତ ଦୁଷ୍ଟ ଥିଲେ ଜଣେ ଅଭିନେତା। ଯିଏ କି, ନିକଟରେ ଜାତୀୟ ପୁରସ୍କାର ପାଇଛନ୍ତି। ସେ ଆଉ କେହି ନୁହନ୍ତି, ଅଭିନେତା ବିକି କୌଶଲ।...

ଏଥର ଡବଲ ରୋଲ୍‌

ଅଭିନେତା ଜ୍ୟୋତିଙ୍କ ଖୁସି କହିଲେ ନ ସରେ। କାରଣ ଓଡ଼ିଆ ସିନେମାରେ ସେ ପ୍ରଥମ ଥର ପାଇଁ ଡବଲ ରୋଲ୍‌ରେ ଅଭିନୟ କରିବେ। ଫିଲ୍ମଟି ହେଲା...

ହାଇକୋର୍ଟରେ ଖାରଜ ହେଲା ଫକ୍ସ ଷ୍ଟୁଡିୟର ଆବେଦନ: ଓକିଲଙ୍କୁ ଦେବାକୁ ପଡ଼ିବ କ୍ରେଡିଟ୍‌

ନୂଆଦିଲ୍ଲୀ,୧୧।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ୍‌’ରେ ଏସିଡ୍‌ ଆଟାକ୍‌ ପୀଡ଼ିତାଙ୍କ ଓକିଲ ଅପର୍ଣ୍ଣା ଭଟ୍ଟଙ୍କୁ କ୍ରେଡିଟ୍‌ ଦେବା ମାମଲାରେ ହାଇକୋର୍ଟ ଶନିବାର...

ଶୁଟିଂ ଚାଲିଛି ମନେ ମନେ ମନ ଖୋଜୁଥିଲା

ଦୁଇଟି ପରିବାର ଭିତରେ ଅହି-ନକୂଳ ସମ୍ପର୍କ। ହେଲେ ପ୍ରେମ ଏପରି ଏକ ଜିନିଷ ଯାହା କିଛି ଖାତିର କରେନା। ଅଭିମନ୍ୟୁଙ୍କ ପୁଅ ଓମ୍‌ ଏବଂ ଦୁର୍ଯ୍ୟୋଧନଙ୍କ...

ଖୁସି ଅନ୍ତରାଳେ..

ବେଳେ ବେଳେ ମଣିଷ ଯାହା ଭାବୁଥାଏ ତାହା ସତରେ ପରିଣତ ହୁଏ। ସେଗୁଡ଼ିକ ମଧ୍ୟରୁ କେତେକରେ ସୁଖ ଅନୁଭୂତି ଥାଏ ତ କେତେକ ମନକୁ ଦୁଃଖରେ...

ଟୁ-ଇନ୍‌-ଓ୍ବାନ୍‌ ଅଭି

ଥରେ ଅପେରା ସିଜନ ଅଧାରେ ଏକ ପାର୍ଟିର ଆଙ୍କର କୌଣସି କାରଣବଶତଃ ପାର୍ଟି ଛାଡ଼ି ଚାଲିଗଲେ। ଠିକ୍‌ ସେତିକିବେଳେ ଜଲିଉଡ୍‌ର ବର୍ଷୀୟାନ ଅଭିନେତା କୈଳାସ ବେହେରା...

ତୈମୁର ଭାଙ୍ଗିଲେ ଦହିହାଣ୍ଡି: ଭିଡ଼ିଓ ଭାଇରାଲ

ମୁମ୍ବାଇ,୨୫।୮: ଜନ୍ମାଷ୍ଟମୀରେ ଦହିହାଣ୍ଡି ଭଙ୍ଗା ପରମ୍ପରା ଦେଶବ୍ୟାପି ପାଳିତ ହୋଇଥିବାବେଳେ ବଲିଉଡ୍‌ ଅଭିନେତା ଶୈଫ୍‌ ଅଲ୍ଲୀ ଖାଁ ଏବଂ କରିନା କପୁରଙ୍କ ପୁଅ ତୈମୁର ଅଲ୍ଲୀ...

Leave a comment

Your email address will not be published. Required fields are marked *