Posted inଜାତୀୟ

ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହେଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୬: ବୈଦେଶିକ ସଚିବରୁ ବୈଦେଶିକ ମନ୍ତ୍ରୀ ହୋଇଥିବା ସୁବ୍ରମଣ୍ୟମ ଜୟଶଙ୍କର ସୋମବାର ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଜୟଶଙ୍କର ସଂସଦ ଭବନରେ ଅନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହେବା କେବଳ ଏକ ଆନୁଷ୍ଠାନିକ କାର୍ଯ୍ୟକ୍ରମ ରହିଥିଲା। ମୋଦୀ ସରକାର ପୂର୍ବରୁ ତାଙ୍କୁ ବୈଦେଶିକ ମନ୍ତ୍ରାଳୟର ଦାୟିତ୍ୱ ଦେଇସାରିଛନ୍ତି। ଏହି ଦାୟିତ୍ୱ ମିଳିବା ପରେ ତାଙ୍କର ଭାଜପାରେ ସାମିଲ ହେବା ଏକ ପ୍ରକାର ନିର୍ଦ୍ଧିଷ୍ଟ ହୋଇ ସାରିଥିଲା। ଏହା ପୂର୍ବରୁ ମୋଦୀ ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ସୁଷମା ସ୍ବରାଜଙ୍କ ପାଖରେ ବିଦେଶ ମନ୍ତ୍ରାଳୟର ଦାୟିତ୍ୱ ରହିଥିଲା। ସେହି ସମୟରେ ବୈଦେଶିକ ସଚିବର ଦାୟିତ୍ୱ ତୁଲାଇଥିଲେ ଏସ୍‌ ଜୟଶଙ୍କର। ଚଳିତଥର ସୁଷମା ସ୍ବରାଜ ଲୋକ ସଭା ନିର୍ବାଚନ ନ ଲଢ଼ିବା ପାଇଁ ନିଷ୍ପତ୍ତି ନେଇଥିଲେ।


All Right Reserved By Dharitri.Com

ଶାନ୍ତି-ଶୃଙ୍ଖଳା ପାଇଁ ଅପିଲ୍‌ କଲେ ମୋଦି

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କୁ ବିରୋଧ କରି ହିଂସା ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏପରିସ୍ଥଳେ ଶାନ୍ତି-ଶୃଙ୍ଖଳା...

ଫ୍ଲୋର ଟେଷ୍ଟ ପୂର୍ବରୁ ସମସ୍ତ ବିଧାୟକଙ୍କର ହେବ କରୋନା ଟେଷ୍ଟ!

ଭୋପାଳ,୧୫।୩: ମଧ୍ୟପ୍ରଦେଶର କମଳନାଥ ସରକାର ସୋମବାର ଫ୍ଲୋର ଟେଷ୍ଟ ଦେବେ ବୋଲି ରାଜ୍ୟପାଳ ଲାଲାଜି ଟଣ୍ଡନ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହା ପୂର୍ବରୁ ମଧ୍ୟପ୍ରଦେଶର ସମସ୍ତ...

ବିଦେଶରେ ବି ସାଥିରେ ରହିବେ ଏସ୍‌ପିଜି ସୁରକ୍ଷାକର୍ମୀ: ଅମାନ୍ୟ କଲେ ଯାତ୍ରା ହେବ ରଦ୍ଦ

ନୂଆଦିଲ୍ଲୀ,୭।୧୦: ଏଣିକି ବିଦେଶ ଗସ୍ତ ସମୟରେ ମଧ୍ୟ ବିଶିଷ୍ଟ ବ୍ୟକ୍ତିଙ୍କ ସାଥିରେ ଏସ୍‌ପିଜି ସୁରକ୍ଷାକର୍ମୀ ରହିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ...

ଚାଇନାରୁ ଫେରିଥିବା ଛାତ୍ରଙ୍କ ଅନୁଭୂତି ଶୁଣିଲେ ମୋଦି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର ଉହାନରୁ ଫେରିଥିବା ଜଣେ ଛାତ୍ରଙ୍କ ସହ ଟେଲିଫୋନ୍‌ ଯୋଗେ କଥା ହୋଇଥିବା ଜଣାପଡିଛି। ଉକ୍ତ ଛାତ୍ର ଜଣଙ୍କ ହେଲେ...

ହାଇଦ୍ରାବାଦ୍‌ ଘଟଣା ପରେ ସୁରକ୍ଷା ଆପ୍‌ ଡାଉନଲୋଡ୍‌ କରିଛନ୍ତି ଲକ୍ଷେ ୩୦ ହଜାର: ୭ ସେକେଣ୍ଡରେ ମିଳିବ ଉତ୍ତର

ବେଙ୍ଗାଲୁରୁ,୧୧।୧୨: ହାଇଦ୍ରାବାଦ୍‌ ଘଟଣା ପରେ ବେଙ୍ଗାଲୁରୁରେ ଲକ୍ଷେ ୩୦ ହଜାର ଲୋକ ସୁରକ୍ଷା ଆପ୍‌ ଡାଉନଲୋଡ୍‌ କରିଛନ୍ତି। ଏନେଇ ବେଙ୍ଗାଲୁରୁ ପୋଲିସ ଡେପୁଟି କମିଶନର କୁଲଦୀପ୍‌...

ଯାତ୍ରୀଙ୍କଠାରୁ ଅଧିକ ଅଟୋଭଡା ନେବାରୁ କଟିଲା ୮ଲକ୍ଷ ଟଙ୍କାର ଚାଲାଣ

ବେଙ୍ଗାଲୁରୁ,୫।୧୨: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ଲୋକେ ଏକ ପ୍ରକାର ସଜାଗ ହେଇଯାଇଛନ୍ତି ବୋଲି କୁହାଯାଉଛି। ହେଲେ କେତେଜଣ ଲୋକ ଏବେବି...

ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରନ୍ତି ଅଭିନନ୍ଦନ

ନୂଆଦିଲ୍ଲୀ,୨୦।୪: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ...

ଅରୁଣ ଜେଟ୍‌ଲୀଙ୍କ ନାଁରେ ନାମିତ ହେବ କୋଟଲା ଷ୍ଟାଡିୟମ

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଫିରୋଜ ଶାହ କୋଟଲା ଷ୍ଟାଡିୟମର ନାଁ ବଦଳାଯାଇ ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ସ୍ବର୍ଗତ ଅରୁଣ ଜେଟଲୀଙ୍କ ନାମରେ ନାମିତ...

Leave a comment

Your email address will not be published. Required fields are marked *