ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୨୮୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଖୋର୍ଦ୍ଧା ଜିଲାରୁ ୪୩୪ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୨୩୭, ନୂଆପଡ଼ା ୧୬୧ ସୁସ୍ଥ ହୋଇଛନ୍ତି। ସେହିପରି ପୁରୀ ୧୪୮, ସମ୍ବଲପୁର ୧୩୬, ଅନୁଗୋଳ ୧୧୯, କଳାହାଣ୍ଡି ୧୧୭, ଝାରସୁଗୁଡ଼ା ୧୦୮, ଯାଜପୁର ୧୦୦, ଭଦ୍ରକ ୯୪, ବରଗଡ଼ ୯୩, ମୟୂରଭଞ୍ଜ ୯୨, ସୁନ୍ଦରଗଡ଼ର ୯୧, ଜଗତସିଂହପୁର ୮୫, ନୟାଗଡ଼ ୭୮, କେନ୍ଦ୍ରାପଡ଼ା ୭୬, କେନ୍ଦୁଝର ୬୮, ଢେଙ୍କାନାଳ ୬୦, ବଲାଙ୍ଗୀର ୫୮, ନବରଙ୍ଗପୁର ୫୩, କନ୍ଧମାଳ ୫୦, ସୋନପୁର ୪୮, କୋରାପୁଟ ୪୧, ମାଲକାନଗିରି ୪୧, ଗଞ୍ଜାମ ୩୦, ବାଲେଶ୍ୱର ୨୭, ବୌଦ୍ଧ ୨୧, ରାୟଗଡ଼ା ୧୮, ଦେବଗଡ଼ ୧୭ ଏବଂ ଗଜପତିରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨,୪୪,୨୨୭ ଜଣ ସୁସ୍ଥ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri