Posted inଜାତୀୟ

ସ୍ବତନ୍ତ୍ର ପର୍ବକୁ ନେଇ ଧାନ କ୍ଷେତରେ ନାଚିଲେ ଲୋକେ

ମଙ୍ଗଲୁର,୨୪।୬: କର୍ନାଟକର ମଙ୍ଗଲୁରରେ ସୋମବାର ଶ୍ରୀ ଜ୍ଞାନ ଶକ୍ତି ସୁବ୍ରମଣ୍ୟମ୍‌ ସ୍ବାମୀ ମନ୍ଦିର ଦ୍ୱାରା ଆୟୋଜିତ ସମାରୋହ ‘କେସାର୍ଡ ଓଞ୍ଜି ଦିନା’ରେ ପିଲାଙ୍କଠାରୁ ଆରମ୍ଭ କରି ମହିଳା ଓ ଯୁବକମାନେ ଭାଗ ନେଇଥିଲେ। ଧାନ କ୍ଷେତରେ ଆୟୋଜିତ ଏହି ସମାରୋହରେ ଲୋକେ କାଦୁଅ ପାଣିରେ ଖୁବ୍‌ ନାଚି ମଜା କରିଥିଲେ। ଗତ ଶନିବାର ଏଠାରେ ମୌସୁମୀ ବର୍ଷା ହେବା ପରେ ଲୋକଙ୍କ ମଧ୍ୟରେ ଉତ୍ସବର ପରିବେଶ ଦେଖାଯାଇଛି। ଭଲ ବର୍ଷା ହେଲେ ଫସଲ ଭଲ ହେବ ବୋଲି ଚାଷୀ କହୁଥିବା ବେଳେ ଏଠାରେ ପ୍ରାୟ ୬୦ ପ୍ରତିଶତ ଜମିରେ ଧାନ ଫସଲ କରାଯାଇଥାଏ। ହେଲେ ବିଶେଷଜ୍ଞଙ୍କ କହିବା କଥା ହେଲା ଏଥର ଆଶାନୁରୂପ ବୃଷ୍ଟି ନ ହେବାର ସମ୍ଭାବନା ଥିବାରୁ ଚାଷୀ ଅନେକ କ୍ଷତି ସହିବେ।


All Right Reserved By

ସିବିଆଇକୁ ୭୮୧ କୋଟିରୁ ଅଧିକ ଅର୍ଥ

ନୂଆଦିଲ୍ଲୀ, ୬।୭: ବିଭିନ୍ନ ହାଇ ପ୍ରୋଫାଇଲ ତଥା ସମ୍ବେଦନଶୀଳ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଚଳିତ ବଜେଟରେ ୭୮୧.୦୧ କୋଟି ଟଙ୍କାର...

‘ରାହୁଲ କହିଲେ ବାରାଣସୀରୁ ଲଢ଼ିବି’

ଓ୍ବାୟାନାଡ୍‌,୨୨ା୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଲେ ବାରାଣସୀ ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିବେ ବୋଲି ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା...

ବାଚସ୍ପତିଙ୍କ ବିରୋଧରେ ଆସିପାରେ ଅନାସ୍ଥା ପ୍ରସ୍ତାବ

ବେଙ୍ଗାଲୁରୁ,୨୮ା୭(ପି.ଟି.): କର୍ନାଟକରେ ଭାଜପା ଗାଦିନସୀନ ହେବା ପରେ ଏବେ ବାଚସ୍ପତି କେ.ଆର୍‌. ରମେଶଙ୍କୁ ହଟାଇବା ଲାଗି ଅଭିଯାନକୁ ଜୋର୍‌ଦାର କରିଛି। ବାଚସ୍ପତି ଯଦି ଇସ୍ତଫା ନ...

ଜୟ ଶ୍ରୀରାମ’ ନ କହିବାରୁ ମୁସ୍‌ଲିମ ଡ୍ରାଇଭରଙ୍କୁ ମାଡ଼

ଠାଣେ,୨୮।୬: ମହାରାଷ୍ଟ୍ରରେ ଜଣେ ମୁସଲ୍‌ମାନ ଗାଡ଼ିଚାଳକଙ୍କୁ ‘ଜୟ ଶ୍ରୀରାମ’ ଉଚ୍ଚାରଣ କରିବାକୁ କହି ସ୍ଥାନୀୟ ଯୁବକମାନେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ...

ଦିପାବଳୀ ପୂର୍ବରୁ ପଞ୍ଜାବରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ୩ ସନ୍ଦିଗ୍ଧ ଗିରଫ

ଅମୃତସର,୪।୧୦: ଆସନ୍ତା ଦିବାବଳୀରେ ପଞ୍ଜାବରେ ପାକିସ୍ତାନ ଆତଙ୍କବାଦୀ ଆକ୍ରମଣ ଯୋଜନା କରିଥିବା କହିଛି ଗୁଇନ୍ଦା ବିଭାଗ। ମିଳିଥିବା ସୂଚନା ମୁତାବକ ପାକିସ୍ତାନରୁ ବାରୁଦ ଓ ବିସ୍ଫୋରଣ...

ଘରୁ ଲୁଚି ଗଣେଶଙ୍କ ପୂଜା କଲେ ଦୁଇ ମୁସଲମାନ୍‌ ନାବାଳକ

ରାୟପୁର,୪।୯: କୁହାଯାଏ ଛୋଟ ପିଲା ହେଉଛନ୍ତି ଭଗବାନଙ୍କ ରୂପ। ସେମାନଙ୍କ ମଧ୍ୟରେ କୌଣସି ଧର୍ମ,ଜାତି,ସମ୍ପ୍ରଦାୟ ଅଥବା ବର୍ଣ୍ଣ ପ୍ରତି ଜ୍ଞାନ ନ ଥାଏ। ଛତିଶଗଡ଼ ରାୟପୁରରେ...

ଭାରତର ପାକିସ୍ତାନ ଓ୍ବାଲି ଗଳିର ନାମ ପରିବର୍ତ୍ତନ ପାଇଁ ମୋଦିଙ୍କୁ ଚିଠି

ନୂଆଦିଲ୍ଲୀ,୩୧।୭: ଭାରତରେ ରହିଛି ପାକିସ୍ତାନ ଓ୍ବାଲି ଗଳି ନାମରେ ଏକ କଲୋନୀ। ଏହି କଲୋନୀ ଗ୍ରେଟର ନୋଏଡ଼ାଠାରେ ରହିଛି। ଏହାର ନାମ ନେଇ ସ୍ଥାନୀୟ ବାସିନ୍ଦାଙ୍କ...

ମହାତ୍ମାଙ୍କ ୧୫୦ ତମ ଜୟନ୍ତୀ: ଭାଜପା-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ,୨୬।୯: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ଭାଜପା-କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଅକ୍ଟୋବର ୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ସ୍ବଚ୍ଛ ଭାରତ ଅଭିଯାନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *