ଭୁବନେଶ୍ୱରୁ ଆଜି ପୁଣି ୨୯୦ ପଜିିଟିଭ୍‌ ଚିହ୍ନଟ: ବଢ଼ୁଛି ଲୋକାଲ କେସ୍‌ ସଂଖ୍ୟା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୨୯୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୯ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୧୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୫୪୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୧୮୯୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ

ପାଟଣା,୩।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଘଟଗାଁ ପୋଲିସ ଘଟଣାରେ...

କରୋନା ଟିକା ନେଲେ ନପୁଂସକ ହେବା ଭୟ: ଟିକାକେନ୍ଦ୍ର ପଡ଼ିଛି ଖାଲି..

ମୁମ୍ବାଇ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନ କେତେକ...

ଅଗଷ୍ଟରେ ଆସିବେ ଆନ୍ନାକୋଣ୍ଡା, ନାଇହର୍ନ କୁମ୍ଭୀର, ଜିରାଫ

ନରାଜ,୨୩।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସନ୍ତା ଅଗଷ୍ଟ ଶେଷ ସୁଦ୍ଧା ଅନେକ ନୂଆ ଅତିଥି ଆସିବେ। ସେଥିରୁ ଚେନ୍ନାଇର କ୍ରୋକୋଡାଇଲ ବ୍ୟାଙ୍କସ ଟ୍ରଷ୍ଟ ଚେନ୍ନାଇରୁ ଏକ...

ବଡ଼ବଡିଆଙ୍କୁ ଛାଡ଼,ଛୋଟ ବ୍ୟବସାୟୀଙ୍କୁ ମାଡ଼

ଖଇରା, ୨୯।୩(ଡି.ଏନ.ଏ.)-ଏବେ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି । ଖଇରା ସମେତ ବିଭିନ୍ନ ବଜାରରେ ଦୋକାନ ବଜାର ବନ୍ଦ ଥିବା...

୨୧ରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୧୫।୩ – ଆସନ୍ତା ୨୧ ତାରିଖରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା...

ଜଳିବାକୁ ଅମଙ୍ଗ ରାବଣ; କର୍ମଚାରୀ ଦଣ୍ଡିତ

ରାୟପୁର,୮।୧୦: ବେଶ୍‌ ଆନନ୍ଦ ଉଲ୍ଲାସରେ ଦେଶବ୍ୟାପୀ ଦଶହରା ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାବଣପୋଡ଼ି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ, ଯେଉଁଥିରେ ଲଙ୍କେଶ୍ୱରଙ୍କ ଦଶ ମୁଣ୍ଡ...

କରୋନା ଗୀତକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ପ୍ରାଣଘାତୀ କରୋନା ଭୂତାଣୁକୁ ନେଇ ଲୋକ ଆତଙ୍କିତ ଅବସ୍ଥାରେ ଥିବାବେଳେ ଏକ ମ୍ୟୁଜିକ କମ୍ପାନୀ କରୋନା ଭାଇରସକୁ ଝିଅ ସହ ତୁଳନା କରି...

ଅପହୃତ ଜୁନିୟର ଇଞ୍ଜିନିୟରଙ୍କୁ ଜଙ୍ଗଲରେ ଖୋଜୁଛନ୍ତି ସ୍ତ୍ରୀ

ମାଲକାନଗିରି,୧୪ା୧୧(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଅପହରଣ କରିନେଇଛନ୍ତି। ତାଙ୍କୁ ଉଦ୍ଧାର କରିବାରେ ପୋଲିସ ପ୍ରଶାସନ ଫେଲ୍‌ ମାରିବା...

Advertisement
Archives

Model This Week