ଗୋଟିଏ ଗ୍ରାମରୁ ୨୯ କରୋନା ପଜିଟିଭ

ନୂଆପଡ଼ା,୨୪।୩: ରାଜ୍ୟରେ ପୁଣି ଚିନ୍ତା ବଢାଉଛି କରୋନା। ନୂଆପଡ଼ା ଜିଲା ସିନାପାଲି ବ୍ଲକର ଗୋଟିଏ ଗ୍ରାମରୁ ୨୯ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସିନାପାଲି ବ୍ଲକ ପ୍ରଶାସନ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ବ୍ଳକ ପ୍ରଶାସନ ପକ୍ଷରୁ କୁହାଯାଇଛି, ସମ୍ପୃକ୍ତ ଗ୍ରାମର ୫୬ ଜଣଙ୍କ ନମୁନା ସଂଗ୍ରହ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨୯ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଗାଁର ଦୁଇ ପ୍ରବେଶ ପଥକୁ ବନ୍ଦ କରାଯାଇ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗୁରୁବାର ସମସ୍ତ ଗ୍ରାମବାସୀଙ୍କ ନମୁନା ସଂଗ୍ରହ କରାଯିବ। ଏପରିକି ଗୁରୁବାର ସାପ୍ତାହିକ ହାଟକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଷୟ ଚୟନରେ ତ୍ରୁଟି ନେଇ ଅସନ୍ତୋଷ: ମହାବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ

ଗୋପ, ୭।୧୧(ଡି.ଏନ୍‌.ଏ.)-ଗୋପ ବ୍ଲକ୍‌ ଅଧୀନ ସାରଡ଼ା ସ୍ଥିତ କୋଣାର୍କ ଜୁନିୟର ମହିଳା ମହାବିଦ୍ୟାଳୟରେ ଛାତ୍ରୀମାନେ ଗୁରୁବାର କଲେଜ ସମ୍ମୁଖରେ ଧାରଣା ଦେଇଥିଲେ। ବିଷୟ ଚୟନରେ ତ୍ରୁଟି...

ଅସହାୟ ମନ୍ମଥଙ୍କୁ ମିଳିଲା ପକ୍କାଘର

ବନ୍ତ, ୨୭।୬(ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ନିଳୋକ ପଞ୍ଚାୟତ ବାଲିଗଢିଆ ଗ୍ରାମର ଅସହାୟ ଭିନ୍ନକ୍ଷମ ମନ୍ମଥ ବିଶ୍ୱାଳଙ୍କ ଗୁହାରି ଶେଷରେ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ପୋଷ୍ଟର, ବ୍ୟାନର ହଟାଯାଉ: ବିଜେଡି

ଭୁବନେଶ୍ୱର,୧୯।୧(ବ୍ୟୁରୋ): ପେଟ୍ରୋଲ ପମ୍ପ, ଜାତୀୟ ରାଜପଥ କଡ଼, ରେଳ ଷ୍ଟେଶନ, ବିମାନବନ୍ଦର ସମେତ ବିଭିନ୍ନ କେନ୍ଦ୍ରୀୟ ପ୍ରତିଷ୍ଠାନରେ ଲାଗିଥିବା କେନ୍ଦ୍ର ସରକାରଙ୍କ ପୋଷ୍ଟର ବ୍ୟାନରକୁ ହଟାଇବାକୁ...

ଏଣିକି ବାଇକ୍‌ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ: ମନ୍ତ୍ରୀ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଟ୍ରାଫିକ୍‌ ନିୟମ କଡ଼ାକଡ଼ି ପାଇଁ ପୁଣି ଥରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଚେତାବନୀ ଦେଇଛନ୍ତି। ଦିଲ୍ଲୀରେ ଅନୁଷ୍ଠିତ ସଡ଼କ ସୁରକ୍ଷା ବୈଠକରୁ ଫେରିବା...

ବିଧାନସଭା ସ୍ଥାୟୀ କମିଟି ଅଧ୍ୟକ୍ଷ, ସଦସ୍ୟଙ୍କ ନାଁ ଘୋଷିତ

ଭୁବନେଶ୍ୱର,୨।୭(ବ୍ୟୁରୋ): ବିଧାନସଭାର ୧୦ ସ୍ଥାୟୀ କମିଟି ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ନାମ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୋମବାର ଗୃହରେ ଘୋଷଣା କରିଛନ୍ତି। ଏହି ଅଧ୍ୟକ୍ଷମାନେ ହେଉଛନ୍ତି-...

ଅଧରପଣା: ୧୨ରୁ ଏବେ ୯ ହାଣ୍ଡି

ପୁରୀ ଅଫିସ, ୧୪।୭: ନବଦିନାତ୍ମକ ଯାତ୍ରା ଶେଷ କରି ଜନ୍ମବେଦିରୁ ବାହୁଡ଼ାଯାତ୍ରାରେ ଫେରିବା ପରେ ତା’ ପରଦିନ ରଥ ଉପରେ ମହାପ୍ରଭୁଙ୍କର ଅତ୍ୟନ୍ତ ମନୋରମ ସୁନାବେଶ...

ରାସ୍ତା କାମ ନିମ୍ନ ମାନର ଯୋଗୁ ସରକାରୀ ଯନ୍ତ୍ରୀଙ୍କୁ ଉଠ୍‌ବସ କରାଇଲେ ପାଟଣାଗଡ଼ ବିଧାୟକ, ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୬।୬: ପାଟଣାଗଡ଼ର ନବନିର୍ବାଚିତ ବିଜେଡି ବିଧାୟକ ସରୋଜ ମେହେର ଜଣେ ସରକାରୀ ଯନ୍ତ୍ରୀଙ୍କୁ ଲୋକଙ୍କ ସମ୍ମୁଖରେ ଉଠ୍‌ବସ୍‌ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ...

ସ୍କୁଲ ଫି’ ଛାଡ ପ୍ରସଙ୍ଗ: ହାଇକୋର୍ଟଙ୍କ ଉପରେ ଛାଡିଲେ ସରକାର

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ହାଇକୋର୍ଟରେ ଘରୋଇ ସ୍କୁଲ ଫି’ ଛାଡ ଆବେଦନ ମାମଲା। ରାଜ୍ୟ ସରକାର ସ୍କୁଲ ଫି’ ଛାଡ ନିଷ୍ପତ୍ତି ହାଇକୋର୍ଟଙ୍କ ଉପରେ ଛାଡି ଦେଇଛନ୍ତି।...

Advertisement
Archives

Model This Week