ଭୁବନେଶ୍ୱର, ୧୯।୧୨: ମୁଥୁଟ୍ ମାଇକ୍ରୋଫିନ୍ ଲିମିଟେଡ୍ (ଏମ୍ଏମ୍ଏଲ୍)ର ଇନିସିଆଲ ପବ୍ଲିକ୍ ଅଫର (ଆଇପିଓ) ପୂର୍ବରୁ କମ୍ପାନୀ ମୋଟ ୨୬ ଆଙ୍କର ନିବେଶକଙ୍କଠାରୁ ପ୍ରାୟ ୨୮୫ କୋଟି ଟଙ୍କା ସଂଗ୍ରହ କରିଛି। ଏପରି କି କମ୍ପାନୀ ମୋଟ ୯୭,୯୩,୮୧୨ ଇକ୍ୱିଟି ଶେୟାର ଜାରି କରି ମୋଟ ୨୮୪.୯୯ କୋଟି ଟଙ୍କା ହାସଲ କରିଛି। କମ୍ପାନୀ ଇକ୍ୱିଟି ଶେୟାର ପିଛା ୨୯୧ଟଙ୍କାରେ ଶେୟାର ଜାରି କରିଛି। ଉଲ୍ଲେଖଯୋଗ୍ୟ, ଏମ୍ଏମ୍ଏଲ୍ର ଆଇପିଓ-୨୦୨୩ ଡିସେମ୍ବର ୧୮ ଖୋଲିଥିବାବେଳେ ୨୦୨୩ ଡିସେମ୍ବର ୨୦ରେ ବନ୍ଦ ହେବ। ଏପରି କି ନିବେଶକମାନେ ସର୍ବନିମ୍ନ ୫୧ଟି ଇକ୍ୱିଟି ଶେୟାର ପାଇଁ ବିଡ୍ ଦାଖଲ କରିପାରିବେ ଓ ପରେ ୫୧ଟି ଲେଖାଏ ଶେୟାରର ଗୁଣିତକ ଭାବେ ଯୋଡ଼ିପାରିବେ।
ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ
ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…
ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…
ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…
ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…
ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ
ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…
ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ
ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…
ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ
ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…
ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …
ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…
ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ
ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

