Advertisement
Posted inଜାତୀୟ

ଦେଶରେ ୨୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୫ ଜଣ ବ୍ୟକ୍ତି କରୋନାରେ ମୃତ୍ୟୁବରଣ କରିଛନ୍ତି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୬୯,୭୧୫ ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୩୨,୯୧୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୬,୨୦୯ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୫୯୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍ସ ପକେଟ୍‌ରେ ରଖିଥିଲେ ମୋବାଇଲ୍‌, ଘଟିଲା ଏମିତି

ଉଜ୍ଜୟିନୀ,୧।୫: ଆଜିକାଲି ପ୍ରବଳ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳୁଛି। ମଣିଷମାନଙ୍କ ସହିତ ଉତ୍ତାପର ପ୍ରଭାବ ମୋବାଇଲ ଉପରେ ମଧ୍ୟ ପ୍ରଭାବ ପକାଇବା ଆରମ୍ଭ କରିଛି। ଯଦି...

ରାତିରେ ଶୋଇ ପାରିଲେନି ଚିନ୍ମୟାନନ୍ଦ

ଶାହାଜହାନପୁର,୨୧।୯: ଏକ ବଳାତ୍କାର ମାମଲାରେ ସ୍ବାମୀ ଚିନ୍ମୟାନନ୍ଦ ଶୁକ୍ରବାର ଜେଲ୍‌ରେ ପ୍ରଥମ ରାତି କାଟିଛନ୍ତି। ଜଣେ ଆଇନ ଛାତ୍ରୀଙ୍କ ଅଭିଯୋଗ କ୍ରମେ ଶୁକ୍ରବାର ତାଙ୍କୁ ଗିରଫ...

ଆତଙ୍କବାଦୀଙ୍କ ଗୁଳିରେ ଯବାନ ଶହୀଦ

ଶ୍ରୀନଗର,୫।୪: ଆତଙ୍କବାଦୀଙ୍କ ଆକ୍ରମଣରେ ସୋମବାର ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଜଣେ ସିଆର୍‌ପିଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଅନ୍ୟଜଣେ ଯବାନ ଆହତ ହୋଇଛନ୍ତି। ଆତଙ୍କବାଦୀ ଘଟଣା ସ୍ଥଳରୁ ଫେରାର୍‌...

ଲାଲୁ ଯାଦବ ଗୁରୁତର, ପ୍ରାର୍ଥନା ପାଇଁ ଅନୁରୋଧ କଲେ ରାବ୍ରି…

ପାଟନା, ୭।୭ : ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ ଲାଲୁ ଯାଦବଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର। ବିଳମ୍ବିତ ରାତିରେ ତାଙ୍କୁ ଦିଲ୍ଲୀର ଏମ୍ସ୍‌ରେ ଭର୍ତ୍ତି...

ଦିଦିଙ୍କ ପାଖକୁ ‘ଗେଟ୍‌ ଓ୍ବେଲ୍‌ ସୁନ୍‌’ କାର୍ଡ ପଠାଇବ ଭାଜପା

କୋଲକତା,୩।୬: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କୁ ହରଡ଼ଘଣାରେ ପକାଇବା ପାଇଁ ଭାଜପା ପକ୍ଷରୁ ଉଦ୍ୟମ କରାଯାଉଛି। ଗତ ସପ୍ତାହରେ ଜୟ ଶ୍ରୀରାମ କାର୍ଡକୁ ନେଇ ଚର୍ଚ୍ଚା ହେଉଥିବାବେଳେ...

ବିଧାନସଭା ସଚିବାଳୟକୁ ଜିନ୍ସ୍‌ ଟି ଶର୍ଟ ପିନ୍ଧି ଆସିବା ମନା, ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି…

ଲକ୍ଷ୍ନୌ,୧୭।୭: ଏଣିକି ସରକାରୀ ଅଧିକାରୀ ବିଧାନସଭା ସଚିବାଳୟକୁ ଜିନ୍ସ୍‌ ଟି ଶର୍ଟ ପିନ୍ଧି ଆସିପାରିବେ ନାହିଁ। ଏନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଉତ୍ତରପ୍ରଦେଶ...

ଗୁଜରାଟ ରାଜନୀତିରେ ପରିବର୍ତ୍ତନ ଆଣିବା ଲକ୍ଷ୍ୟ

ଅହମଦାବାଦ,୧୬।୫: ଚଳିତ ବର୍ଷ ଶେଷ ଭାଗରେ ଗୁଜରାଟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ରାଜ୍ୟ ରାଜନୀତିରେ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ଆମ୍‌ ଆଦ୍‌ମୀ ପାର୍ଟି...

ସ୍ବାମୀ କରିଥିଲେ ଏମିତି କାମ, ରକ୍ତରେ ‘ଆଇ ଲଭ୍‌ ୟୁ ବାବୁ’ ଲେଖି ସ୍ତ୍ରୀ କଲେ…

କାନପୁର,୩୦।୮: ଉତ୍ତର ପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବତୀଙ୍କ ଆତ୍ମହତ୍ୟା ଖବର ଜଣାପଡିବା ପୋଲିସ ଘଟଣାସ୍ଥଳରୁ ଏକ ସୁଇସାଇଟ୍‌...

Advertisement
Archives

Model This Week