Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୨୯୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪ା୧- ରାଜ୍ୟରେ ସୋମବାର ୨୯୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୫୦୭ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୪୯ ଜଣ। ସେହିଭଳି ଅନୁଗୁଳରୁ ୪୮, କଟକରୁ ୨୪, କେନ୍ଦ୍ରାପଡ଼ାରୁ ୧୬, ବାଲେଶ୍ୱର ଓ କେନ୍ଦୁଝରରୁ ୧୫, ଝାରୁସୁଗୁଡ଼ାରୁ ୧୪, ଯାଜପୁରରୁ ୧୩, ଖୋର୍ଦ୍ଧା ଓ ମୟୁରଭଞ୍ଜରୁ ୧୨, ବରଗଡ଼ ଓ ବଲାଙ୍ଗିରରୁ ୧୦, ସମ୍ବଲପୁରରୁ ୮, ଦେଓଗଡ଼, ଗଞ୍ଜାମ ଓ ନବରଙ୍ଗପୁରରୁ ୬, ଭଦ୍ରକ ଓ ଜଗତ୍‌ସିଂହପୁରରୁ ୫, ନୂଆପଡ଼ା ୩, ବୌଧ, କଳାହାଣ୍ଡି, କୋରାପୁଟ ଓ ନୟାଗଡ଼ ୨, ମାଲାକାନଗୀରିରୁ ୧ ଏବଂ ଷ୍ଟେଟ୍‌ ପୁଲରୁ ୮ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହେଲେ ଆଉ ୭୭୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୧୨ ଜଣ ଅଛନ୍ତି। ସେହିପରି କଟକରୁ...

ଆରମ୍ଭ ହେଲା ‘ସର୍‌ଗି ଫୁଲ’

ଭୁବନେଶ୍ୱର,୨୯।୧୦ (ବ୍ୟୁରୋ): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଗୁରୁବାର ‘ସର୍‌ଗି ଫୁଲ’ ଉଦ୍‌ଘାଟିତ ହୋଇଯାଇଛି। ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ଏହି...

କୋଣାର୍କ ହେବ ଶୂନ ନିର୍ଗମନ ସହର

ଭୁବନେଶ୍ୱର,୨।୮(ବ୍ୟୁରୋ): କୋଣାର୍କ ହେବ ଦେଶର ପ୍ରଥମ ‘ଶୂନ ନିର୍ଗମନ ସହର’। ଅର୍ଥାତ୍‌ ସହରର ଶକ୍ତି ଚାହିଦା କେବଳ ଅକ୍ଷୟ ଶକ୍ତି ଉତ୍ସ ଦ୍ୱାରା ପୂରଣ ହେବ।...

ବାହାଘରରେ ୨୫, ଅନ୍ତ୍ୟେଷ୍ଟିକ୍ରିୟାରେ ୨୦

ପୁରୀ ଅଫିସ,୨।୮: ଶ୍ରୀମନ୍ଦିର ବ୍ୟତୀତ ଜିଲାର ଅନ୍ୟ ସମସ୍ତ ଧାର୍ମିକ ଅନୁଷ୍ଠାନ ଓ ପର୍ଯ୍ୟଟନସ୍ଥଳୀକୁ ଖୋଲି ଦିଆଯାଇଛି। କୋଭିଡ୍‌ କଟକଣା ପାଳନ ପୂର୍ବକ ଲୋକେ ସର୍ବସାଧାରଣ...

ଭିତରକନିକା ଜାତୀୟ ଉଦ୍ୟାନର କୃତ୍ରିମ ପ୍ରଜନନ କେନ୍ଦ୍ରରେ କୁମ୍ଭୀର ଛୁଆ ଫୁଟିବା ଆରମ୍ଭ

ରାଜନଗର,୧୦।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନରେ ୧୯୭୫ ମସିହାରେ ଅଷ୍ଟ୍ରେଲିଆର ବିଶିଷ୍ଟ ପ୍ରାଣୀ ବୈଜ୍ଞାନିକ ଡ. ଏଚ୍‌ .ଆର୍‌ ବଷ୍ଟାର୍ଡଙ୍କ ଦ୍ୱାରା...

ବାଣ ଫୁଟିଲେ ବଢିପାରେ କରୋନା: ଡିଏମ୍‌ଇଟି

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ କୋଭିଡ୍‌କୁ ନେଇ ସ୍ବାସ୍ଥ୍ୟ ବିଭାଗ ଚିନ୍ତା ବଢେଇବା ଭଳି ସୂଚନା ଦେଇଛି। ବାଣ ଫୁଟିଲେ ବଢିପାରେ କରୋନା ଏ ନେଇ ଡିଏମ୍‌ଇଟି ନିର୍ଦ୍ଦେଶକ...

କରୋନା ପ୍ରଭାବ: ଚଢ଼ା ଦର ନେଉଛନ୍ତି ବ୍ୟବସାୟୀ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ, ଦର ନିୟନ୍ତ୍ରଣ କରିବାକୁ ଦାବି

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ସମଗ୍ର ରାଜ୍ୟକୁ ମଙ୍ଗଳବାର ମଧ୍ୟରାତ୍ରରୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ମହାମାରୀର କୌଣସି ପ୍ରତିକାର ନ...

ଛୁଇଁଲେନି ପରିଜନ, ମୃତଦେହ କାନ୍ଧେଇଲେ ଖବରଦାତା

ବାଳକାଟୀ,୧୦ା୫(ଡି.ଏନ୍‌.ଏ.):କରୋନା ସଂକ୍ରମଣ ଭୟରେ ବନ୍ଧୁ ପରିଜନ କେହି ବି ମୃତଦେହ ଉଠାଇ ନ ଥିଲେ। ଏପରିକି ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ସହଯୋଗ ମିଳିଲା ନାହିଁ,...

Advertisement
Archives

Model This Week