୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ସମ୍ବଲପୁର,୨୩।୧୧(ବ୍ୟୁରୋ): ବୁର୍ଲା ଭୀମସାର ମେଡିକାଲର ଏମବିବିଏସ୍‌ ପ୍ରଥମ ବର୍ଷର ୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୨ ଜଣ ଛାତ୍ରୀ ରହିଥିବାବେଳେ ୭ ଜଣ ଛାତ୍ର ସଂକ୍ରମିତ ହୋଇଛନ୍ତି । ରିପୋର୍ଟ ପଜିଟିଭ୍‌ ଆସିବା ପରେ ସମସ୍ତଙ୍କୁ ବିଳମ୍ବିତ ରାତିରେ ଚିକିତ୍ସା ପାଇଁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ସମସ୍ତେ କଲେଜର ଏକ ବାର୍ଷିକ ଉତ୍ସବରେ ଏକାଠି ଯୋଗ ଦେଇଥିଲେ। ସେଠାରୁ କୋଭିଡ ବ୍ୟାପିଥିବା ଅନୁମାନ କରାଯାଉଛି । ତେବେ କଲେଜ ଅଧ୍ୟକ୍ଷା ଜୟଶ୍ରୀ ଦୋରା କହିଛନ୍ତି, ପଜିଟିଭ୍‌ ଚିହ୍ନଟ ହୋଇଥିବା ଛାତ୍ରୀଛାତ୍ରମାନଙ୍କୁ ଆଇସୋଲେସନରେ ରଖାଯାଇଛି। ତେବେ ସମସ୍ତଙ୍କ ଅବସ୍ଥା ସ୍ଥିର ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri