ଆତଙ୍କ ଖେଳାଛନ୍ତି ୨୯ଟିକିଆ ହାତୀପଲ: ଭାଙ୍ଗିଲେ ଘର ଖାଇଲେ ଧାନ, ଚାଉଳ

ପାଟଣା,୧୯।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ   ଏକ ୨୯  ଟିକିଆ ବଣୁଆ ହାତୀପଲ ଅଞ୍ଚଳରେ ଆତଙ୍କ ଖେଳାଛନ୍ତି।  ଶୁକ୍ରବାର ବିଳମ୍ବିତ ରାତିରେ  ହାତୀପଲ ପଶି ଗ୍ରାମରେ ୨ ଜଣଙ୍କ ଘରଭାଙ୍ଗି ଦେଇଛନ୍ତି। ଘରୁ ଧାନ ଓ ଚାଉଳ ଖାଇ ନଷ୍ଟ କରିଦେଇଛନ୍ତି।  ଗ୍ରାମର ଏକ ଆଜବେଷ୍ଟସ ଘର ଓ ଏକ ଟାଇଲ ଘରକୁ ଭାଙ୍ଗି ଦେଇଛନ୍ତି।
ଘର ଭିତରେ ଲୋକେ ଶୋଇଥିବା ସମୟରେ ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଏବେ ହାତୀପଲ ସରାସପଶି  ଗାଁ ନିକଟରେ କାଜୁ ଜଙ୍ଗଲରେ ଡେରା ପକାଇଛନ୍ତି। ଗାଁ ନିକଟରେ ହାତୀପଲ ବୁଲୁଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ହାତୀପଲଙ୍କ  ଉପରେ ବନ ବିଭାଗ ନଜର ରଖିଛି।

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri