ରାଜ୍ୟରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୦ ହଜାର ୯୫୫ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୭ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୩, କଟକରୁ ୧୭, ଢେଙ୍କାନାଳରୁ ୯, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩, ଯାଜପୁରରୁ ୪, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୩ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୨୧, ନୟାଗଡରୁ ୧, ପୁରୀରୁ ୮, ସମ୍ବଲପୁରରୁ ୬, ସୁନ୍ଦରଗଡରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୩୪ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?