ଗେଣ୍ଡା ପାଇଁ ଅଟକିଲା ୨୬ ଟ୍ରେନ୍‌: ହଇରାଣ ହେଲେ ୧୨ ହଜାର ଯାତ୍ରୀ

ଟୋକିଓ,୨୪।୬: ଜାପାନର ଟ୍ରେନ୍‌ ସେବା ଅତି ଉଚ୍ଚକୋଟୀର। ଏଠାରେ ହୁଏତ ବିମାନ ଉଡ଼ାଣରେ ବିଳମ୍ବ ହୋଇପାରେ ମାତ୍ର ସମସ୍ତ ଟ୍ରେନ୍‌ର ଆସିବା ଏବଂ ଛାଡିବା ସମୟ ସବୁବେଳେ ଠିକ ଥାଏ। ଟ୍ରେନ୍‌ ସମୟ ଅନୁସାରେ ଲୋକେ ନିଜର ଘଣ୍ଟା ସମୟ ଯାଞ୍ଚ୍‌ କରିଥାନ୍ତି। ତେବେ ଜାପାନରେ ୨୬ଟି ଟ୍ରେନ୍‌ ଗେଣ୍ଡା ଯୋଗୁ ଅଟକି ରହିଥିଲା। ଫଳରେ ଟ୍ରେନ୍‌ରେ ଯାତ୍ରା କରୁଥିବା ୧୨ ହଜାର ଯାତ୍ରୀ ହଇରାଣ ହୋଇଥିବା କୁହାଯାଉଛି। ଏଠାରେ ଗେଣ୍ଡା ରେଳ ଲାଇନ୍‌ ଉପରେ ଚାଲିବା ଯୋଗୁ ଶର୍ଟ ସର୍କିଟ୍‌ ହୋଇଥିଲା। ଫଳରେ ବିଦ୍ୟୁତ୍‌ ଯୋଗାଣ ବାଧାପ୍ରାପ୍ତ ହୋଇଥିଲା। ପରେ ଏହାକୁ ଠିକ କରାଯାଇ ଟ୍ରେନ୍‌ ଚଳାଚଳ କରିଥିଲା।


All Right Reserved By

ଭିନ୍ନକ୍ଷମ କଇଁଛ ପାଇଁ ସ୍ବତନ୍ତ୍ର ହ୍ବିଲ୍‌ ଚେୟାର୍‌

ଲୁସିୟାନା, ୨୩।୬:ସାଧାରଣତଃ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ହ୍ବିଲ୍‌ ଚେୟାର୍‌ ନିର୍ମାଣ କରାଯାଉଥିବା ଦେଖାଯାଏ। କିନ୍ତୁ ଲୁସିୟାନା ଷ୍ଟେଟ ୟୁନିଭରସିଟିର ଛାତ୍ର ଏବଂ ଡାକ୍ତରମାନେ ମିଶି ଏକ...

ଏନ୍‌ଏସ୍‌ଜିରେ ଭାରତର ସଦସ୍ୟତାକୁ ଚାଇନାର ବିରୋଧ

ବେଜିଂ,୨୨ା୬(ପି.ଟି.) : ଆଣବିକ ସାମଗ୍ରୀ ଯୋଗାଣକାରୀ ଗୋଷ୍ଠୀ(ଏନ୍‌ଏସ୍‌ଜି)ରେ ଭାରତକୁ ସାମିଲ କରାଯିବାର ପ୍ରଶ୍ନ ଉଠୁନାହିଁ ବୋଲି ଚାଇନା କହିବା ସହ ଭାରତର ପ୍ରବେଶକୁ ବିରୋଧ କରିଛି।...

୪୬୦ ଫୁଟ୍‌ ବ୍ରିଜ୍‌ ଭୁଶୁଡ଼ିଲା: ୬ ମୃତ

ତାଇପେଇ, ୩ା୧୦: ତାଇଓ୍ବାନ୍‌ରେ ବୁଧବାର ଏକ ବ୍ରିଜ୍‌ ଭୁଶୁଡ଼ି ପଡ଼ିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ୩ଟି ବୋଟ ଏହାଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବାବେଳେ ପ୍ରାଣ ହରାଇଥିବା...

୫୯ ବର୍ଷ ଧରି ବିପଦ ଶଙ୍କୁଳ ଅବସ୍ଥାରେ ବ୍ରିଜ୍‌ ପାରି ହେଉଛନ୍ତି ଲୋକେ

ଇସଲାମାବାଦ୍‌, ୧।୬: ପାକିସ୍ତାନରେ ରହିଛି ପୃଥିବୀର ସବୁଠାରୁ ବିପଦ ଶଙ୍କୁଳ ବ୍ରିଜ୍‌। ଏହା କାଠ ପଟା ଏବଂ ଲୁହା ଜଞ୍ଜିରରେ ନିର୍ମିତ। ୧୯୬୦ରେ ଏହି ଝୁଲା...

ହଂକଂରେ ସରକାର ବିରୋଧୀ ବିଶାଳ ର଼୍ୟାଲି

ହଂକଂ,୨୨ା୭(ଏଏଫ୍‌ପି): ହଂକଂରେ ସରକାର ବିରୋଧୀ ଆନ୍ଦୋଳନ ଥମିବା ନାଁ ଧରୁନାହିଁ। ରବିବାର ହଜାର ହଜାର ଲୋକ ସରକାର ବିରୋଧୀ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ବାହାରିଥିଲେ। ଚାଇନା...

ପତଳା ହେବାର ସୁଯୋଗ ଉଠାଇ ଜେଲ୍‌ର ବନ୍ଦୀଶାଳାରୁ ଖସିପଳାଇଲେ କଏଦୀ

ସୁକ୍ରେ,୧୨।୭: ବଲିଭିଆରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଲିସ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଜେଲ୍‌କୁ ପଠାଇଥିଲା। ଆଉ ସେଠାରେ...

ଇମ୍ରାନଙ୍କ ଧମକ: କହିଲେ, ଭାରତ ସହ ଯୁଦ୍ଧ ଚାହୁଁନୁ, ସୁଯୋଗ ମିଳିଲେ ଦେବୁ ଦୃଢ ଜବାବ

ଇସଲମାବାଦ୍‌,୯।୮: ଜମ୍ମୁ-କଶ୍ମୀରୁ ୩୭୦ ଉଚ୍ଛେଦ ପରେ ବ୍ୟତିବ୍ୟସ୍ତ ହୋଇପଡିଛି ପାକିସ୍ତାନ। ଭାରତଠାରୁ ବ୍ୟାପାରିକ ଏବଂ କୁଟନୈତିକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତ ସହ ଆମେ...

୨୦୩୦ ସୁଦ୍ଧା ରୋବଟ ଯୋଗୁ ୨ କୋଟିରୁ ଅଧିକ ଲୋକ ହରାଇବେ ଚାକିରି

ଓ୍ବାଶିଂଟନ,୨୬।୬: ଆର୍ଥିକ ବିକାଶ ପାଇଁ ଏବେ ପୃଥିବୀର ପ୍ରତି ରାଷ୍ଟ୍ରରେ ନିର୍ମାଣ ସମେତ ବିଭିନ୍ନ କ୍ଷେତ୍ରରେ ଅଟୋମେଶନ ତଥା ରୋବଟ୍‌ର ଉପଯୋଗ କରାଯାଉଛି। ଏହାଦ୍ୱାରା ନିର୍ମାଣ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *