Posted inଖେଳ

ଫେଡରରଙ୍କୁ ୧୦ମ ହାଲେ ଏଟିପି ଟାଇଟଲ

ହାଲେ ଓ୍ବେଷ୍ଟଫଲେନ (ଜର୍ମାନୀ), ୨୪ା୬ (ଏଏଫ୍‌ପି)-ରୋଜର ଫେଡରର ହାଲେ ଏଟିପି ଇଭେଣ୍ଟ ଜିତିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ବେଲଜିୟମର ଡେଭିଡ୍‌ ଗଫିନଙ୍କୁ ୭-୬ (୭/୨), ୬-୧ ସେଟ୍‌ରେ ପରାସ୍ତ କରିଛନ୍ତି। ଏଥିସହିତ ଏଠାରେ ସେ ୧୦ମ ଥର ପାଇଁ ଚାମ୍ପିୟନ ହୋଇପାରିଛନ୍ତି। ୩୭ ବର୍ଷୀୟ ଫେଡରର କହିଛନ୍ତି, ଏହାପୂର୍ବରୁ କୌଣସି ଟୁର୍ନାମେଣ୍ଟ ୧୦ ଥର ଜିତିବାରେ ସମର୍ଥ ହୋଇ ନ ଥିଲି। ସୁଇସ୍‌ ଟେନିସ ଷ୍ଟାରଙ୍କର ଏହା ହେଉଛି କ୍ୟାରିୟରର ୧୦୨ତମ ଟାଇଟଲ। ଆସନ୍ତା ମାସରେ ଫେଡରର ଲଣ୍ଡନରେ ତାଙ୍କ ୯ମ ଓ୍ବିମ୍ବେଲଡନ ଟାଇଟଲ ଅଭିଯାନ ଆରମ୍ଭ କରିବେ।


All Right Reserved By

Posted inଖେଳ

ରାଜ୍ୟ କ୍ରିକେଟ ଦଳ ଚୟନ ଶିବିରରେ ଗଞ୍ଜାମରୁ ୬ ଖେଳାଳି

ବ୍ରହ୍ମପୁର ଅଫିସ,୮।୮: କଟକଠାରେ ଶୁକ୍ରବାରଠାରୁ ଓଡ଼ିଶା ୧୬ ବର୍ଷରୁ କମ୍‌ କ୍ରିକେଟ ଦଳ ଚୟନ ପାଇଁ ଶିବିର ଆୟୋଜିତ ହେଉଛି। ଏହି ଶିବିରରେ ଭାଗ ନେବା...

ନୂଆ ଜର୍ସିରେ ବିରାଟ ବାହିନୀ

ବର୍ମିଂହାମ,୨୯।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଦଳର ଅନ୍ୟ ସଦସ୍ୟମାନେ ପ୍ରଥମ ଥର ଲାଗି ନୂଆ...

ସ୍ବତନ୍ତ୍ର କ୍ଲବରେ ମାଲିଙ୍ଗା

ଲିଡ୍ସ,୨୧।୬: ଶ୍ରୀଲଙ୍କାର ଅଭିଜ୍ଞ ପେସର ଲସିଥ ମାଲିଙ୍ଗା ଏକ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏଠାରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ୪ ଉଇକେଟ...

ଏସିଆନ୍‌ ବକ୍ସିଂ: ଫାଇନାଲରେ ୬ ଭାରତୀୟ

ବ୍ୟାଙ୍କକ୍‌, ୨୬।୪(ପି.ଟି.)- ଏଠାରେ ଚାଲିଥିବା ଏସିଆନ୍‌ ବକ୍ସଂ ଚାମ୍ପିୟନଶିପ୍‌ରେ ଗୁରୁବାର ୬ଜଣ ଭାରତୀୟ ବକ୍ସର ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଏହି ଚାମ୍ପିୟନଶିପ୍‌ରେ ଭାରତ ପାଇଁ...

ଶାସ୍ତ୍ରୀଙ୍କ ସ୍ବତନ୍ତ୍ର ଅନୁରୋଧ

ମୁମ୍ବାଇ,୧୭।୮: ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀଙ୍କୁ ପୁଣି ଥରେ ଭାରତୀୟ ଦଳର କୋଚ୍‌ ନିଯୁକ୍ତ କରାଯାଇଛି। ତାଙ୍କୁ ୨୦୨୧ ଟି୨୦ ବିଶ୍ୱକପ୍‌ ପର୍ଯ୍ୟନ୍ତ ଦଳର ଦାୟିତ୍ୱ...

ଯୁବରାଜଙ୍କ ଅବସର ଚିନ୍ତା

ନୂଆଦିଲ୍ଲୀ, ୨୦।୫(ପି.ଟି.)- ସୀମିତ ଓଭର କ୍ରିକେଟରେ ଭାରତର ଅନ୍ୟତମ ଶ୍ରେଷ୍ଠ କ୍ରିକେଟର ଯୁବରାଜ ସିଂ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରିବା ଲାଗି ଗୁରୁତର ସହ...

କାଜାକସ୍ତାନ, କିର୍‌ଗିଜସ୍ତାନ ଇଭେଣ୍ଟରେ ଭାଗ ନେବେ ଦୂତୀ

ନୂଆଦିଲ୍ଲୀ, ୨୭ା୬ (ପି.ଟି.)-ଆସନ୍ତା ମାସରେ କାଜାଖସ୍ତାନ ଓ କିର୍‌ଗିଜସ୍ତାନରେ ହେବାକୁଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେବା ଲାଗି ମନୋନୀତ ଆଥ୍‌ଲେଟମାନଙ୍କ ମଧ୍ୟରେ ଅଛନ୍ତି ସ୍ପ୍ରିଣ୍ଟର ଦୂତୀ...

ଶ୍ରୀଲଙ୍କା ପ୍ରଶଂସକଙ୍କ ସହ ଜନ୍ମଦିନ ପାଳିଲେ ଓ୍ବିଲିୟମସନ

କଲମ୍ବୋ,୯।୮- ନିକଟରେ ଶେଷ ହୋଇଥିବା ଆଇସିସି ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଦଳକୁ ଫାଇନାଲରେ ପହଞ୍ଚାଇଥିବା ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ପ୍ରଶଂସକଙ୍କ ସଂଖ୍ୟା ବିଶ୍ୱରେ ବୃଦ୍ଧି ପାଇବାରେ ଲାଗିଛି।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *