ରାଜ୍ୟସ୍ତରୀୟ ସନ୍ତରଣରେ ସମ୍ବଲପୁରକୁ ୨୯ ସ୍ବର୍ଣ୍ଣ

ସମ୍ବଲପୁର, ୧୮ା୬(ଶୁଭାଶୀଷ ପାଢୀ): ଭୁବନେଶ୍ୱରଠାରେ ଆୟୋଜିତ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସମ୍ବଲପୁର ସନ୍ତରଣକାରୀ ଜିଲା ପାଇଁ ସୁନାମ ଆଣିଛନ୍ତି। ବିଭିନ୍ନ ବର୍ଗରେ ୨୯ଟି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେହିପରି ୨୭ଟି ବ୍ରୋଞ୍ଜ ପଦକ ପାଇଛନ୍ତି। ସମ୍ବଲପୁରକୁ ଫେରିବା ପରେ ଜିଲାପାଳ ଅନନ୍ୟା ଦାସ ବିଜୟୀ ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ଆଗାମୀ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିବାକୁ ଉତ୍ସାହିତ କରିଥିଲେ।

ଏହି ଅବସରରେ ଜିଲା କ୍ରୀଡ଼ା ଅଧିକାରୀ ଲୋପାମୁଦ୍ରା କାଲେଙ୍କ ସମେତ ସନ୍ତରଣ ସଂଘ ସାଧାରଣ ସମ୍ପାଦକ ସାଲେଗ୍ରାମ ଖୁଣ୍ଟିଆ, କୋଷାଧ୍ୟକ୍ଷ ମନୋଜ ବନଛୋର, ବରିଷ୍ଟ ପ୍ରଶିକ୍ଷକ ସୁରେନ୍ଦ୍ର ନାଏକ, ଆଶୁତୋଷ ନାଏକ, ଚିନ୍ତନ ନାଏକ, ରଙ୍କନିଧି ସେଠ, ବିଭୂତି ଭୂଷଣ ବାଗ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri