ଗଞ୍ଜାମକୁ ଫେରିଲେଣି ୨୮,୯୦୩ ପ୍ରବାସୀ

ଛତ୍ରପୁର,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ସୁଦ୍ଧା ୨୮ ହଜାର ୯୦୩ ଜଣ ପ୍ରବାସୀ ଫେରିଛନ୍ତି ଏଥିମଧ୍ୟରେ ଗ୍ରାମାଞ୍ଚଳକୁ ୨୭ ହଜାର ୩୨୦ ଓ ସହରାଞ୍ଚଳକୁ ୧ ହଜାର ୫୮୩ ପ୍ରବାସୀ ଫେରିଛନ୍ତି। ବର୍ତ୍ତମାନ ୯ ହଜାର ୬୧୨ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ୩୬ ହଜାର ୭୮ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି ସରିଛି। ଜିଲାରେ ୪୧ଟି ଟିଏମ୍‌ସି ରହିଛି। ସେଥିରେ ୩୫୨୦ ଟି ଶଯ୍ୟା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସାର୍ବଜନୀନ ସେବା ହେଉଛି ସୁଶାସନର ମାପକାଠି’- ଦୀର୍ଘତମ କାର୍ଯ୍ୟକାଳ ପାଇଁ ରେକର୍ଡ ସ୍ଥାପନ କରିବା ପରେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୧୦।୬: ବୁଧବାର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡକୁ…

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri