Posted inଜାତୀୟ

ସଂସଦରେ ଆଗତ ହେଲା ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୨୪।୬: ସଂସଦରେ ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ୍‌ ସମେତ ଆଧାର ସଂଶୋଧନ ତଥା ଅନ୍ୟ ବିଲ୍‌ ଆଗତ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ପକ୍ଷରୁ ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ କିଶନ ରେଡ୍ଡୀ ଆଗତ କରିଥିଲେ। ସେହିପରି ଆଧାର ସଂଶୋଧନ ବିଲ୍‌ ରବିଶଙ୍କର ପ୍ରସାଦଙ୍କ ଦ୍ୱାରା ଲୋକ ସଭାରେ ଆଗତ ହୋଇଛି।


All Right Reserved By Dharitri.Com

ନିଜେ ଫିଟ୍‌ ଥିବା ଦର୍ଶାଇଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୭।୭: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ରବିବାର ତାଙ୍କ ଫିଟ୍‌ନେସ୍‌ର ଅସଲ ଗୁମର ଖୋଲିଛନ୍ତି। ସେ ତାଙ୍କ ଟୁଇଟର ଆକାଉଣ୍ଟରେ ସ୍କ୍ବାସ୍‌ ଖେଳୁଥିବାର ଏକ...

ଦେଶର ୪ ରାଜ୍ୟର ବାଦୁଡ଼ିଙ୍କଠାରେ କରୋନା ଭୂତାଣୁ !

ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଦେଶର ୫ଟି ରାଜ୍ୟରେ ବାଦୁଡ଼ିଙ୍କଠାରେ କରୋନା ଭୂତାଣୁ ଥିବା ଭାରତୀୟ ଗବେଷକ ସୂଚନା...

ଗଡସେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ, ପ୍ରଜ୍ଞା ତାଙ୍କ ଆତ୍ମାକୁ ହତ୍ୟା କଲେ: କୈଳାସ ଶତ୍ୟାର୍ଥୀ

ନୂଆଦିଲ୍ଲୀ,୧୮।୫: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ କମଲ ହାସନ ଦେଇଥିବା ବୟାନ ପରେ ରାଜନୀତି ହୋଇଥିଲା ସରଗରମ। ହାସନ ନାଥୁରାମ ଗଡସେଙ୍କୁ ପ୍ରଥମ...

ଇନୋଭେଶନ ଇଣ୍ଡେକ୍ସ:ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ

ନୂଆଦିଲ୍ଲୀ,୧୮-୧୦:ରାଜ୍ୟଗୁଡ଼ିକର ଇନୋଭେଶନ ସାମର୍ଥ୍ୟ ଓ ପ୍ରଦର୍ଶନକୁ ତଉଲିବା ଲାଗି ନୀତି ଆୟୋଗ ପକ୍ଷରୁ ଗୁରୁବାର ପ୍ରଥମ ଥର ଭାରତର ନବପ୍ରବର୍ତ୍ତନ ସୂଚକାଙ୍କ (ଇନୋଭେଶନ ଇଣ୍ଡେକ୍ସ) ପ୍ରକାଶ...

କୁଳଭୂଷଣଙ୍କୁ କୂଟନୈତିକ ସହଯୋଗ ମାମଲା: ସର୍ତ୍ତକୁ ନେଇ ବଢୁଛି ଅଡ଼ୁଆ

ଇସ୍‌ଲାମାବାଦ,୪ା୮(ପି.ଟି.): ପାକିସ୍ତାନ ସେନା ଅଦାଲତରେ ମୃତ୍ୟୁ ଦଣ୍ଡାଦେଶ ପାଇ ବନ୍ଦିଥିବା ଭାରତର ପୂର୍ବତନ ସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ କୂଟନୈତିକ ସହାୟତା ଯୋଗାଇ ଦେବା ଲାଗି...

ପୁଣି ପାକିସ୍ତାନକୁ ଟାର୍ଗେଟ କଲେ ରାଜନାଥ

ପଞ୍ଚକୁଲା,୧୮।୮: ହରିୟାଣାର ପଞ୍ଚକୁଲାଠାରେ ରବିବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏକ ଜନସଭାକୁ ଉଦ୍‌ବୋଧନ ଦେବା ଅବସରରେ ପୁଣିଥରେ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦...

ଏବେ ସାଧାରଣ ଲୋକେ ବୁଲିପାରିବେ ସିଆଚିନ ଗ୍ଲାସିୟର

ଲେହ,୨୪।୯: ବିଶ୍ୱର ସବୁଠାରୁ ଉଚ୍ଚ ଯୁଦ୍ଧ କ୍ଷେତ୍ର ହେଉଛି ସିଆଚିନ ଗ୍ଲାସିୟର। ଯେଉଁଠାରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଥିଲା। ସିଆଚିନ୍‌ ବେସ୍‌ କ୍ୟାମ୍ପର ଉଚ୍ଚତା...

ପଶ୍ଚିମବଙ୍ଗ ନଦିଆ ଜିଲାରେ ଅଗଷ୍ଟ ୧୮ରେ ପାଳିତ ହେବ ସ୍ବାଧୀନତା ଦିବସ

କୋଲକତା,୧୫।୮: ଦେଶ ସାରା ଗୁରୁବାର ସ୍ବାଧୀନତା ଦିବସ ପାଳିତ ହେଉଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ ୧୮ରେ ସ୍ବାଧୀନତା ଦିବସ...

Leave a comment

Your email address will not be published. Required fields are marked *