Posted inଜାତୀୟ

୨୭ ବର୍ଷୀୟା କର୍ମୀଙ୍କୁ ତୃତୀୟ ପତ୍ନୀ ଭାବେ ଗ୍ରହଣ କଲେ ୪୫ ବର୍ଷୀୟ ଭାଜପା ନେତା

ଗାନ୍ଧୀନଗର,୨୩।୬: ଗୁଜୁରାଟ ଦାହୋଦ ଜିଲାର ଭାଜପା ଅଧ୍ୟକ୍ଷ ଶଙ୍କରଭାଇ ଅମଲିୟାର ୪୫ ବର୍ଷ ବୟସରେ ଜଣେ ୨୭ ବର୍ଷୀୟା ଭାଜପା କର୍ମୀଙ୍କୁ ତୃତୀୟ ପତ୍ନୀ ଭାବେ ଗ୍ରହଣ କରି ଆସିଛନ୍ତି ଚର୍ଚ୍ଚାକୁ। ମହିଳା ଜଣଙ୍କ ହେଉଛନ୍ତି ଦାହୋଦ ଜିଲା ମହିଳା ମୋର୍ଚ୍ଚାର ଉପାଧ୍ୟକ୍ଷା। ସୂଚନାଯୋଗ୍ୟ, ଶଙ୍କରଭାଇ ପ୍ରଥମେ ଫତେପୁରାର ବିଧାୟକ ରମେଶ କଟାରାଙ୍କ ଭଉଣୀଙ୍କୁ ବିବାହ କରିଥିଲେ। ତାଙ୍କର ୪ଟି ପିଲା ଅଛନ୍ତି। ହେଲେ ୨୦୧୦ରେ ତାଙ୍କ ପ୍ରଥମ ମତ୍ନୀଙ୍କ ମୃତ୍ୟୁ ହେବାରୁ ସେ ପୁଣିଥରେ ୨୦୧୧ରେ ଦ୍ୱିତୀୟ ବିବାହ କରିଥିଲେ। ହେଲେ ଦ୍ୱିତୀୟ ପତ୍ନୀଙ୍କ ସହ ଶଙ୍କରଭାଇଙ୍କର ଭଲ ସମ୍ପର୍କ ନ ଥିବାରୁ ପ୍ରାୟ ଏକ ବର୍ଷ ହେବ ଉଭୟ ଅଲଗା ରହୁଛନ୍ତି। ଏବେ ପୁଣିଥରେ ଶଙ୍କରଭାଇ ତାଙ୍କଠାରୁ ପ୍ରାୟ ୧୮ ବର୍ଷ ସାନ ଜଲପାବେନଙ୍କୁ ବିବାହ କରିଛନ୍ତି। ଉଭୟ ରାଜନୀତିରେ ସକ୍ରିୟ ଥିବାରୁ ଏମାନଙ୍କ ବିବାହ ଏବେ ଆସିଛି ଚର୍ଚ୍ଚାକୁ।


All Right Reserved By

ରାସ୍ତାରେ ଛେପ ପକାଇଲେ ଶହେ ଟଙ୍କା ଜରିମାନା: ୧୦ ହଜାର ଲୋକଙ୍କ ଉପରେ ହେଲାଣି କାର୍ଯ୍ୟାନୁଷ୍ଠାନ

ଅହମ୍ମଦାବାଦ୍‌,୨୮।୪: ଗୁଜରାଟରେ ରାସ୍ତାରେ ଛେପ ପକାଉଥିବା ଲୋକଙ୍କ ପାଇଁ କରାଯାଇଛି କଡ଼ା ଆଇନ। ସହରକୁ ପରିଷ୍କାର ରଖିବା ଲାଗି ଅହମ୍ମଦାବାଦ୍‌ ମହାନଗର ପାଳିକା ପକ୍ଷରୁ ଏଭଳି...

ସବୁ ଭାରତୀୟଙ୍କର କଶ୍ମୀର ଉପରେ ଅଧିକାର ରହିଛି: କମାଲ ଆର ଖାନ

ଶ୍ରୀନଗର,୫।୮: ବର୍ତ୍ତମାନ ଜମ୍ମୁ କଶ୍ମୀରରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଲାଗିରହିଛି। ଗୋଟିଏ ପଟେ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ଓ ଓମାର ଅବଦୁଲ୍ଲାଙ୍କୁ ନଜରବନ୍ଦୀ ରଖାଯାଇଥିବା...

ଫାରୁକ୍‌, ଓମାରଙ୍କୁ ଭେଟିପାରିବେ ୨ ଏନ୍‌ସି ଏମ୍‌ପି

ନୂଆଦିଲ୍ଲୀ,୧୪ା୯: ଗୃହବନ୍ଦୀ ଥିବା ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲା ଓ ତାଙ୍କ ପୁଅ ତଥା ଉପାଧ୍ୟକ୍ଷ ଓମାର ଅବ୍‌ଦୁଲ୍ଲାଙ୍କୁ ଦଳର ଦୁଇଜଣ ଏମ୍‌ପି...

ବଜେଟ ଅଧିବେଶନରେ ରହିବେନି କେହି ପୂର୍ବତନ ପ୍ରଧାନମନ୍ତ୍ରୀ: ମନମୋହନଙ୍କ ୨୮ ବର୍ଷର ରାଜ୍ୟ ସଭା କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ,୧୫।୬: ଜୁନ୍‌ ୧୭ରୁ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ୍‌ ଅଧିବେଶନରେ ଚଳିତଥର କୌଣସି ପୂର୍ବତନ ପ୍ରଧାନମନ୍ତ୍ରୀ ରହିବେ ନାହିଁ। ଦେଶରେ ଦୁଇଜଣ ପୂର୍ବତନ ପ୍ରଧାନମନ୍ତ୍ରୀ...

ମୋଦି ସରକାରଙ୍କ ଶହେ ଦିନର ବଡ଼ ଯୋଜନା: ୧୬୭ କାର୍ଯ୍ୟକୁ ଗୁୁରୁତ୍ୱ; ୩ ଲକ୍ଷ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ଶହେ ଦିନ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରାଯାଇଛି। ଏହି କ୍ରମରେ ସରକାର ୧୬୭...

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅପରେଶନ୍‌ ପାଇଁ ହସ୍ପିଟାଲରେ ଭର୍ତ୍ତି

ଅହମ୍ମଦାବାଦ୍‌,୪।୯: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଅଚାନକ ଅହମ୍ମଦାବାଦ୍‌ରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ଛୋଟ...

ସୁପ୍ରିମକୋର୍ଟ ରାୟ ନ ଆସିବା ପର୍ଯ୍ୟନ୍ତ ହୋଇ ନ ପାରେ ଆସ୍ଥା ଭୋଟ: ସିଦ୍ଧରମେୟା

ବେଙ୍ଗାଲୁରୁ,୨୨।୭: କର୍ନାଟକର ରାଜନୈତିକ ସଙ୍କଟ ବେଳକୁ ବେଳ ନୂଆ ମୋଡ ନେଉଛି। ବାଚସ୍ପତି କେ ଆର୍‌ ରମେଶ କୁମାର କୁମାରସ୍ବାମୀ ସରକାରଙ୍କୁ ଶୀଘ୍ର ଆସ୍ଥା ଭୋଟ...

କେନ୍ଦ୍ରକୁ କଂଗ୍ରେସର ପ୍ରଶ୍ନ:ଜିନ୍‌ଜିଆଙ୍ଗ୍‌କୁ ନେଇ ନୀରବ କାହିଁକି

ନୂଆଦିଲ୍ଲୀ,୧୧-୧୦:: କଶ୍ମୀରକୁ ନେଇ ଚାଇନା ବାରମ୍ବାର ମୁଣ୍ଡ ଖେଳାଉଥିବାବେଳେ ଜିନ୍‌ଜିଆଙ୍ଗ୍‌, ହଂକଂ ଓ ତିବ୍ବତ ପ୍ରସଙ୍ଗରେ ଭାରତ କାହିଁକି ନୀରବ ରହୁଛି ବୋଲି ଗୁରୁବାର କଂଗ୍ରେସ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *