ରାଜ୍ୟରେ ୨୮୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ଆଜି କଟକ ଆଗରେ

ଭୁବନେଶ୍ୱର,୪।୭(ବ୍ୟୁରୋ): କଟକଣା ସତ୍ତ୍ୱେ ସଂକ୍ରମଣ ଉପରେ ଲଗାମ ଲାଗୁନାହିଁ। ଏହି କ୍ରମରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୫୨ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୧୨୧୮ ଲୋକାଲ କେସ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୪୪୦ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୮୪, ବାଲେଶ୍ୱରରୁ ୨୪୦, ଯାଜପୁରରୁ ୧୯୧, ପୁରୀରୁ ୧୬୫, ମୟୂରଭଞ୍ଜରୁ ୧୬୪, କେନ୍ଦ୍ରାପଡ଼ାରୁ ୧୫୭, ଜଗତସିଂହପୁରରୁ ୧୧୨, ନୟାଗଡ଼ରୁ ୧୦୫, ଭଦ୍ରକରୁ ୧୨୮, ଅନୁଗୋଳ ଜିଲ୍ଲାରୁ ୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୪, ବଲାଙ୍ଗିରରୁ ୨୯, ବୌଦ୍ଧରୁ ୧୩, ଦେବଗଡ଼ରୁ ୫, ଢେଙ୍କାନାଳରୁ ୮୫, ଗଜପତିରୁ ୭, ଗଞ୍ଜାମରୁ ୧୧, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୩୬, କନ୍ଧମାଳରୁ ୨୫, କେନ୍ଦୁଝରରୁ ୬୬, କୋରାପୁଟରୁ ୬୦, ମାଲକାନଗିରିରୁ ୫୭, ନବରଙ୍ଗପୁରରୁ ୩୫, ନୂଆପ ୭, ରାୟଗଡ଼ାରୁ ୫୦, ସମ୍ବଲପୁରରୁ ୨୩, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୮୭ ଓ ଷ୍ଟେଟ ପୁଲ୍‌ରୁ ୬୦ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri