ଗଞ୍ଜାମରେ ଆକ୍ରାନ୍ତ ହେଲେଣି ୨୯ କରୋନା ଯୋଦ୍ଧା

ଛତ୍ରପୁର,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲାରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ୧୫ ଜଣ ସୁସ୍ଥ ହୋଇ ସାରିଥିବା ବୁଧବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଠିକ୍‌ ଭାବେ ଆଇସୋଲେଶନରେ ରହିବାକୁ କୁହାଯାଉଛି। ଫୋନ୍‌ କରି ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ବୁଝୁଛୁ। ସୁସ୍ଥ ହୋଇ ଆମର କରୋନା ଯୋଦ୍ଧାମାନେ ପୁଣି ଡିୟୁଟିରେ ଯୋଗ ଦେଉଥିବା ଏସ୍‌ପି କହିଛନ୍ତି। କରୋନା ଯୋଦ୍ଧାମାନେ କିଭଳି ଲୋକଙ୍କୁ ସେବା ଦେଇ ନିଜେ ସୁରକ୍ଷିତ ରହିବେ ଏବଂ କ’ଣ କରିବେ ନ କରିବେ ସେ ସମ୍ପର୍କରେ ସମସ୍ତ ଥାନାଧିକାରୀଙ୍କୁ କୁହାଯାଇଛି। ଆମେ ଜନସାଧାରଣଙ୍କୁ ସେବା ଯୋଗାଇବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ: ସାଇବାବା ସଂସ୍ଥାନ ଟ୍ରଷ୍ଟ ଦାନ କଲା ୫୧ କୋଟି ଟଙ୍କା

ସିରିଡି,୨୭।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବେଳକୁ ବେଳ ବଢିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ଏବେ ସମସ୍ତେ ଏକାଠି ହୋଇଛନ୍ତି। ମହାରାଷ୍ଟ୍ର ଓ...

ନିର୍ଗୁଣ୍ଡି ଷ୍ଟେଶନରେ ଓହ୍ଲାଇଲେ ୭୯୩ ପ୍ରବାସୀ

ଚୌଦ୍ୱାର,୧୬ା୫ (ଡି.ଏନ.ଏ): ହାଇଦ୍ରାବାଦ୍‌ରୁ ପ୍ରବାସୀଙ୍କୁ ନେଇ ଏକ ଶ୍ରମିକ ସ୍ପେଶାଲ୍‌ ଟ୍ରେନ ଆସି ଶୁକ୍ରବାର ରାତି ୯ଟାରେ ଟାଙ୍ଗୀ ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଛି। ଏହି ଟ୍ରେନଟି...

ବିଦ୍ୟୁତ୍‌ କେବୁଲ ପାଇଁ ମାଟି ଖୋଳା ଫାଟିଲା ପାଣିପାଇପ୍‌ : ଯୋଡ଼ା ସହରରେ ୩ ଦିନ ଧରି ଜଳ ଯୋଗାଣ ବନ୍ଦ

ଯୋଡ଼ା, ୮।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହରରେ ଟାଟା କମ୍ପାନୀ ପକ୍ଷରୁ ବିଦ୍ୟୁତ୍‌ କେବୁଲ ସଂଯୋଗ ପାଇଁ ମାଟି ଖୋଳାଯାଉଥିବାବେଳେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଛା...

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଭଞ୍ଜନଗର,୨୬।୮(ଡି.ଏନ.ଏ)-ଭଞ୍ଜନଗର ଶଙ୍ଖସାହିର ଜଣେ ଯୁବକଙ୍କ ସନ୍ଦେହଜନକ ଭାବେ ରବିବାର ମୃତ୍ୟୁ ଘଟିଛି। ସେ ହେଲେ କାର୍ତ୍ତିକ ସାହୁ (୩୮)। ସୋମବାର ସକାଳେ ଘର ପାଖ ଲୋହରାଖଣ୍ଡି...

ବାଲେଶ୍ୱରରେ ହେବ ଦେଶର ପ୍ରଥମ ପାଇଲଟ ପ୍ରୋଜେକ୍ଟ

ଭୋଗରାଇ, ୧୧ା୬(ଡ଼ି. ଏନ. ଏ. )-ମତ୍ସ୍ୟଚାଷ ଓ ମତ୍ସ୍ୟଜୀବୀଙ୍କ ସକାଶେ ଭାରତର ପ୍ରଥମ ପାଇଲଟ ପ୍ରୋଜେକ୍ଟ କେନ୍ଦ୍ରମନ୍ତ୍ରୀ ପ୍ରତାପଚନ୍ଦ୍ର ଷଡ଼ଙ୍ଗୀଙ୍କ ପ୍ରଚେଷ୍ଟାରେ ବାଲେଶ୍ୱରରେ ଖୁବ୍‌ଶୀଘ୍ର ହେବାକୁ...

ପଁଚେତ୍‌ରୁ ବ୍ଲକ ତକ୍‌ ଗୁହାରି କରି ନିରାଶ: ଆବାସ ଯୋଜନାରୁ ବଁଚିତ୍‌ ଟିକ ହରିଜନ

ଭବାନୀପାଟଣା/କଲମପୁର,୧୯।୬(ଡି.ଏନ.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ଅସାହାମାନକର ଲାଗି ଭିନେ ଭିନେ ଯୋଜନା ତିଆର କରି ଥଇଥାନ କରୁଛନ୍‌। ଇଥିରଲାଗି ସର୍ଭେ କରି...

ମଦ ବିକ୍ରି ବନ୍ଦ କରିବାକୁ ମହିଳାଙ୍କ ଦାବି

ଜି.ଉଦୟଗିରି,୧୬ା୯(ଡି.ଏନ.ଏ.)-ଜି.ଉଦୟଗିରି ଥାନା ଅଞ୍ଚଳର କଳିଙ୍ଗା ଠାରେ ଅବାଧ ମଦ କାରବାର ଚାଲିଛି। ଏସବୁ ମଦ ବିକ୍ରିକୁ ଦଳମତ ନିର୍ବିଶେଷରେ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଳିଙ୍ଗା...

କାଜୁ ଜଙ୍ଗଲକୁ ନେଇ ବିବାଦ: ୫୩ ପରିବାର ଉପ ଜିଲାପାଳଙ୍କ ନିକଟରେ ମାଲିକାନା ଦାବି କଲେ

ଭଞ୍ଜନଗର,୨୪।୭(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ତହସିଲ ମହୁଲପଲ୍ଲୀ, କରଡ଼ାବଣି, ହରଡ଼ାପଦର, ଚୁଡ଼ାଖାଇ ମୌଜାରେ ଥିବା କିଛି କାଜୁଜଙ୍ଗଲ ମାଲିକାନାକୁ ନେଇ ବିବାଦ ଦେଖାଦେଇଛି। କାଜୁ ଚାଷ କରୁଥିବା ଦଳିତ ଆଦିବାସୀ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *