ଏଣିକି ବିଳମ୍ବିତ ହେବନି ବିମାନ ଉଡ଼ାଣ

ନୂଆଦିଲ୍ଲୀ,୨୩-୬: ଦେଶରେ ବିମାନ ଉଡ଼ାଣ ବିଳମ୍ବିତ ହେବା ଏକ ସାଧାରଣ ଘଟଣା। ଏଥିପାଇଁ ବିଭିନ୍ନ କାରଣ ରହିଛି। ତେବେ କେନ୍ଦ୍ର ସରକାର ଏଭଳି ଏକ ନୂଆ ବ୍ୟବସ୍ଥା ଆଣିଛନ୍ତି, ଯାହା ଦ୍ୱାରା ବିମାନ ଚଳାଚଳରେ ଆଉ ବିଳମ୍ବ ହେବ ନାହିଁ। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ଶନିବାର ବିମାନ ଯାତାୟତ ପରିଚାଳନାର କେନ୍ଦ୍ରୀୟ ନିୟନ୍ତ୍ରଣ କେନ୍ଦ୍ର(ସି-ଏଟିଏଫ୍‌ଏମ୍‌)କୁ ଉଦ୍‌ଘାଟନ କରିଛନ୍ତି। ଅଧିକାଂଶ ବିମାନ ବନ୍ଦର ଏବେ କ୍ଷମତାର ବାଧ୍ୟତା ଭିତରେ ଛନ୍ଦି ହୋଇପଡିଛି। ସେମାନେ ନିଜ କ୍ଷମତା ଠାରୁ ଅଧିକ ଯାତ୍ରୀ ପରିଚାଳନା କରିବାକୁ ବାଧ୍ୟ ହେଉଛନ୍ତି। ତେବେ ନୂଆ ବ୍ୟବସ୍ଥା ଦ୍ୱାରା ବିମାନ ଉଡ଼ାଣ ବିଳମ୍ବକୁ ଅନେକାଂଶରେ ରୋକାଯାଇପାରିବ ଏବଂ ଘୋଷିତ ସମୟରେ ଏହା ଉଡ଼ିପାରିବ ବୋଲି ଆଶାକରାଯାଉଛି। ଆଜିର ବ୍ୟବସ୍ଥା ଉଦ୍‌ଘାଟନ ଦ୍ୱାରା କେନ୍ଦ୍ରୀୟ ବିମାନ ଯାତାୟତ ପରିଚାଳନା ବ୍ୟବସ୍ଥା ଆପଣାଇବାରେ ଭାରତ ବିଶ୍ୱର ୭ମ ଦେଶ ହୋଇଛି। ଏହା ଏକ ବିଶ୍ୱସ୍ତରୀୟ ପ୍ରଣାଳି, ଯେଉଁଠାରେ ଏକ ବଡ଼ ସ୍କ୍ରିନ୍‌ରେ ସାରା ଦେଶର ବେସାମରିକ ବିମାନ ବନ୍ଦରର ଢାଞ୍ଚା ଓ ବିମାନ ଉଡ଼ାଣକୁ ଦେଖିହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?