ବଢ଼ୁଛି ସଂକ୍ରମଣ: ରାଜ୍ୟରେ ଚିହ୍ନଟ ହେଲେ ୨୯୭ ନୂଆ ପଜିଟିଭ, କଳାହାଣ୍ଡିରୁ ସର୍ବାଧିକ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି କ୍ରମରେ ବୁଧବାର ୨୯୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୦,୯୧୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୭୪ଜଣ କ୍ୱାରାଣ୍ଟାଇନରୁ ରହିଥିବା ବେଳେ ୧୨୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୯ଜଣ ରହିଥିବା ବେଳେ ବାଲେଶ୍ୱର ୬, ବରଗଡ଼ ୧୮, ଭଦ୍ରକ ୨, ବଲାଙ୍ଗୀର ୫, କଟକ ୧୭, ଢେଙ୍କାନାଳ ୧, ଗଞ୍ଜାମ ୭, ଜଗତସିଂହପୁର ୨, ଯାଜପୁର ୫, ଝାରସୁଗୁଡ଼ା ୫, କଳାହାଣ୍ଡି ୫୭, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୧୨, ଖୋର୍ଦ୍ଧା ୩୩, କୋରାପୁଟ ୫, ମୟୂରଭଞ୍ଜ ୭, ନବରଙ୍ଗପୁର ୩, ନୟାଗଡ଼ ୨, ନୂଆପଡ଼ା ୩୧, ପୁରୀ ୬, ସମ୍ବଲପୁର ୧୭, ସୋନପୁର ୩, ସୁନ୍ଦରଗଡ଼ ୩୮, ଷ୍ଟେଟ ପୁଲରୁ ୪ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩,୪୦,୯୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୦୧୩ ଜଣ ଆକ୍ଟିଭ କେସ ରହିଥିବା ବେଳେ ୩୩୬୯୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲିଙ୍ଗରାଜଙ୍କ ନିଷ୍କର ଜମିରେ ଜନବସତି

ପୁରୁଣା ଭୁବନେଶ୍ୱର,୭ା୩(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ହେବା ପରେ ଦିଅଁଙ୍କ ନୀତିକାନ୍ତି ସୁବ୍ୟବସ୍ଥିତ କରିବାକୁ ଖଞ୍ଜାରେ ବିଭିନ୍ନ ସେବାୟତଙ୍କୁ ଜମି ରାଜାରାଜୁଡା ଅମଳରୁ ଯୋଗାଇ ଦିଆଯାଇଥିଲା। ଏଥିମଧ୍ୟରୁ...

ଆଖିବୁଜିଲା ବାଘୁଣୀ ଆନିନୀ

ବାରଙ୍ଗ,୬।୧(ଡି.ଏନ୍‌.ଏ.): ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ନନ୍ଦନକାନନର ବାଘୁଣୀ ଆନିନୀ ମଙ୍ଗଳବାର ଆଖିବୁଜିଛି। ପ୍ରାଣୀଉଦ୍ୟାନର ବାଘ ସଫାରିରେ ରହି ଆନିନୀ ପର୍ଯ୍ୟଟକଙ୍କ ଆର୍କଷଣର...

ଭିତ୍ତିଭୂମି ଅଛି, ବିକାଶକୁ ଅପେକ୍ଷା

ବାଲେଶ୍ୱର ଅଫିସ,୨୦।୪-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ୩୨କି.ମି. ଦୂରରେ ରହିଛି ଦୁବଲାଗଡ଼ି ପନ୍ତାଳ ବେଳାଭୂମି। ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଏହି ବେଳାଭୂମିରେ...

CORONAVIRUS UPDATE: ଆଜି ଚିହ୍ନଟ ହେଲେ ୫୯୫ ଆକ୍ରାନ୍ତ; ମୋଟ ସଂଖ୍ୟା ୧୩,୧୨୧କୁ ବୃଦ୍ଧି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ୫୯୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୯୪ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୨୦୧ ଲୋକାଲ କେସ୍‌ ରହିଛି।...

ଆଇଶୋଲେଶନରେ ୮ କୋଲକାତା ଫେରନ୍ତା

ସିଂହପୁର,୨୩।୪(ଡିଏନଏ)- ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ୨୮ ଦିନ ମଧ୍ୟରେ ଫେରିଥିବା ୮ଜଣ କୋଲକାତା ଫେରନ୍ତାଙ୍କୁ ସରପଞ୍ଚ ତରୁଣ କୁମାର ସାହୁ ସମିତିସଭ୍ୟ...

ଋଣ ଦେବା ନାମରେ ୨୩ଲକ୍ଷ ଠକେଇ: ଧାରଣା ଦେଲେ ସଂଯୋଜକ

ଖଇରା, ୨୬।୨(ଡି.ଏନ.ଏ.): ଋଣ ଯୋଗାଇ ଦେବାର ପ୍ରଲୋଭନ ଦେଖାଇ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ଅଞ୍ଚଳର...

CORONAVIRUS UPDATE: ରାଜ୍ୟରେ ୩୦୬୭ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୨୧୫୬୭୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ସ୍ବଦେଶୀ ଭେଣ୍ଟିଲେଟର ନିର୍ମାଣ ସ୍ବପ୍ନ ସତ ହେଲା

ନୂଆଦିଲ୍ଲୀ,୧୬।୬: କରୋନା ମହାମାରୀ ସହ ଲଢିବାକୁ ପ୍ରାୟ ସବୁ ଦେଶ ଆପ୍ରାଣ ଉଦ୍ୟମ କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରେ ପଛରେ ପଡିନାହିଁ। ମେକ୍‌...

Advertisement


Archives

Model This Week