Posted inଜାତୀୟ

ନାବାଳିକାଙ୍କ ଚିକିତ୍ସା ପାଇଁ ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ମୋଦି ଦେଲେ ୩୦ ଲକ୍ଷ

ନୂଆଦିଲ୍ଲୀ,୨୩।୬: ଜଣେ ୧୬ ବର୍ଷ ବୟସ୍କ ନାବାଳିକାଙ୍କ ଚିକିତ୍ସା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩୦ ଲକ୍ଷ ଟଙ୍କାର ପ୍ରଦାନ କରିଛନ୍ତି। ଏହା ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ନାବାଳିକଙ୍କ ଆପ୍ଲାଷ୍ଟିକ୍‌ ଆନିମିଆ ଚିକିତ୍ସା ଲାଗି ଦିଆଯାଇଛି। ନାବାଳିକାଙ୍କ ପିତା ଏନେଇ ଗୁହାରି କରିଥିଲେ। ଇତିମଧ୍ୟରେ ସେ ୭ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ ମଧ୍ୟ ନାବାଳିକାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ହେଉ ନ ଥିବାରୁ ସେ ସରକାରଙ୍କ ସହାୟତା ଲୋଡ଼ିଥିଲେ।


All Right Reserved By

ରାହୁଲଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି

ନୂଆଦିଲ୍ଲୀ,୨୭ା୪(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କର ଶୁକ୍ରବାର ବିହାରର ସମସ୍ତିପୁର, ଓଡିଶାର ବାଲେଶ୍ୱର ଏବଂ ମହାରାଷ୍ଟ୍ରର ସାଙ୍ଗମନେରରେ ନିର୍ବାଚନୀ ସଭା ଥିଲା। ତେବେ ଚାର୍ଟାର୍ଡ ବିମାନରେ...

ନକଲି ଡିଗ୍ରୀ ମାମଲା: ଅଭିଷେକ ବାନାର୍ଜୀଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୧୧।୭: ତ୍ରୁଣ ମୂଳ କଂଗ୍ରେସ ଏମ୍‌ପି ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ଅଭିଷେକ ବାନାର୍ଜୀଙ୍କୁ ଦିଲ୍ଲୀର ଏକ ସ୍ପେଶାଲ କୋର୍ଟ ନୋଟିସ ଜାରି...

ପଶ୍ଚିମବଙ୍ଗ ନାମ ହେବନି ବାଂଲା: ଦାବିକୁ ମୋଦି ସରକାର କଲେ ଅଗ୍ରାହ୍ୟ

ନୂଆଦିଲ୍ଲୀ,୩।୭: ପଶ୍ଚିମବଙ୍ଗ ନାମକୁ ବାଂଲା କରିବା ପାଇଁ କରାଯାଇଥିବା ଦାବିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅଗ୍ରାହ୍ୟ କରିଛନ୍ତି। ବୁଧବାର ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ...

ଶହ ଶହ ବତକ ଶୃଙ୍ଖଳିତ ଭାବେ ରାସ୍ତା କଲେ ପାର୍‌: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଥିରୁଭାନନ୍ତପୁରମ୍‌,୧୧।୮: କେରଳର ଅଲାପୁଝା ସହରରେ ବତକପଲଙ୍କ ଯୋଗୁ ପ୍ରାୟ ୨୦ରୁ ୨୫ ମିନିଟ ଧରି ରାସ୍ତା ଜାମ୍‌ ହୋଇଯାଇଥିଲା। ଟ୍ରାଫିକ୍‌ ପୋଲିସ ଯାନବାହନଗୁଡ଼ିକୁ ଅଟକାଇ ରଖିଥିଲା।...

ବଟର ଫେଷ୍ଟିଭାଲ: ୧୩ହଜାର ଫୁଟ ଉଚ୍ଚରେ ଖେଳାଯାଏ କ୍ଷୀର-ଦହିରେ ହୋଲି

ଡେରାଡୁନ,୧୮।୮: ଉତ୍ତରାଖଣ୍ଡ ଏମିତି ଏକ ରାଜ୍ୟ ଯେଉଁଠି ଅନେକ ଉତ୍ସବକୁ ପ୍ରକୃତି ଓ ଦେବତାଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଇଥାଏ। ଆହୁରି ମଧ୍ୟ ଏଠାରେ ଋତୁ ଅନୁଯାୟୀ...

ସାଇକେଲରେ ଶପଥ ଗ୍ରହଣ ଉତ୍ସବକୁ ଯିବେ ଏହି ଏମପି

ନୂଆଦିଲ୍ଲୀ,୩୦।୫: ଲେକା ସଭା ନିର୍ବାଚନରେ ଭାଜପା ନେତୃତ୍ୱଧୀନ ଏନଡିଏ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବା ପରେ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ଭାବେ ଦ୍ୱିତୀୟ...

ସରକାରଙ୍କ ସମାଲୋଚନା କରୁଥିବା ଲୋକଙ୍କୁ କୁହାଯାଉଛି ରାଷ୍ଟ୍ର ବିରୋଧୀ: ଶବାନା ଆଜ୍‌ମୀ

ଇନ୍ଦୋର,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଅଭିନେତ୍ରୀ ଶବାନା ଆଜ୍‌ମୀ ପୁଣି ଥରେ ଟାର୍ଗେଟ୍‌ କରିଛନ୍ତି। ଇନ୍ଦୋରରେ ଆୟୋଜିତ ଏକ ସଭାରେ ଯୋଗଦେଇ କହିଛନ୍ତି ଯେ,...

ଚାଷୀଙ୍କୁ ବାକିରେ ମିଳିବ ପେଟ୍ରୋଲ, ଡିଜେଲ୍‌: ଫସଲ ଅମଳ ପରେ ହେବ ଟଙ୍କା ପୈଠ

ଚଣ୍ଡିଗଡ଼,୩୦।୫: ପଞ୍ଜାବ ସରକାର ଚାଷୀଙ୍କ ପାଇଁ ଆଣିଛନ୍ତି ନୂଆ ଯୋଜନା। ଏହି ଯୋଜନାରେ ଚାଷୀଙ୍କୁ ବାକିରେ ଆବଶ୍ୟକ ପେଟ୍ରୋଲ ଓ ଡିଜେଲ ଯୋଗାଇ ଦିଆଯିବ। ଫସଲ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *