ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ପାଇଁ ମୁଖ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬କୋଟି ମଞ୍ଜୁର

ଭୁବନେଶ୍ୱର,୫।୭(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଆହୁରି ସୁଦୃଢ଼ ହେବ । ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟ ସ୍ଥଳୀଗୁଡ଼ିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛି। ତେଣୁ ୫୫ଟି ନୂଆ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬ କୋଟି ଟଙ୍କା ମଞ୍ଜୁର ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୋଟ ୯୮ କୋଟି ଟଙ୍କା ବ୍ୟୟରେ ୫୫ଟି ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ କରାଯାଉଛି ।
ଗତ ଏପ୍ରିଲ ମାସରେ ପ୍ରଥମ ପର୍ଯ୍ୟାୟରେ ୨୯କୋଟି ୩୬ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ । ଏହି କାର୍ଯ୍ୟକୁ ତ୍ୱରାନୱିତ କରିବାକୁ ଦ୍ୱିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୨୯କୋଟି ୩୬ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଏହା ସହିତ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri