ସାମ୍ନାକୁ ଆସିଲା ସାରା-କାର୍ତ୍ତିକଙ୍କ ଆଉ ଏକ ଫଟୋ

ମୁମ୍ବାଇ: ବଲିଉଡ୍‌ ନାୟିକା ସାରା ଅଲି ଖାଁ ଓ ନାୟକ କାର୍ତ୍ତିକ ଆର୍ୟନ ଏବେ କଶ୍ମୀରର ସବୁଜିମା ଘେରା ପାହାଡି ଅଞ୍ଚଳରେ ସ୍ପଟ ହୋଇଛନ୍ତି। ଏମାନେ ଏଠାରେ ଖୁବ୍‌ ଏନ୍‌ଜୟ କରୁଛନ୍ତି। ସୂଚନା ମୁତାବକ, ଏମାନେ ଅପ୍‌କମିଂ ଫିଲ୍ମ ‘ଲଭ୍‌ ଆଜକଲ୨’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଆଉ ମଝିରେ ମଝିରେ ସେଠାକାର କିଛି ଫଟୋ ସୋସିଅଲ ମିଡିଆରେ ଅପଲୋଡ କରିବାରୁ ଏମାନଙ୍କ ଏନ୍‌ଜୟମେଣ୍ଟ ଆସୁଛି ସାମ୍ନାକୁ। ପୂର୍ବରୁ ସାରା କାର୍ତ୍ତିକଙ୍କୁ ଡେଟ୍‌ କରିବା କଥା କହି ଚର୍ଚ୍ଚାକୁ ଆସିଥିବା ବେଳେ ଏବେ ଉଭୟଙ୍କ ଯୋଡିକୁ ଦେଖି ଦର୍ଶକେ ବି ଖୁବ୍‌ ମଜା ନେଉଛନ୍ତି।


All Right Reserved By

ସିନେମାରେ ରାଖୀ

ଦେବ ଆନନ୍ଦଙ୍କ ଅଭିନୀତ ‘ହରେ ରାମା ହରେ କ୍ରିଷ୍ଣା’ ସେ ସମୟରେ ହିଟ୍‌ ସାବ୍ୟସ୍ତ ହୋଇଥିଲା। ଭାଇ-ଭଉଣୀ ସମ୍ପର୍କକୁ ବେଶ୍‌ ସୁନ୍ଦର ଭାବରେ ଉପସ୍ଥାପନା କରିଥିଲେ...

ଜୟ ହିନ୍ଦ୍‌ ଲେଖି ପାକିସ୍ତାନୀ ମହିଳାଙ୍କ ରୋଷର ଶିକାର ହେଲେ ପ୍ରିୟଙ୍କା

ବ୍ୟକ୍ତିଗତ ହେଉ କି ପ୍ରଫେଶନାଲ ଜୀବନ ହେଉ ଦୁଇଟାଯାକରେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ପୂରା ସନ୍ତୁଳନ ରକ୍ଷା କରିଥାନ୍ତି। ଏମିତିରେ ବି ତାଙ୍କୁ ବହୁବାର ଟ୍ରୋଲ...

ଭାଜପାକୁ ଫେରିଲେ ବିଜୟ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ଶେଷରେ ଭାଜପାକୁ ପ୍ରତ୍ୟାବର୍ତ୍ତନ କଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ତାଙ୍କ ମାନଭଞ୍ଜନ କରିବାରେ ସଫଳ ହେଲେ ଦଳୀୟ ନେତା। ପୂର୍ବରୁ ସେ ଭାଜପାକୁ...

ଗୁରୁବାର ହେବ ଏହି ଅଭିନେତ୍ରୀଙ୍କ ଭାଗ୍ୟ ପରୀକ୍ଷା

ଲୋକସଭା ନିର୍ବାଚନର ଫଳାଫଳ ଗୁରୁବାର ଜଣାପଡ଼ିବ। ଏନେଇ ରାଜନୈତିକ ବାତାବରଣ ବେଶ୍‌ ସରଗରମ ହୋଇଉଠିଛି। ଏ କ୍ଷେତ୍ରରେ ଫିଲ୍ମ ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀଙ୍କର ମଧ୍ୟ ଭାଗ୍ୟ...

ମା’ ନର୍ଗିସଙ୍କୁ ମନେପକାଇ କାନ୍ଦି ପକାଇଲେ ସଞ୍ଜୟ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ଟ୍ୟାଲେଣ୍ଟେଡ୍‌ ନାୟିକା ଭାବେ ପରିଚିତ ସଞ୍ଜୟ ଦତ୍ତଙ୍କ ମା’ ନର୍ଗିସ ଦତ୍ତ। ଜୁନ୍‌ ପହିଲାରେ ଜନ୍ମ ନେଇଥିବା ନର୍ଗିସଙ୍କୁ ମନେ ପକାଇ...

‘ସଡ଼କ-୨’ର ସୁଟିଂକୁ ନେଇ ଭାବୁକ ହେଲେ ଆଲିଆ

ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଆଗାମୀ ସିନେମା ‘ସଡ଼କ-୨’ର ସୁଟିଂ ଇତିମଧ୍ୟରେ ଆରମ୍ଭ ହୋଇଯାଇଛି। ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱରେ ରହିଛନ୍ତି ଆଲିଆଙ୍କ ବାପା ମହେଶ ଭଟ୍ଟ। ଫିଲ୍ମ...

ହ୍ୟାଟ୍ରିକ୍‌ ଅପେକ୍ଷାରେ ଦେବରାଜ

ନବାଗତ ନାୟକ ଦେବରାଜ। ଗତବର୍ଷ ତାଙ୍କର ଡେବ୍ୟୁ ଫିଲ୍ମ ‘ତୋ ପ୍ରେମରେ ପଡ଼ିଲା ପରେ’ ରିଲିଜ୍‌ ହୋଇଥିଲା। ଆରମ୍ଭରୁ ହିଁ ସେ ନିଜର ଆକ୍ଟିଂ ଦକ୍ଷତା...

ଦୀପିକା ହେଉଛନ୍ତି ସେଲିବ୍ରିଟି ନଂ ଓ୍ବାନ୍‌

ଯଦି ପଚରାଯାଏ ଭାରତର ନଂ ଓ୍ବାନ୍‌ ସେଲିବ୍ରିଟି କିଏ ତେବେ ନିଶ୍ଚିତ ଶାହାରୁଖ୍‌, ଅମୀର, ସଲମାନଙ୍କ ନାଁ ଉଠିବ। କିନ୍ତୁ ଏମାନେ କେହି ନୁହନ୍ତି, ଏବେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *