Posted inଜାତୀୟ

ମୁମ୍ବାଇ ବିସ୍ଫୋରଣର ଅଭିଯୁକ୍ତ ଅବଦୁଲ ଗନି ମୃତ

ମୁମ୍ବାଇ,୨୫।୪: ୧୯୯୩ରେ ମୁମ୍ବାଇରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣର ଅଭିଯୁକ୍ତ ଅବଦୁଲ ଗନି ତୁର୍କଙ୍କ ମୃତ୍ୟୁ ହୋଇଛି। ଗୁରୁବାର ନାଗପୁରର ଜିଏମ୍‌ସି ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୋଷୀ ସାବସ୍ତ ହେବା ପରଠାରୁ ସେ ନାଗପୁର ସେଣ୍ଟ୍ରାଲ ଜେଲରେ ବନ୍ଦୀ ଭାବେ ଜୀବନ କାଟୁଥିଲେ।


All Right Reserved By

ଛତିଶଗଡ଼ରେ ପୋଲିସ-ମାଓବାଦୀ ମୁହାଁମୁହିଁ

କାଙ୍କେର,୧୪।୬: ଛତିଶଗଡ଼ର କାଙ୍କେର ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନକାଉଣ୍ଟରରେ ୨ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି।...

ଭୋଟ ବର୍ଜନ କଲେ ଚାନ୍ଦୋରା ଗ୍ରାମବାସୀ

ପାଟନା,୧୯।୫: ବିହାରର ନାଳନ୍ଦା ଜିଲା ରାଜଗିର ବ୍ଲକରେ ଥିବା ଚାନ୍ଦୋରା ଗ୍ରାମର ୨୯୯ ନମ୍ବର ବୁଥ୍‌ରେ କେହି ଭୋଟ ଦେଇ ନ ଥିବା ସୂଚନା ମିଳିଛି।...

ପାକିସ୍ତାନ ଜେଲରୁ ମୁକୁଳିବେ କି କୁଳଭୂଷଣ, ଆଜି ଆସିବ ରାୟ

ନୂଆଦିଲ୍ଲୀ, ୧୭।୭: ପାକିସ୍ତାନ ଜେଲରେ ବନ୍ଦୀ ଥିବା କୁଳଭୂଷଣ ଯାଦବଙ୍କ ସମ୍ପର୍କିତ ମାମଲାର ଗୁରୁତ୍ୱପୂର୍ଣ୍ଣ ରାୟ ଇଣ୍ଟନ୍ୟାସନାଲ କୋର୍ଟ ଅଫ ଜଷ୍ଟିସ(ଆଇସିଜେ)ରେ ବୁଧବାର ପ୍ରକାଶ ପାଇବ।...

ନାଥୁରାମ ଗଡସେ ଥିଲେ ଜଣେ ରାଷ୍ଟ୍ରବାଦୀ: ଭାଜପା ବିଧାୟକ

ଇନ୍ଦୋର, ୨୯।୫: ଭାଜପା ସାଂସଦ ସ୍ବାଧୀ ପ୍ରଜ୍ଞା ଠାକୁରଙ୍କ ପରେ ଆଉ ଜଣେ ଭାଜପା ବିଧାୟକ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ରାଷ୍ଟ୍ରବାଦୀ କହି...

ନମାଜ ପଢୁଥିବାବେଳେ ଚଢିଗଲା କାର୍‌

ନୂଆଦିଲ୍ଲୀ, ୫।୬: ବୁଧବାର ସାରା ଦେଶରେ ଇଦ୍‌-ଉଲ୍‌-ଫିତର ଧୂମଧାମରେ ପାଳନ କରାଯାଉଥିଲାବେଳେ ରାଜଧାନୀ ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଖୁରେଜିରେ ମୁସଲମାନ ସମ୍ପ୍ରଦାୟର ଲୋକେ...

ଖାଲି ପଡ଼ିଛି ୫ ଲକ୍ଷ ୨୮ ହଜାରରୁ ଅଧିକ ପୋଲିସ ପଦବୀ: ଉତ୍ତରପ୍ରଦେଶରେ ଏକ ଲକ୍ଷ; ଓଡ଼ିଶାରେ ୧୦ ହଜାର

ନୂଆଦିଲ୍ଲୀ, ୭।୭: ଦେଶରେ ୫ ଲକ୍ଷ ୨୮ ହଜାର ୩ ଶହ ୯୬ ପୋଲିସ ପଦବୀ ଖାଲି ପଡ଼ିଛି। ସେଥି ମଧ୍ୟରୁ ଉତ୍ତରପ୍ରଦେଶରେ ସର୍ବାଧିକ ଏକ...

ଚା’ ପତି କିଲୋ ୫୦ ହଜାର…

ଚା’ ପତି କିଲୋ ପୁଣି ହଜାର ହଜାର ଟଙ୍କା ଶୁଣିଲେ ଯେ କେହି ଚକିତ ହେବେ। ତେବେ ଆସାମରେ ଏଭଳି ଏକ ସ୍ବତନ୍ତ୍ର ଚା’ ପତି...

ବଳାତ୍କାର ଉଦ୍ୟମ ପଡ଼ିଲା ମହଙ୍ଗା

ପ୍ରୟାଗରାଜ,୨୫।୬: ଉତ୍ତରପ୍ରଦେଶ ପ୍ରୟାଗରାଜରେ ଦିନକୁ ଦିନ ବଳାତ୍କାର ମାମଲା ବଢ଼ିବାରେ ଲାଗିଛି। ଏହାରି ଭିତରେ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଖିରି ଥାନା ଅନ୍ତର୍ଗତ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *