ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୮୮ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୭ ହଜାର ୬୭୪ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୩୦ ଆକ୍ରାନ୍ତ ଥିବା ବେଳେ ବରଗଡରୁ ୧, ଭଦ୍ରକରୁ ୭, ବଲାଙ୍ଗୀରରୁ ୩, ବୌଦ୍ଧରୁ ୧, କଟକରୁ ୨୧, ଦେବଗଡରୁ ୧, ଢେଙ୍କାନାଳରୁ ୪, ଗଜପତିରୁ ୫, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, ଯାଜପୁରରୁ ୧୦, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୮, କେନ୍ଦୁଝରରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୧୨, ନୟାଗଡରୁ ୬, ପୁରୀରୁ ୧୫, ସମ୍ବଲପୁରରୁ ୧୭, ସୁନ୍ଦରଗଡରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୭ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri