Posted inରାଜ୍ୟ

ବିଜେଡିରେ ମିଶିଲେ ଦୈତାରୀ ପଣ୍ଡାଙ୍କ ସମେତ ୨୯ ଯାତ୍ରା କଳାକାର

ଭୁବନେଶ୍ବର ,୨୯ା୧: ସୋମବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ବିଜେଡିରେ ସାମିଲ ହୋଇଛନ୍ତି ୩୦ ଜିଲ୍ଲାରୁ ୨୯ ବିଶିଷ୍ଟ ଯାତ୍ରା କଳାକାର । ଓଡ଼ିଶା କଳାକାର ମହାସଂଘର କଳାକାର ମାନେ ବହୁ ସଂଖ୍ୟାରେ ଆସି ଅନୁଷ୍ଠାନିକ ଭାବେ ବିଜେଡିରେ ଯୋଗ ଦେଇଛନ୍ତି ।

ଏଥିରେ ଜଣାଶୁଣା ଅଭିନେତା ଦୈତାରୀ ପଣ୍ଡା, ବାପି ପଣ୍ଡା, ଚୈତନ୍ୟ ପାଇକ, ରମେଶ ନାୟକ, ସୁବାସ ବେହେରା, ଶିବରାମ ପ୍ରଧାନଙ୍କ ପରି ବିଶିଷ୍ଟ କଳାକାର ରହିଛନ୍ତି। ଏମାନଙ୍କ ସହ ୩ଶହରୁ ଅଧିକ କଳାକାର ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି ।

ବିଜେଡିରେ ଯୋଗ ଦେବାକୁ ଏମାନେ କିଛି ଦିନ ତଳେ ଆବେଦନ କରିଥିଲେ । ଦଳର ସୁପ୍ରିମୋ ମୁଖ୍ୟମନ୍ତ୍ରୀ ଏହାକୁ ଅନୁମୋଦନ କରିବା ପରେ ଦଳରେ ବିଧିବଦ୍ଧ ଯୋଗ ଦେଇଛନ୍ତି । ଦଳର ବରିଷ୍ଠ ନେତା ବିଧାୟକ ଦେବୀ ମିଶ୍ର, ସାଂସଦ ମାନସ ମଙ୍ଗରାଜ ଓ ଅମର ପଟ୍ଟନାୟକ ଏମାନଙ୍କୁ ଦଳରେ ସାମିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Mo Bus Accident: ୧୦୦ ମିଟର ଯାଏ ଘୋଷାଡ଼ି ନେଲା ମୋ’ ବସ୍‌, ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ, ୩ ଗୁରୁତର

ଭୁବନେଶ୍ୱର,୧୪।୨: ପୁଣି ମୋ’ ବସ୍‌ ନେଇଛି ଜୀବନ। ଶୁକ୍ରବାର ରାତିରେ ତମାଣ୍ଡୋ ଥାନା ଅଞ୍ଚଳର ଓଭରବ୍ରିଜ୍‌ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ସହ ୧୦୦...

ସୁପ୍ରିମକୋର୍ଟରେ ପୂର୍ବତନ CJIଙ୍କ ପୁଅ ଲଢ଼ିବେ ୟୁଟ୍ୟୁବର Ranveer Allahbadiaଙ୍କ କେସ୍‌, ଜାଣନ୍ତୁ ସେ କିଏ…

ନୂଆଦିଲ୍ଲୀ,୧୪।୨: କମେଡିଆନ ସମୟ ରାଇନାଙ୍କ ରିଆଲିଟି ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଟ୍ୟାଲେଣ୍ଟ’ରେ ବିବାଦୀୟ ବୟାନ ଦେଇଥିବା ରଣବୀର ଆଲ୍ଲାହାବାଦିଆଙ୍କ ଅଡ଼ୁଆ ବଢ଼ିଛି। ତାଙ୍କ ବିରୋଧରେ ମହାରାଷ୍ଟ୍ରରୁ...

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ, କଲେ ବଡ଼ ଦାବି

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଏମପି ପ୍ରଦୀପ ପୁରୋହିତ ଶୁକ୍ରବାର ରେଳମନ୍ତ୍ରୀ Ashwini Vaishnaw ଙ୍କୁ ଭେଟିଛନ୍ତି। ରେଳମନ୍ତ୍ରୀଙ୍କଠାରେ ସେ ବିଭିନ୍ନ ଦାବି ରଖିବା...

କରଙ୍ଗାଭଟା ଜଙ୍ଗଲରେ ଲାଗିଲା ନିଆଁ

କୋମନା,୧୪ା୨(ସୋବିନ ଛତ୍ରିଆ)- ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ କରଙ୍ଗାଭଟା ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ହଠାତ୍‌ ନିଆଁ ଲାଗିଥିଲା। ଗଛଲତା ପୋଡ଼ିଯାଉଥିବା ଦେଖି ଗାଁ ଲୋକେ...

ଟ୍ରାକ୍ଟରକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍‌

ଲାଞ୍ଜିଗଡ଼,୧୪ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ଯୋଡ଼ାବନ୍ଧ ନିକଟ ବେଦାନ୍ତ ରେଳ ଫାଟକରେ ଏକ ଟ୍ରାକ୍ଟରକୁ ମାଲବାହୀ ଟ୍ରେନ୍‌ ଧକ୍କା ଦେବାରୁ ଟ୍ରାକ୍ଟରରେ...

ବାପା ଆଗରେ ଜଳଭଣ୍ଡାରକୁ ଡେଇଁପଡ଼ିଲେ ପୁଅ

ସୁନାବେଡ଼ା,୧୪ା୨(କୃତ୍ତିବାସ ପ୍ରଧାନ)-ସୁନାବେଡ଼ା ଥାନା ଅଧୀନ ୨୬ନଂ. ଜାତୀୟ ରାଜପଥ ଟିମ୍ବର ବ୍ରିଜ୍‌ ଉପରେ ସ୍କୁଟି ରଖି ବାପାଙ୍କ ଆଗରେ ନଦୀକୁ ଜଣେ ଯୁବକ ଡେଇଁ ପଡ଼ିଛନ୍ତି।...

କର୍ତ୍ତବ୍ୟରେ ଅବହେଳା: ଗୁରୁଣ୍ଡିଆ ଥାନାର ୨ କନେଷ୍ଟବଳଙ୍କୁ ନିଲମ୍ବନ କଲେ ଏସ୍‌ପି

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ଗୁରୁଣ୍ଡିଆ ଥାନାର ୨ କନେଷ୍ଟବଳଙ୍କୁ ନିଲମ୍ବିତ କଲେ ରାଉରକେଲା ଏସ୍‌ପି ନିତେଶ ୱାଧୱାନୀ । ନିଲମ୍ବିତ କନେଷ୍ଟବଳ ଦ୍ବୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri