ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ପାଇଁ ମୁଖ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬କୋଟି ମଞ୍ଜୁର

ଭୁବନେଶ୍ୱର,୫।୭(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଆହୁରି ସୁଦୃଢ଼ ହେବ । ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟ ସ୍ଥଳୀଗୁଡ଼ିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛି। ତେଣୁ ୫୫ଟି ନୂଆ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬ କୋଟି ଟଙ୍କା ମଞ୍ଜୁର ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୋଟ ୯୮ କୋଟି ଟଙ୍କା ବ୍ୟୟରେ ୫୫ଟି ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ କରାଯାଉଛି ।
ଗତ ଏପ୍ରିଲ ମାସରେ ପ୍ରଥମ ପର୍ଯ୍ୟାୟରେ ୨୯କୋଟି ୩୬ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ । ଏହି କାର୍ଯ୍ୟକୁ ତ୍ୱରାନୱିତ କରିବାକୁ ଦ୍ୱିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୨୯କୋଟି ୩୬ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଏହା ସହିତ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କୁ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri