୨୯ ହଜାର ହେକ୍ଟର ଜମିକୁ ମାଡ଼ିବ ପାଣି

ଯୋଡ଼ା,୧୮ା୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ଡ୍ୟାମ୍‌ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବନ୍ଧରେ ଜଳ ସଂରକ୍ଷଣ ପାଇଁ ବୈତରଣୀ ନଦୀର ଜଳ ପ୍ରବାହକୁ ବନ୍ଧ ବାନ୍ଧି ଦିଆଯାଇଛି। ପ୍ରକଳ୍ପ କାର୍ଯ୍ୟକାରୀ ପରେ ଜିଲାର ୫ ବ୍ଲକ୍‌ ଅଧୀନ ୨୪୪ ଗାଁର ୨୯ ହଜାରରୁ ଊଦ୍ଧର୍‌ବ ହେକ୍ଟର ଚାଷଜମି ଜଳସେଚିତ ହେବ। ଏହାଦ୍ୱାରା ଚାଷୀ ସବୁ ଋତୁରେ ଚାଷକରି ଉପକୃତ ହୋଇପାରିବେ। ପ୍ରକଳ୍ପ ଆସନ୍ତା ସେପ୍ଟେମ୍ବରରେ ଶେଷ ହୋଇ ୨୦୨୪ ଜୁନ୍‌ରେ କାର୍ଯ୍ୟକାରୀ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ପ୍ରକଳ୍ପ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରସନ୍ନ ପାଣି ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଗତ ଫେବୃୟାରୀ ୩ରୁ ନଦୀକୁ ବନ୍ଧ ଦ୍ୱାରା ଆବଦ୍ଧକରି ଜଳ ସଂରକ୍ଷଣ କାର୍ଯ୍ୟ ଆରମ୍ଭ କରାଯାଇଛି। ଯୋଡ଼ା ଦେଇ ପ୍ରବାହିତ ହେଉଥିବା ଚିରସ୍ରୋତା ସୁନା ନଦୀ ଏବଂ ବୈତରଣୀ ନଦୀର ଜଳକୁ ବନ୍ଧରେ ସଂରକ୍ଷଣ କାର୍ଯ୍ୟ ଆଂଶିକ ଭାବେ ହୋଇଯାଇଛି। ବନ୍ଧରେ ୧୨ଟି ଗେଟ୍‌ ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଜନ୍ମ ଦିନ, ବିବାହ ବାର୍ଷିକୀ କେକ୍‌ କଟା, ଫଟୋ ଭାଇରାଲ୍‌

ଗୋପ,୨୮ମା୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ଥାନା ପରିସରରେ ଜନ୍ମ ଦିନ ଏବଂ ବିବାହ ବାର୍ଷିକୀ ଲାଗି କେକ କଟା ଘଟଣା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri