ପୋଖରୀରେ ବିଷ : ମରି ଭାସୁଛନ୍ତି ମାଛ

ଖଣ୍ଡପଡ଼ା,୨୪ା୬(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତ ନିକଟସ୍ଥ ଭରତ ସାମନ୍ତରାୟ ପୋଖରୀରେ କେହି ଦୁର୍ବୃତ୍ତ ବିଷ ପକାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିଯୋଗୁ ରବିବାର ସକାଳେ ପ୍ରଚୁର ମାଛ ମରି ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସୂଚନାଯୋଗ୍ୟ, ସ୍ଥାନୀୟବାସୀ ବିପିନ ବେହେରାଙ୍କ ଗୋଷ୍ଠୀ ପୋଖରୀ ନିଲାମ ନେଇଛନ୍ତି। ତେବେ ଏହା ବିରୋଧରେ କେହି ପ୍ରତିହିଂସା ପରାୟଣ ହୋଇ ଶନିବାର ବିଳମ୍ବିତ ରାତିରେ ବିଷ ପକାଇ ଦେଇଥିବା ଶ୍ରୀ ବେହେରା ଅଭିଯୋଗ କରିଛନ୍ତି। ପ୍ରାୟ ୨ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମାଛ ବିଷ ପ୍ରଭାବରେ ମରି ଭାସୁଥିବା ନେଇ ବେହେରା କଣ୍ଟିିଲୋ ଫାଣ୍ଡିରେ ଅଭିଯୋଗ କରିଛନ୍ତି।


All Right Reserved By Dharitri.Com

ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

ହାଇଦ୍ରାବାଦ,୨୮ା୩(ଆଇଏଏନ୍‌ଏସ୍‌): ତେଲେଙ୍ଗାନାରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସାଧାରଣ ନିର୍ବାଚନର ମଇଦାନକୁ ଓହ୍ଲାଇଛି। ବିରୋଧୀ...

ଅଗ୍ନି ବିପନ୍ନଙ୍କୁ ମିଳୁନି ସହାୟତା: ଗୋଟିଏ ଘରେ ଗାଈ-ମଣିଷ

ନାଉଗାଁ,୧୯ା୬(ସ୍ବ.ପ୍ର.): ନାଉଗାଁ ବ୍ଲକ ନୂଆଗାଁ ପଞ୍ଚାୟତ ଭାସିଆକୁଦ ଗ୍ରାମର ବଟକୃଷ୍ଣ ଜେନା। ପରିବାର କହିଲେ ସ୍ତ୍ରୀ, ପିଲାଛୁଆ ଓ ଭାଇ କେଦାର, ଭାଉଜ ଓ ସେମାନଙ୍କ...

ନେତାଙ୍କ ନାଁରେ ଧମକାଉଛନ୍ତି ଡାକ୍ତର

ଜଗତ୍‌ସିଂହପୁର ଅଫିସ,୭ା୬: ଜଗତ୍‌ସିଂହପୁରରେ ଡାକ୍ତରମାନେ ନେତାଙ୍କ ନାଁ କହି କାମ ନ କରିବାକୁ ଧମକାଉଛନ୍ତି। ଏଭଳି ଅଭିଯୋଗ ଉଠାଇଛନ୍ତି ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମ୍‌ଓ)...

ପାରାଦୀପ ପୌର ପାଳିକାର ବାର୍ଷିକ ବଜେଟ : ୫୭ କୋଟି ୮୨ଲକ୍ଷର ବ୍ୟୟ ଅଟକଳ

ପାରାଦୀପ,୯ା୭(ସ୍ବ.ପ୍ର.): ଆଉ ୭ ମାସ ପରେ ପୌର ନିର୍ବାଚନ ହେବାର ସମ୍ଭାବନା ଥିବାବେଳେ ସୋମବାର ପାରାଦୀପ ପୌର ପାଳିକା ପକ୍ଷରୁ ୨୦୧୯-୨୦ ଆର୍ଥତ୍କ ବର୍ଷ ପାଇଁ...

ପିଆଇସିଟି ଆଗରେ ଶ୍ରମିକଙ୍କ ଆନ୍ଦୋଳନ

ପାରାଦୀପ,୧୦ା୭(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ୩୦ ବର୍ଷିୟା ଲିଜ୍‌ ନେଇଥିବା କମ୍ପାନୀ ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ) ଆଗରେ ମଙ୍ଗଳବାର ୩୦୦ରୁ ଊର୍ଦ୍ଧ୍ୱ ଠିକା ଶ୍ରମିକ...

ରାଜନଗର ବନ୍ଦ ସଫଳ

ରାଜନଗର,୨୧।୬(ଡି.ଏନ୍‌.ଏ.): ରାଜନଗର ବ୍ଲକ ବିଜୁ ଜନତା ଦଳ, ବୃଦ୍ଧିଜୀବୀ, ଯୁବଛାତ୍ରଙ୍କ ଆହ୍ବାନ କ୍ରମେ ଶୁକ୍ରବାର ୬ ଘଣ୍ଟିଆ ରାଜନଗର ବନ୍ଦ କରାଯାଇଛି। ସକାଳ ୬ଟାରୁ ୧୨...

କାୟା ବିସ୍ତାର କରୁଛି ବ୍ରାଉନସୁଗାର: କୋରେକ୍ସ ଓ ମାଦକ ଦ୍ରବ୍ୟ କବଳରେ ଯୁବପିଢ଼ି; ପୋଲିସ ତରଫରୁ ହେଉନି ଚଢ଼ାଉ

ନୟାଗଡ଼ ଅଫିସ,୫ା୭- ନୟାଗଡ଼ ଜିଲାରେ ଧଳା ଜହର (ବ୍ରାଉନ ସୁଗାର) କାୟା ବିସ୍ତାର କରିବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରେ ନିଶା ପାଇଁ ଯୁବକମାନେ ଏହାକୁ...

ନୀଳାଦ୍ରି ବିଜେ: ମାହାରୀ ନୃତ୍ୟ ଓ ଭଜନ ସନ୍ଧ୍ୟା

ଭାପୁର,୧୬ା୭(ଡି.ଏନ୍‌.ଏ.)-ନୟାଗଡ଼ ଜିଲା ଭାପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଆୟୋଜିତ ହୋଇଥିଲା। ଭାପୁର ବଜାରସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର କମିଟି ତରଫରୁ ଠାକୁରଙ୍କ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *