Posted inଜାତୀୟ

ସବୁ ନିର୍ବାଚନ ଏକାକୀ ଲଢ଼ିବୁ: ମାୟାବତୀ

ନୂଆଦିଲ୍ଲୀ, ୨୫।୬: ଛୋଟ ହେଉ କି ବଡ଼, ଏଥର ସବୁ ନିର୍ବାଚନ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଏକାକୀ ଲଢ଼ିବ ବୋଲି ଏହାର ସୁପ୍ରିମୋ ମାୟାବତୀ ସୋମବାର କହିଛନ୍ତି। ଏସ୍‌ପି ସହ ଆଉ କଦାପି ମେଣ୍ଟ ହେବନାହିଁ ବୋଲି ସେ ପ୍ରକାଶ କରିଛନ୍ତି। ଏସ୍‌ପି ନେତା ଅଖିଳେଶ ଯାଦବ ମୁଖ୍ୟମନ୍ତ୍ରୀ ଥିବାବେଳେ ମୁସଲ୍‌ମାନଙ୍କୁ ଅବହେଳା ପ୍ରଦର୍ଶନ କରିଥିବା ସେ ଅଭିଯୋଗ କରିଛନ୍ତି। ଚଳିତ ବର୍ଷ ଶେଷ ଭାଗରେ ଉପନିର୍ବାଚନ ହେବାକୁ ଥିବାବେଳେ ମାୟାବତୀ ଏଭଳି ଟୁଇଟ୍‌ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।
ଏସ୍‌ପିର ବ୍ୟବହାର ସମ୍ପର୍କ ତୁଟାଇବାକୁ ବାଧ୍ୟକଲା ବୋଲି ବିଏସପି ନେତ୍ରୀ ଟୁଇଟ୍‌ କରିଛନ୍ତି। ସେପଟେ ସମାଜବାଦୀ ପାର୍ଟି (ଏସ୍‌ପି) ନେତା ରାମଶଙ୍କର ବିଦ୍ୟାର୍ଥୀ ବିଏସ୍‌ପି ମୁଖ୍ୟଙ୍କୁ ସମାଲୋଚନା କରିଛନ୍ତି। ଦଳିତ ଭୋଟ ଏସ୍‌ପିକୁ ଆସିବାରୁ ସେ ସହିପାରୁ ନ ଥିବା ରାମଶଙ୍କର କହିଛନ୍ତି।


All Right Reserved By Dharitri.Com

ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ

ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ...

ଠିକ୍‌ ସମୟରେ ପହଞ୍ଚି ନ ପାରିବାରୁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୦।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ଦିଲ୍ଲୀ ବିଧାନସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କରିବାରଥିଲା। ଘରୁ...

ବ୍ରତ ଭାଙ୍ଗିବା ପାଇଁ ପନୀର ବଦଳରେ ଆସିଲା ଚିକେନ

ନାଗପୁର,୬।୭: ପୁଣେର ଅତିରିକ୍ତ ଜିଲା ଉପଭୋକ୍ତା ଫୋରମ ଖାଦ୍ୟ ଡେଲିଭରି କରୁଥିବା କମ୍ପାନୀ ଜୋମାଟୋ ଓ ହୋଟେଲ ଉପରେ ୫୫ହଜାର ଟଙ୍କାର ଜୋରିମାନା ଲଗାଇଛନ୍ତି। ଉକ୍ତ...

ରଜନୀକାନ୍ତଙ୍କ ବିରୋଧରେ ହୋଇଥିବା ମାମଲାକୁ ଖାରଜ କଲେ ମାଡ୍ରାସ ହାଇକୋର୍ଟ

ଚେନ୍ନାଇ,୨୪।୧: ଅଭିନେତାରୁ ରାଜନେତା ପାଲଟିଥିବା ରଜନୀକାନ୍ତଙ୍କ ବିରୋଧରେ ହୋଇଥିବା ମାମଲାକୁ ନେଇ ଶୁକ୍ରବାର ମାଡ୍ରାସ ହାଇକୋର୍ଟ ଶୁଣାଣି କରି ଉକ୍ତ ମାମଲାକୁ ଖାରଜ କରି ଦେଇଛନ୍ତି।...

ଅଯୋଧ୍ୟା ମାମଲାରେ ଦେଶବାସୀ ଶାନ୍ତିର ବାର୍ତ୍ତା ଦେଇଛନ୍ତି: ମୋଦି

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅଲ୍‌ ଇଣ୍ଡିଆ ରେଡ଼ିଓର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ଦେଶବାସୀଙ୍କ ପ୍ରଶଂସା କରିଛନ୍ତି। ଅଯୋଧ୍ୟା ମାମଲା ରାୟକୁ...

ସାଇବାବାଙ୍କ ଦର୍ଶନ କଲେ ଶ୍ରଦ୍ଧାଳୁ

ଶିରିଡି,୧୯।୧: ଆଜି ଶିରିଡି ବନ୍ଦ ଥିବା ବେଳେ ସାଇବାବାଙ୍କ ମନ୍ଦିର କିନ୍ତୁ ଖୋଲା ରହିଛି। ସକାଳୁ ଶ୍ରଦ୍ଧାଳୁ ବାବାଙ୍କ ଦର୍ଶନ ପାଇଁ ମନ୍ଦିରରେ ଧାଡିରେ ଠିଆ...

ପୁଅ ମୃତ୍ୟୁ ପରେ ବି ଭାଙ୍ଗିପଡିଲେନି ପିତା: ସ୍ମୃତିରେ ଆରମ୍ଭ କଲେ ଫ୍ରି ଆମ୍ବୁଲାନ୍ସ ସେବା

ନୂଆଦିଲ୍ଲୀ, ୨୪।୬: ଡେଙ୍ଗୁରେ ପୁଅର ମୃତ୍ୟୁ ହେବା ପରେ ଭାଙ୍ଗି ନ ପଡି ଲୋକଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଦେଇଛନ୍ତି ବବି ସହଗଲ। ପୁଅ ସ୍ମୃତିରେ...

ଅସୁସ୍ଥ ମୁଲାୟମ ହସ୍ପିଟାଲରେ ଭର୍ତ୍ତି

ଲକ୍ଷ୍ନୌ,୧୩।୧୧: ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି(ଏସ୍‌ପି)ର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବ ଅସୁସ୍ଥ ହୋଇପଡ଼ିଛନ୍ତି। ବୁଧବାର ପେଟରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ...

Leave a comment

Your email address will not be published. Required fields are marked *