Posted inଖେଳ

ସେମିରେ ଫେଡ୍‌ରର

ହାଲେ (ଜର୍ମାନୀ),୨୨।୬(ଏଏଫ୍‌ପି): ରୋଜର ଫେଡ୍‌ରର ଏକ ତିନି ସେଟ୍‌ ବିଶିଷ୍ଟ ମ୍ୟାଚ୍‌କୁ ଜିତି ଏଠାରେ ଚାଲିଥିବା ହାଲେ ଓପନ ଏଟିପି ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ ୬-୩, ୪-୬, ୬-୪ ସେଟ୍‌ରେ ରବର୍ଟୋ ବୌତିସ୍ତା ଅଗୁତଙ୍କୁ ହରାଇ ଦେଇଛନ୍ତି। ବିଶ୍ୱର ୩ୟ ର଼୍ୟାଙ୍କଧାରୀ ଫେଡ୍‌ରର ୧୫ ଥର ଏହି ଟୁର୍ନାମେଣ୍ଟର ସେମିଫାଇନାଲରେ ସ୍ଥାନ ପାଇଛନ୍ତି। ଚଳିତ ଥର ସେ ୧୦ମ ଟାଇଟଲ ହାତେଇବାକୁ ଲକ୍ଷ୍ୟ ରଖିଛନ୍ତି। ସୁଇଜରଲାଣ୍ଡ କିମ୍ବଦନ୍ତୀ ଖେଳାଳି ପରବର୍ତ୍ତୀ ମ୍ୟାଚ୍‌ରେ ପିଏରେ ହୁଗୁସ ହର୍ବଟଙ୍କୁ ଭେଟିବେ। ଅନ୍ୟ ଏକ ମ୍ୟାଚ୍‌ରେ ବିଶ୍ୱର ୫ମ ର଼୍ୟାଙ୍କ ଆଲେକ୍ସଜାଣ୍ଡର ଜେଭରେଭ ୬-୩, ୧-୬, ୧-୭(୩/୭) ସେଟ୍‌ରେ ଡେଭିଡ ଗଫିନଙ୍କଠାରୁ ପରାସ୍ତ ହୋଇଛନ୍ତି।


All Right Reserved By

Posted inଖେଳ

ମିଳିଲା ସର୍ଫରାଜଙ୍କ ଅଳସୁଆମିର କାରଣ

ମାଞ୍ଚେଷ୍ଟର,୧୭।୬(ଏଏଫ୍‌ପି)- ଭାରତୀୟ ଦଳ ବିଶ୍ୱକପ୍‌ ଇତିହାସରେ ପାକିସ୍ତାନ ଦଳ ବିପକ୍ଷରେ ତା’ର ଅପରାଜେୟ ଧାରା ଜାରି ରଖିବାରେ ସକ୍ଷମ ହୋଇଛି। ଏଭଳି ହାଇଭୋଲ୍ଟେଜ ମ୍ୟାଚ୍‌ରେ ପାକିସ୍ତାନ...

ରୁଟ୍‌ଙ୍କ ଶତକ: ଇଂଲଣ୍ଡର ସହଜ ବିଜୟ

ସାଉଥାମ୍ପଟନ,୧୫।୬(ପି.ଟି.)- ପ୍ରଥମେ ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଓ ପରେ ତାରକା ଓପନର ଜୋ ରୁଟ୍‌ଙ୍କ ଅପରାଜିତ ଶତକ ସହାୟତାରେ ଆୟୋଜକ ତଥା ଫେଭରାଇଟ୍‌ ଇଂଲଣ୍ଡ...

ପାକିସ୍ତାନ ଦଳ ସହ ରହିବେ ରିଜଓ୍ବାନ, ଆବିଦ୍‌

କରାଚି, ୨୮।୫(ପି.ଟି.)-ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ଓ ଆବିଦ୍‌ ଅଲି ବିଶ୍ୱକପ୍‌ ପର୍ଯ୍ୟନ୍ତ ପାକିସ୍ତାନ ଦଳ ସହ ରହିବେ। ଜାତୀୟ ଟିମ୍‌ ମ୍ୟାନେଜମେଣ୍ଟଙ୍କ ଅନୁରୋଧକ୍ରମେ ମଙ୍ଗଳବାର ପାକିସ୍ତାନ...

ଭିନ୍ନ ଭିନ୍ନ ସ୍ଥାନକୁ ଯିବେ ଭାରତୀୟ ଖେଳାଳି

ଲଣ୍ଡନ,୧୧ା୭(ପିଟି)- ଭାରତୀୟ ଦଳର ବିଶ୍ୱକପ୍‌ ଜିତିବା ଆଶା ଶେଷ ହୋଇସାରିଛି। ପରବର୍ତ୍ତୀ ସିରିଜ ପୂର୍ବରୁ ଦଳୀୟ ଖେଳାଳିଙ୍କ ହାତରେ ଆଉ ୨ ସପ୍ତାହ ରହିଛି। ଦୀର୍ଘ...

ଫୁଟ୍‌ବଲ ଖେଳୁଥିବା ଗାଈ ଭିଡିଓ ଭାଇରାଲ

ପଣଜୀ,୩।୭(ଏଏଫ୍‌ପି)- ଗୋଆରେ କ୍ରିକେଟ ଅପେକ୍ଷା ଫୁଟ୍‌ବଲର ଲୋକପ୍ରିୟତା ଅଧିକ। ଏହା କାହାକୁ ଅଜଣା ନାହିଁ। ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ...

ଇଣ୍ଟରକଣ୍ଟିନେଣ୍ଟାଲ କପ୍‌: ଭାରତର କ୍ରମାଗତ ଦ୍ୱିତୀୟ ପରାଜୟ

ଅହମ୍ମଦାବାଦ, ୧୪ା୭ (ପି.ଟି.)-ଏଠାରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଉତ୍ତର କୋରିଆ ନିକଟରୁ ଭାରତ ୨-୫ ଗୋଲରେ ପରାସ୍ତ ହୋଇଛି। ପ୍ରତିଯୋଗିତାରେ ଦଳର ଏହା...

ଓ୍ବେଷ୍ଟଇଣ୍ଡିଜ ଲାଗି କର ବା ମର ସ୍ଥିତି

ମାଞ୍ଚେଷ୍ଟର,୨୨।୬(ପି.ଟି.)- ବିଶ୍ୱକପରେ ଶନିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଟୁର୍ନାମେଣ୍ଟର ଏହି ୨୯ତମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଫେଭରାଇଟ ବିବେଚିତ...

ଆଇସିସି ବୈଠକରେ ଯୋଗଦେଇ ପାରିବେ ନାହିଁ ବିସିସିଆଇ ସମ୍ପାଦକ ଚୌଧାରୀ

ମୁମ୍ବାଇ,୧୭।୭- ଲଣ୍ଡନଠାରେ ଚାଲିଥିବା ଆଇସିସି ବୈଠକରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କୌଣସି ସଦସ୍ୟ ଯୋଗଦେଇ ପାରିବେ ନାହିଁ। ବିସିସିଆଇର କାର୍ଯ୍ୟକାରୀ ସମ୍ପାଦକ ଅମିତାଭ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *