Posted inଜାତୀୟ

୫୦ କୁକୁରଙ୍କୁ ମାରିଲା ତେଲେଙ୍ଗାନା ନଗରପାଳିକା ଏଜେନ୍ସି: ମାମଲା ରୁଜୁ

ହାଇଦ୍ରାବାଦ,୨୩।୬: ତେଲେଙ୍ଗାନାର ବିକାରାବାଦରେ ନଗରପାଳିକା ଏଜେନ୍ସି ଦ୍ୱାରା ୫୦ରୁ ଊର୍ଦ୍ଧ୍ୱ କୁକୁରଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ପୋଲିସର ସୂଚନା ଅନୁଯାୟୀ, କୁକୁର ଗୁଡିକର ମୃତ ଶରୀରକୁ ସହର ବାହାରେ ଅର୍ଥାତ୍‌ ରାଜଧାନୀ ହାଇଦ୍ରାବାଦରୁ ପାଖାପାଖି ୭୫ କିଲୋମିଟର ଦୂରରେ ପୋତି ଦିଆଯାଇଛି। ଏକ ଟ୍ରେଲର ଟ୍ରକ୍‌ରେ କୁକୁର ଗୁଡିକର ମୃତଦେହ ଦେଖିବାକୁ ମିଳିବା ପରେ ଜଣେ ସ୍ଥାନୀୟ ବାସିନ୍ଦା ଏ ସମ୍ପର୍କରେ ପୋଲିସରେ ଖବର କରିଥିଲେ। ଉକ୍ତ ବ୍ୟକ୍ତି ଜଣକ ନଗର ନିଗମ ଅଧିକାରୀଙ୍କ ନାଁରେ ପୋଲିସରେ ଏକ ମାମଲା ରୁଜୁ କରିଥିଲେ। ତେବେ କାହିଁକି ଓ କିଭଳି ଭାବରେ କୁକୁର ଗୁଡିକୁ ମାରି ଦିଆଯାଇଛି ତାହା ଜାଣିବା ପାଇଁ ମୃତ ଦେହକୁ ପଶୁ ଚିକିତ୍ସା ପ୍ରୟୋଗଶାଳାକୁ ପଠାଇ ଦିଆଯାଇଥିବା ପୋଲିସ କହିଛି।


All Right Reserved By Dharitri.Com

ମୁମ୍ବାଇ କୋଠା ଭୁଶୁଡିବା ଘଟଣା: ୧୨ ମୃତ, ଏବେ ବି ଅନେକ ଲୋକ ଫଶିଛନ୍ତି

ମୁମ୍ବାଇ, ୧୬।୭: ଲଗାଣ ବର୍ଷା ଯୋଗୁ ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡି ପଡିଛି। ମଧ୍ୟାହ୍ଣ ସମୟରେ ଘଟିଥିବା ଏହି...

୮୦ ଘଣ୍ଟାର ଅପରେଶନ : ବୋର୍‌ଓ୍ବେଲରୁ ସୁଜିତ୍‌ଙ୍କ ମୃତଦେହ ଉଦ୍ଧାର

ତିରୁଚିରାପଲ୍ଲୀ/ଚେନ୍ନାଇ ୩୦ା୧୦(ପି.ଟି.): ଦୀର୍ଘ ୮୦ ଘଣ୍ଟାର ରେସ୍କ୍ୟୁ ଅପରେଶନ ସତ୍ତ୍ୱେ ତାମିଲନାଡ଼ୁର ନଡ଼ୁକଟ୍ଟାପୁଟ୍ଟି ବୋର୍‌ଓ୍ବେଲରେ ଖସିପଡ଼ିଥିବା ୨ ବର୍ଷର ଶିଶୁ ସୁଜିତ୍‌ ଓ୍ବିଲିୟମଙ୍କୁ ଜୀବିତ ଉଦ୍ଧାର...

ମୋଦିଙ୍କ ଟିମ୍‌ରେ କମିଗଲେ ମହିଳା: ଥିଲେ ୧୦, ହେଲେ ୬

ନୂଆଦିଲ୍ଲୀ, ୩୧।୫: ନରେନ୍ଦ୍ର ମୋଦି ଲଗାତାର ଦ୍ୱିତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋଦିଙ୍କ ମନ୍ତ୍ରିମଣ୍ଡଳରେ ୫୭ ଜଣ ସଦସ୍ୟ ସ୍ଥାନ ପାଇଥିଲାବେଳେ ଏମାନଙ୍କ...

ମହାରାଷ୍ଟ୍ରରେ ବର୍ଷା ବିତ୍ପାତ: ୨୨ ଫୁଟ ଉଚ୍ଚ କାନ୍ଥ ତଳେ ଚାପି ହେଲେ ୧୭ ଲୋକ

ପୁଣେ,୨୯।୬: ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ରରେ ସୃଷ୍ଟି ହୋଇଛି ଅଭାବନୀୟ ସ୍ଥିତି। ପୁଣେର କୋଣ୍ଡଓ୍ବାସ୍ଥିତ ତାଲାବ୍‌ ମସଜିଦ୍‌ ଅଞ୍ଚଳରେ ଏକ ୨୨ପୁଟ ଉଚ୍ଚ କାନ୍ଥ ପ୍ରବଳ...

ଅଗଷ୍ଟ ୫ରୁ ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୫ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଛି: ସେନା

ଶ୍ରୀନଗର,୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସିତ ଭାଜପା ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦେବା ପରେ ସେଠାରେ ପରିସ୍ଥିତିକୁ ଶାନ୍ତ ରଖିବାକୁ ସବୁ ପ୍ରକାର ପ୍ରୟାସ...

କ୍ରିକେଟ ଖେଳକୁ ନେଇ ଝଗଡା: ସାଙ୍ଗର ଆଖି ତାଡି ଲୁଣ ପକାଇଦେଲେ ଯୁବକ

ନୂଆଦିଲ୍ଲୀ, ୧୮।୪: ଦକ୍ଷିଣ ଦିଲ୍ଲୀର ନେବ ସରାୟ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। କ୍ରିକେଟ ଖେଳକୁ ନେଇ ଲାଗିଥିବା ଝଗଡା ଯୋଗୁ ସାଙ୍ଗର...

ମାନସିକ ପୂରଣ ପାଇଁ ଛୋଟପିଲାଙ୍କୁ ମାଙ୍କଡ଼ ବେଶରେ ସଜାଯାଏ…

ପଞ୍ଜାବ ଅମୃତସର ନିକଟରେ ଥିବା ପାବ୍‌ ଅଞ୍ଚଳରେ ରହିଛି ଏକ ମନ୍ଦିର। ଏଠାରେ ମାନସିକ ପୂରଣ ପାଇଁ ଛୋଟପିଲାଙ୍କୁ ମାଙ୍କଡ଼ ବେଶ କରାଯାଇଥାଏ। ଏହି ହନୁମାନ...

ମଧୁ ବଙ୍ଗାରପ୍ପା ହେଲେ ଜେଡିଏସ୍‌ କାର୍ଯ୍ୟକାରୀ ଅଧ୍ୟକ୍ଷ

ବେଙ୍ଗାଲୁର୍‌,୪।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି.ଦେବଗୌଡ଼ା ଜେଡିସ୍‌ରେ କେତେକ ପରିବର୍ତ୍ତନ କରିଛନ୍ତି। ମଧୁ ବଙ୍ଗାରପ୍ପାଙ୍କୁ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ସେ ଘୋଷଣା କରିଛନ୍ତି। ସେହିପରି ଏଚ୍‌.କେ....

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *