ବହୁ ରୋଗରୁ ଦୂରେଇ ରଖେ ଏହି ରସ…

ବ୍ରାହ୍ମୀ ଏକ ପ୍ରକାର ଔଷଧୀୟ ଗୁଳ୍ମ। ଏହା ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାରେ ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ସକାଳେ ଅଭ୍ୟାସ କରି ଚାମଚେ ବ୍ରାହ୍ମୀ ରସ ପିଇଲେ ଅନେକ ଫାଇଦା ମିଳିଥାଏ । ଏପରି କଲେ ଶରୀର ସୁସ୍ଥ ରହିବା ସହିତ ଅନେକ ରୋଗରୁ ମିଳିଥାଏ ମୁକ୍ତି ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ଏହା ସ୍ମରଣ ଶକ୍ତି ବୃଦ୍ଧି କରିଥାଏ। ସେହିପରି ଏହା ମାନସିକ ଅବସାଦ ହ୍ରାସ କରେ। ରକ୍ତ କୋଷିକା ତିଆରି କରିବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଏଥିରେ ଥିବା ଆଣ୍ଟିଅକ୍ସିଡାଣ୍ଟ ଏଜିଂ ସମସ୍ୟା ଦୂର କରି ଯୁବସୁଲଭ ଠାଣି ବଜାୟ ରଖେ। ସ୍ନାୟୁଗତ ସମସ୍ୟାରୁ ଏହା ସହଜରେ ମୁକ୍ତି ଦେଇଥାଏ। ଏହା ରକ୍ତରେ କୋଲେଷ୍ଟରଲସ୍ତର ହ୍ରାସ କରି ହାର୍ଟ ଆଟାକ୍‌ ସମସ୍ୟା ଦୂର କରେ। ସେହିପରି କିଡ୍‌ନୀ, ରକ୍ତଚାପ, ମେଦବହୁଳତା ଓ ଡାଇବେଟିସ୍‌ ସମସ୍ୟାରେ ଏହା ସୁଫଳ ପ୍ରଦାନ କରିଥାଏ।


All Right Reserved By Dharitri.Com

ହାର୍ଟକୁ ସୁସ୍ଥ ରଖିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ

ବ୍ୟସ୍ତବହୁଳ ଜୀବନଶୈଳୀ, ଖାଦ୍ୟପେୟରେ ଅନିୟମିତତା ଯୋଗୁ ଆମକୁ ନାନା ରୋଗ ଗ୍ରାସ କରୁଛି। ସେଥିମଧ୍ୟରୁ ଅନ୍ୟତମ ହୃଦ(ହାର୍ଟ)ରୋଗ । ଯଦି ମେଦବହୁଳତା ଏବଂ ଡାଇବେଟିସ ଅଛି,...

ଏମାନଙ୍କୁ ପଣସ ଖାଇବା ମନା

ଖରାଦିନେ ପାଚିଲା ପଣସ ଖାଇବାକୁ ଅନେକ ଲୋକ ପସନ୍ଦ କରି ଥାଆନ୍ତି। ହେଲେ ପଣସ ମଧ୍ୟ ଶରୀରରେ ଅନେକ କ୍ଷତି କରିଥାଏ ବୋଲି ନିକଟରେ ବିଶେଷଜ୍ଞମାନେ...

କ୍ୟାନସର ଆଶଙ୍କା ହ୍ରାସ କରେ ପିଆଜ, ରସୁଣ

ପିଆଜ, ରସୁଣ ଏବଂ ପିଆଜ ପ୍ରଜାତିର ବିଭିନ୍ନ ପରିବା ସେବନ ଦ୍ୱାରା ଉଦର ଏବଂ ମଳାଶୟ କ୍ୟାନସର୍‌ ଆଶଙ୍କା ହ୍ରାସ ପାଇଥାଏ। ନିକଟରେ ହୋଇଥିବା ଏକ...

ଦାନ୍ତ ବିନ୍ଧା କମ୍‌ କରେ ଏହି ପତ୍ର

ଓସ୍ତ ପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଓସ୍ତ ପତ୍ରରେ ଭିଟାମିନ୍‌ ଏବଂ ଅନେକ ଆଣ୍ଟିଅକ୍ସିଡେଣ୍ଟ ତତ୍ତ୍ୱ ରହିଛି। ଯାହା ଶରୀର ବିଭିନ୍ନ ଗମ୍ଭୀର ରୋଗ...

ସିଙ୍କ୍‌ ସଫା କରିବାର ସରଳ ଉପାୟ

ସିଙ୍କ୍‌ର ଉପଯୁକ୍ତ ଯତ୍ନ ନ ନେଲେ ସେଥିରେ ଖାଦ୍ୟ ପଦାର୍ଥର ଅବଶିଷ୍ଟାଂଶ ଜମା ହୋଇ ଦୁର୍ଗନ୍ଧ ସୃଷ୍ଟି ହୋଇଥାଏ। ତେବେ ଏହାକୁ ଦୂର କରିବାକୁ ନିମ୍ନୋକ୍ତ...

ନିଃସଙ୍ଗତାର ସାଥୀ ରୋବୋ

ଆଜିକାଲି ରୋବୋକୁ ବିଭିନ୍ନ କାମରେ ନିୟୋଜିତ କରା ଯାଉଛି। ଏପରି କି ଚିକିତ୍ସା ବିଜ୍ଞାନରେ ବିଭିନ୍ନ ଜଟିଳ ଅପରେଶନରେ ଏହା ଡାକ୍ତରମାନଙ୍କୁ ସାହାଯ୍ୟ କରିବାର ଉଦାହରଣ...

ମଧୁମେହ ରୋଗୀଙ୍କୁ କ୍ୟାନସର୍‌ ଆଶଙ୍କା ଅଧିକ

ସ୍ବିଡିଶ୍‌ ନ୍ୟାଶନାଲ୍‌ ଡାଇବେଟିସ୍‌ ରେଜିଷ୍ଟର୍‌(ଏନ୍‌ଡିଆର୍‌)ର ଗବେଷକଙ୍କ ଅନୁସାରେ, ମଧୁମେହ ଯୋଗୁ କ୍ୟାନସର୍‌ ଆଶଙ୍କା ବଢ଼ିପାରେ। ମଧୁମେହରେ ପୀଡ଼ିତ ୨୦ ପ୍ରତିଶତ ରୋଗୀଙ୍କୁ କୋଲୋରେକ୍ଟଲ୍‌ କ୍ୟାନସର୍‌ ଏବଂ...

ନବଜାତ ଶିଶୁର ଯତ୍ନ ସମ୍ପର୍କରେ ଜାଣନ୍ତୁ କିଛି ଗୁରୁତ୍ୱପୂର୍ଣ୍ଣ ଟିପ୍ସ

ପ୍ରଥମ ନବଜାତ ଶିଶୁକୁ ନେଇ ଅଭିଭାବକ ବେଶି ଚିନ୍ତିତ ହୋଇପଡ଼ନ୍ତି। କାରଣ ସେମାନଙ୍କ ଯତ୍ନ ନେବା ପାଇଁ ଅନେକ ଜିନିଷ ଉପରେ ଧ୍ୟାନ ଦେବାକୁ ପଡ଼ିଥାଏ।...

Leave a comment

Your email address will not be published. Required fields are marked *