ରାଜ୍ୟରେ କୁମୁଛି ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୨୯୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ପିଲା ରହିଛନ୍ତି। ସେହିପରି ୧୭୧ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୨୨ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୯ ଥିବା ବେଳେ ଅନୁଗୋଳରୁ ୩୫, ବାଲେଶ୍ୱରରୁ ୯, ବରଗଡ଼ରୁ ୩, ଭଦ୍ରକରୁ ୪, ବଲାଙ୍ଗୀରରୁ ୩, ବୌଦ୍ଧରରୁ ୧, କଟକରୁ ୩, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୨୫, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୩, ଯାଜପୁରରୁ ୧୮, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୨୦,କୋରାପୁଟରୁ ୧, ମୟୂରଭଞ୍ଜରୁ ୧୨, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨, ନୂଆପଡ଼ାରୁ ୪, ପୁରୀରୁ ୧, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୨୫, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୧୫ ଏବଂ ଷ୍ଟେଟ ପୁଲ୍‌ରୁ ୭ ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହେଲେ ହକି ଖେଳାଳି

ଢେଙ୍କାନାଳ ଅଫିସ, ୧୧ା୩ ଢେଙ୍କାନାଳ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଦ୍ୱିତୀୟ ନାଭାଲ ଟାଟା ହକି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ୭ ମହିଳା ହକି ଖେଳାଳି ଗ୍ୟାସ୍‌ଟ୍ରାଇଟ୍‌ର ଶିକାର...

କାନ୍ଦି କାନ୍ଦି ଟ୍ରେନ୍‌ ଆଗକୁ ଡେଇଁପଡ଼ିଲେ ଯୁବତୀ

ରେଢାଖୋଲ,୧୩।୧୧(ଡି.ଏନ୍‌.ଏ.): ରେଢାଖୋଲ ରେଳ ଷ୍ଟେଶନ ନିକଟରେ ଶନିବାର ଜଣେ ଯୁବତୀ ଏକ ମାଲବାହୀ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ରେଳବାଇ ପୋଲିସ ଯୁବତୀଙ୍କ ମୃତଦେହ...

ବଡ଼ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କଲା ପୋଲିସ

କୋରାପୁଟ, ୫ା୨: କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବୋରିଗି ଅଞ୍ଚଳରୁ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀକୁ ପୋଲିସ ଜବତ କରିଛି।...

ଉତ୍ସବ ପରି ଉତ୍ସାହ

ଅନୁଗୋଳ/ ଢେଙ୍କାନାଳ ଅଫିସ, ୮ା୬ ମହାମାରୀ କରୋନାରୁ ଟିକା ହିଁ ସୁରକ୍ଷା ଦେଇପାରିବ। ଲୋକଙ୍କ ମନରେ ଏହି ବିଶ୍ୱାସ ଭରିବାରେ ସରକାର ସଫଳ ହୋଇଛନ୍ତି। ବିଶେଷଜ୍ଞମାନଙ୍କ...

ଜୁନ୍‌ ୩୦ ଯାଏ ଚାଲିବ ରବି ଧାନ କିଣା

ଭୁବନେଶ୍ୱର,୯।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟର ୧୭ ଜିଲାରେ ରବି ଧାନ ସଂଗ୍ରହ ଚାଲିଛି। ୮ଜୁନ୍‌ ପର୍ଯ୍ୟନ୍ତ ୧୦ ଲକ୍ଷ ୯୧ ହଜାର ମେଟ୍ରିକ୍‌ ଟନ୍‌ ଧାନ କିଣା...

ଚେକିଂ ଢିଲା,ସୁଧୁରୁନି ବ୍ୟବସ୍ଥା

ବାରିପଦା ଅଫିସ, ୬ା୩- ୨ଟି ପର୍ଯ୍ୟାୟରେ ରାଜ୍ୟ ସରକାର ସଂଶୋଧିତ ମୋଟର ଯାନ ଆଇନକୁ ୬ ମାସ କୋହଳ କରିଥିଲେ। ଗତ ରବିବାର କଣ୍ଟ ପୂରିଲା...

ପ୍ରତିଶ୍ରୁତି ଦେଇଥିବା ଅଧିକାରୀଙ୍କୁ ପାଇଲେନି: ଲୋକେକାର୍ଯ୍ୟ ବନ୍ଦକରି ବିଦ୍ୟୁତ୍‌ ଅଫିସ ଘେରିଲେ

ଭୁବନେଶ୍ୱର, ୧୪ା୫(ବ୍ୟୁରୋ)- ତାରିଖ ପରେ ତାରିଖ ଘୁଞ୍ଚୁଛି। ହେଲେ ମିଳିପାରୁନି ବିଦ୍ୟୁତ୍‌ ସେବା। ବାତ୍ୟା ପରଠାରୁ ବିନା ବିଦ୍ୟୁତ୍‌ରେ ଛଟପଟ ହେଉଥିବା ବିପନ୍ନମାନେ ଧୈର୍ଯ୍ୟହରାଇ ଆନ୍ଦୋଳନାତ୍ମକ...

୩୧ ଲକ୍ଷଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର(ବ୍ୟୁରୋ)/ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୬ା୧୧: ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅନ୍ତର୍ଗତ ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ଯୋଡ଼ିହୋଇଛି ବାଲେଶ୍ୱର ଏବଂ...

Advertisement
Archives

Model This Week