ରାଜ୍ୟରେ ୨୮୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୫୪ ଜଣ ଚିହ୍ନଟ ହୋଇଥିବା ବେଳେ କ୍ୱାରାଣ୍ଟାଇନ୍‌ରୁ ୧୬୮ ଜଣ ଏବଂ ଲୋକାଲ କେସ୍‌ରୁ ୧୨୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟିଟ ଯୋଗେ ସୂଚନା ଦିଆଯାଇଛି ।ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରରୁ ୬, ବରଗଡ଼ରୁ ୯, ଭଦ୍ରକରୁ ୧, ବଲାଙ୍ଗୀରରରୁ ୧୧, ବୌଦ୍ଧରୁ ୧୨, କଟକରୁ ୨୫, ଦେବଗଡ଼ରୁ ୨,ଗଜପତିରୁ ୧, ଜଗତ୍‌ସିଂପୁରରୁ ୩, ଯାଜପୁରରୁ ୪, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୮, କନ୍ଧମାଳରୁ ୭, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୬୦, କୋରାପୁଟ୍‌ରୁ ୪, ମୟୁରଭଞ୍ଜରୁ ୬, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୭, ନୂଆପଡ଼ାରୁ ୧୦, ପୁରୀରୁ ୯, ସମ୍ବଲପୁରରୁ ୧୧, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୬୬ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୩ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଣ୍ଡଳିରେ ମଙ୍ଗଳବାର ସର୍ବାଧିକ ବନ୍ୟାଜଳ ପ୍ରବାହିତ ହେବ। ତେଣୁ ଆଗାମୀ ୪୮ ଘଣ୍ଟା ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସ୍ବତନ୍ତ୍ର ରିଲିଫ କମିଶନର...

ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି

ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି ରହିଛି। ମଙ୍ଗଳବାର ସକାଳ ୮ ସୁଦ୍ଧା ତାପମାତ୍ରା ୩.୫ ଡିଗ୍ରୀରେ ପହଞ୍ଚିଛି । ସୋମବାର ତାପମାତ୍ରା ୪...

ଆଗରେ ଚାଲିଛି ଶଙ୍ଖ: ତିର୍ତ୍ତୋଲରେ ୨୯,୯୮୭; ବାଲେଶ୍ୱରରେ ୮୬୬୧ ଭୋଟରେ ଆଗୁଆ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଗଣତି ଜାରି ରହିଛି। ଉଭୟ ଆସନରେ ଭାଜପାକୁ ପଛରେ ପକାଇଛି ବିଜେଡି। ତିର୍ତ୍ତୋଲ ବିଧାନସଭାରେ ୨୦...

ଉତ୍କଳିକାର ୱେବ୍‌ସାଇଟ୍‌ ଲୋକାର୍ପିତ

ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନା ପରିସ୍ଥିତି ପାଇଁ ବର୍ଷେ ହେବ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଥିବା ବ୍ୟବସାୟୀମାନେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ହେବ ଶେଷକୃତ୍ୟ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶା ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର ପ୍ରଫୁଲ୍ଲ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ...

୫ ଶ୍ରେଷ୍ଠ ନାଟକ ପୁରସ୍କୃତ

କଟକ ଅଫିସ, ୧।୨: ଥିଏଟର ମୁଭ୍‌ମେଣ୍ଟ ପକ୍ଷରୁ କଟକ କଳାବିକାଶ କେନ୍ଦ୍ରଠାରେ ଚାଲିଥିବା ଗ୍ଲୋବାଲ ଥିଏଟର ଫେଷ୍ଟିଭାଲ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି...

ବହୁଚର୍ଚ୍ଚିତ ଗମ୍ଭାରୀ-ବେଲପଡ଼ା ରାସ୍ତା: ଆରମ୍ଭ ହେଲା ବିଭାଗୀୟ ତଦନ୍ତ

ଖପ୍ରାଖୋଲ, ୧୩।୬(ଡି.ଏନ,ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ଡିଭିଜନ ଅନ୍ତର୍ଗତ ବେଲପଡା-ଗମ୍ଭାରୀ ରାସ୍ତା ନିର୍ମାଣର ମାନ ନିର୍ଦ୍ଧାରଣ ପାଇଁ ବୁଧବାର ବିଭାଗୀୟ ତଦନ୍ତ ଆରମ୍ଭ...

ଛାତରୁ ପଡ଼ି ଆଇଆଇଟି ଛାତ୍ରଙ୍କ ମୃତ୍ୟୁ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଭୁବନେଶ୍ୱର ଆଇଆଇଟି ପରିସରରେ ମଙ୍ଗଳବାର ଛାତରୁ ପଡ଼ି ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଛି। ସେ ହେଲେ ମହାରାଷ୍ଟ୍ରର ଚିରାଗ ଜୈନ୍‌। ଚିରାଗଙ୍କୁ ଏକ ଘରୋଇ...

Advertisement
Archives

Model This Week