ଏକାଗ୍ରତା ବଢ଼ାଏ ସଙ୍ଗୀତ

ଭାରାକ୍ରାନ୍ତ ମନକୁ ଅନେକାଂଶରେ ହାଲ୍‌କା କରିଥାଏ ସଙ୍ଗୀତ। ତେଣୁ ଅବସର ସମୟରେ ଅନେକେ ମନ ପସନ୍ଦର ସଙ୍ଗୀତ ଶୁଣିବାକୁ ପସନ୍ଦ କରିଥାଆନ୍ତି। ଏଭଳି ଅଭ୍ୟାସ ଜଣେ ବ୍ୟକ୍ତିର ଏକାଗ୍ରତା ଉପରେ ସୁପ୍ରଭାବ ପକାଇଥାଏ। କୌଣସି କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଯଦି ଜଣେ ମନ ପସନ୍ଦର ଗୀତ ଶୁଣନ୍ତି ତେବେ କୌଣସି କାମ କରିବା ସମୟରେ ଏକାଗ୍ରତା ଆହୁରି ବଢ଼ିଥାଏ । ‘ଏକାଗ୍ରତା ଏବଂ ସଙ୍ଗୀତ’ ବିଷୟ ଉପରେ ଲଣ୍ଡନ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇଟି ଗ୍ରୁପ୍‌ରେ ବିଭକ୍ତ କରି ଗୋଟିଏ ଗ୍ରୁପ୍‌ର ବ୍ୟକ୍ତିମାନଙ୍କୁ ପ୍ରତିଦିନ କିଛି ସମୟ ନିଜ ମନ ପସନ୍ଦର ଗୀତ ଶୁଣିବାକୁ ପରାମର୍ଶ ଦେଇଥିଲେ। ଆଶ୍ଚର୍ଯ୍ୟଜନକ ଭାବରେ କାମ କରିବା ସମୟରେ ସେମାନଙ୍କ ମଧ୍ୟରୁ କେତେକ ବ୍ୟକ୍ତିଙ୍କର ଏକାଗ୍ରତା ଆହୁରି ବଢ଼ିଥିଲା ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


All Right Reserved By Dharitri.Com

କଚି ମିର୍ଚି କା ମୁର୍ଗ

ପୁରୀକୁ ପ୍ରତିଦିନ ଦେଶ ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରାଯାଏ। ତେବେ...

ତମାଖୁ ସେବନଓ ଫୁସ୍‌ଫୁସ୍‌ ଧୂଆଁ

ଆମ ଶରୀରରେ ଫୁସ୍‌ଫୁସ୍‌ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥାଏ। ଏହା ରକ୍ତରେ ଥିବା ହିମୋଗ୍ଲୋବିନକୁ ଅମ୍ଳଜାନ ସଂଯୁକ୍ତ କରିଥାଏ- ଅର୍ଥାତ୍‌ ହୃଦ୍‌ଯନ୍ତ୍ରରୁ ଆସୁଥିବା ଅପରିଷ୍କାର ରକ୍ତ...

କର୍କଟରୁ ଦୂରେଇ ରଖେ ଏହି ଚଟଣି…

ଅନେକ ସମୟରେ ଆମେ ବିଭିନ୍ନ ପ୍ରକାର ଚଟଣିକୁ ଖାଦ୍ୟରେ ସାମିଲ କରିଥାଉ। ଯାହା ଖାଦ୍ୟର ସ୍ବାଦ ବଦଳାଇ ଦେବା ସହ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର...

ଶୀତଦିନେ ଏସବୁ କରିବା ମନା…

ଶୀତଦିନେ କେତେକ କାମ ନ କରିବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏସବୁ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଶୀତଦିନେ ସକାଳୁ ଗରମ ପାଣିରେ...

ଏସିଡିଟି ଦୂର କରେ ଚୁଇଙ୍ଗମ୍‌

ବ୍ୟସ୍ତବହୁଳ ଜୀବନ ଶୈଳୀ ଅନେକ ରୋଗର କାରଣ ପାଲଟୁଛୁ। ହେଲେ ସାମାନ ମାତ୍ର ସାବଧାନତା ଅନେକ ରୋଗକୁ ଦୂରେଇ ଦେଇଥାଏ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି।...

ପହଁରିଲେ ସୁସ୍ଥ ରହେ ହୃତ୍‌ପିଣ୍ଡ

ଯଦି ଆପଣଙ୍କୁ ପହଁରିବା ପସନ୍ଦ ଥାଏ, ତେବେ ଖୁସି ହୋଇଯାନ୍ତୁ। କାରଣ ଏହା ହୃତ୍‌ପିଣ୍ଡ ଫିଟ୍‌ ରଖିବାରେ ସବୁଠୁ ଉତ୍ତମ ବ୍ୟାୟାମ୍‌। ନିକଟରେ ଆମେରିକାର ହାର୍ଭାର୍ଡ...

ଜାଣନ୍ତୁ ଜୁସ ପିଇବାର ଉପଯୁକ୍ତ ସମୟ

ବିଭିନ୍ନ ପ୍ରକାର ଫଳର ଜୁସ ପିଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ବିଭିନ୍ନ ରୋଗରୁ ମୁକ୍ତି ପାଇବା ପାଇଁ ପ୍ରାକୃତିକ ଭାବେ ଏହି ଜୁସ ସାହାଯ୍ୟ...

ମଧୁମେହରେ କିଡ୍‌ନୀ ସମସ୍ୟା

”ଡାଇବେଟିସ୍‌(ମଧୁମେହ) ରୋଗୀଙ୍କ କିଡ୍‌ନୀ ଆକ୍ରାନ୍ତ ହେଲେ ସର୍ବପ୍ରଥମେ ପରିସ୍ରାରେ ଅଧିକ ମାତ୍ରାରେ ଆଲ୍‌ବୁମିନ୍‌ ନାମକ ଏକ ପ୍ରୋଟିନ ନିଷ୍କାସିତ ହୋଇଥାଏ। ତେଣୁ ପ୍ରତ୍ୟେକ ଡାଇବେଟିସ ରୋଗୀଙ୍କ...

Leave a comment

Your email address will not be published. Required fields are marked *