Posted inଜାତୀୟ

ଲୋକ ସଭା ନିର୍ବାଚନ ପରେ ଘୋଷଣା ହେବ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ

ମୁମ୍ବାଇ,୨୫।୪: ଆସନ୍ତା ମେ’ରେ ଲୋକ ସଭା ନିର୍ବାଚନ ଥିବାରୁ ଏହାପରେ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ ଘୋଷରା କରାଯିବ ବୋଲି ବୁଧବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସୂଚନା ଦେଇଛି। ପ୍ରତିବର୍ଷ ଏହି ବିଜେତାଙ୍କ ନାମ ଏପ୍ରିଲ ସୁଦ୍ଧା ଘୋଷଣା କରାଯାଉଥିବା ବେଳେ ଚଳିତ ବର୍ଷ ଲୋକ ସଭା ନିର୍ବାଚନ ଥିବାରୁ ଏହାକୁ ଘୁଞ୍ଚାଇ ଦିଆଯାଇଛି।


All Right Reserved By

ଶାନ୍ତିବନରେ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସୋନିଆ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ୫୫ ତମ ଶ୍ରାଦ୍ଧ ବାର୍ଷିକୀରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୋନିଆ...

ମହାରାଷ୍ଟ୍ରରେ ପ୍ରବଳ ବନ୍ୟା: ୨୭ ମୃତ, ୨ ଲକ୍ଷ ଲୋକ ବିସ୍ଥାପିତ

ପୁଣେ, ୯।୮: ମହାରାଷ୍ଟ୍ରରେ ପ୍ରବଳ ବନ୍ୟା ପରିସ୍ଥିତି ଦେଖାଦେଇଛି। ଏପର୍ଯ୍ୟନ୍ତ ବନ୍ୟାରେ ୨୭ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାିଛି। କୋହ୍ଲାପୁର,...

ଜମ୍ମୁ-କଶ୍ମୀରରେ ଖୋଲିଲା ସ୍କୁଲ, ହଜ୍‌ ଯାତ୍ରା ସାରି ଫେରୁଥିବା ଯାତ୍ରୀଙ୍କୁ ମିଳିବ ପାସ୍‌

ନୂଆଦିଲ୍ଲୀ, ୯।୮: ଜମ୍ମୁ-କଶ୍ମୀରରେ ୧୪୪ ଧାରା ଲାଗୁ ହୋଇଥିବା ସତ୍ତ୍ୱେ ଶୁକ୍ରବାର ସମସ୍ତ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ଖୋଲିଛିି। ଜମ୍ମୁ-କଶ୍ମୀର ମୁଖ୍ୟ ଶାସନ ସଚିବ...

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ଦିଆଗଲା ନୋଟିସ୍‌

ହାଇଦ୍ରାବାଦ,୧୭।୮: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ଘର ଖାଲି କରିବାକୁ ନୋଟିସ୍‌ ଦିଆଯାଇଛି। ତାଡେପାଲି ଗାଁର ଡେପୁଟି ତହସିଲଦାର ଏହି ନୋଟିସ ଦେଇଛନ୍ତି। ତେବେ...

ମୋଦିଙ୍କ ଟିମ୍‌ରେ କମିଗଲେ ମହିଳା: ଥିଲେ ୧୦, ହେଲେ ୬

ନୂଆଦିଲ୍ଲୀ, ୩୧।୫: ନରେନ୍ଦ୍ର ମୋଦି ଲଗାତାର ଦ୍ୱିତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋଦିଙ୍କ ମନ୍ତ୍ରିମଣ୍ଡଳରେ ୫୭ ଜଣ ସଦସ୍ୟ ସ୍ଥାନ ପାଇଥିଲାବେଳେ ଏମାନଙ୍କ...

ବଜେଟ୍‌ ପୂର୍ବରୁ ମନମୋହନଙ୍କୁ ଭେଟିଲେ ସୀଥାରମଣ

ନୂଆଦିଲ୍ଲୀ,୨୭।୬: ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ତାଙ୍କ ବାସ ଭବନରେ ଗୁରୁବାର ସାକ୍ଷାତ୍‌ କରିଛନ୍ତି। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌କାର ବୋଲି...

ଋଣ ଭାର ସହି ନ ପାରି କୋଲ୍ଡ ଡ୍ରିଙ୍କସ୍‌ରେ ଜହର ମିଶାଇ ପିଇଲେ ପରିବାର ସଦସ୍ୟ: ୩ ଜଣଙ୍କ ମୃତ୍ୟୁ

ଭୋପାଳ,୨୫।୫: ଋଣ ଭାର ସହି ନ ପାରି ଜହର ମିଶା କୋଲ୍ଡ ଡ୍ରିଙ୍କସ୍‌ ପିଇ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶ...

ସୀମା ପାର ହୋଇ ବର ଯାଉଛନ୍ତି ସତ ହେଲେ ସାଙ୍ଗରେ କନ୍ୟାକୁ ଧରି ଫେରି ପାରୁନାହାଁନ୍ତି

ଜୟପୁର,୧୬।୭: ପାକିସ୍ତାନ ସୀମାକୁ ଲାଗି ରହିଥିବା ରାଜସ୍ଥାନର ଜୈସଲମେର, ବାଡମେର ଓ ଯୋଧପୁରରେ ରହୁଥିବା ସୌଡ଼ା ରାଜପୁତ ପରିବାରର ବରମାନେ ସୀମାପାର ହୋଇ ପାକିସ୍ତାନ ବିବାହ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *