ରାଜ୍ୟରେ କୁମୁଛି ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୨୯୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ପିଲା ରହିଛନ୍ତି। ସେହିପରି ୧୭୧ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୨୨ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୯ ଥିବା ବେଳେ ଅନୁଗୋଳରୁ ୩୫, ବାଲେଶ୍ୱରରୁ ୯, ବରଗଡ଼ରୁ ୩, ଭଦ୍ରକରୁ ୪, ବଲାଙ୍ଗୀରରୁ ୩, ବୌଦ୍ଧରରୁ ୧, କଟକରୁ ୩, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୨୫, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୩, ଯାଜପୁରରୁ ୧୮, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୨୦,କୋରାପୁଟରୁ ୧, ମୟୂରଭଞ୍ଜରୁ ୧୨, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨, ନୂଆପଡ଼ାରୁ ୪, ପୁରୀରୁ ୧, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୨୫, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୧୫ ଏବଂ ଷ୍ଟେଟ ପୁଲ୍‌ରୁ ୭ ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ…

ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri